କୋଭିଡ୍‌ ଯୋଦ୍ଧାଙ୍କୁ ପ୍ରଶଂସା ପତ୍ର

ସୋରଡା,୨୩ା୪(ଡି.ଏନ୍‌.ଏ.)- ଭାଜପା ତରଫରୁ ଗୁରୁବାର ବରିଷ୍ଠ ନେତା ଭଗବାନ ପଣ୍ଡାଙ୍କ ଦ୍ୱାରା କରୋନା ମୁକାବିଲା ପାଇଁ ଜନସାଧାରଣଙ୍କୁ ସଚେତନ କରୁଥିବା ପୋଲିସ ଅଧିକାରୀଙ୍କୁ ପ୍ରଶଂସା ପତ୍ର, ମାସ୍କ ପ୍ରଦାନ କରିଛନ୍ତି। ଏଥିରେ ହରିହର ପଣ୍ଡା, ବାସୁଦେବ ସାହୁ, ଜାନକୀ ପଟ୍ଟନାୟକ ପ୍ରମୁଖ ସାମିଲ ହୋଇଥିଲେ। ଆଇଆଇସି ରମେଶ କୁମାର ପ୍ରଧାନ, ଅତିରିକ୍ତ ତହସିଲଦାର କୁରେଶ କୁମାର ଯାନୀ, ଡ. ସନ୍ତୋଷ କୁମାର ପଣ୍ଡା, ବି. ସୀମାଞ୍ଚଳ ମଣ୍ଡଲ, କାର୍ଯ୍ୟନିର୍ବାହୀ ଅଧିକାରୀ ବିପିନି କୁମାର ପ୍ରଧାନ ପ୍ରମୁଖଙ୍କ କାର୍ଯ୍ୟାଳୟକୁ ଯାଇ ଶ୍ରଦ୍ଧା ଜ୍ଞାପନ ସହ ପ୍ରଶଂସା ପତ୍ର ପ୍ରଦାନ କରିଥିଲେ। ଏଭଳି ରାଷ୍ଟ୍ରୀୟ ସଙ୍କଟ ସମୟରେ ସେବା କରୁଥିବାରୁ କୃତଜ୍ଞତା ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷୋତ୍ତମପୁରରେ ରଥଯାତ୍ରା ବନ୍ଦ: ଦେବନୀତିରେ ପୂଜା ପାଇଲେ କଳାଠାକୁର

ପୁରୁଷୋତ୍ତମପୁର, ୨୩।୬(ଡି.ଏନ.ଏ): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ସମେତ ଆଖପାଖ ଅଞ୍ଚଳରେ ଥିବା ଜଗନ୍ନାଥ ମନ୍ଦିରରେ ରଥଯାତ୍ରା ସମ୍ପୁର୍ଣ୍ଣ ରୂପେ ପ୍ରଶାସନ ପକ୍ଷରୁ ବନ୍ଦ କରିଦିଆଯାଇଛି।...

ଦିବ୍ୟାଙ୍ଗଙ୍କ ସହିତ ବଡ଼ଦିନ ପାଳିଲେ ବିଧାୟକ, କଣ୍ଠଶିଳ୍ପୀ

ବାଲିଆପାଳ,୨୬।୧୨(ସ୍ବ.ପ୍ର.)-ବସ୍ତା ବିଧାୟକ ନିତ୍ୟାନନ୍ଦ ସାହୁ, ଓଲିଉଡ଼ର ପସିଦ୍ଧ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଏବଂ ଯୁବନେତା ରବୀନ୍ଦ୍ର ଅଣ୍ଡିଆ ଡଗରା ବେଳାଭୂମିରେ ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କ ସହିତ ପବିତ୍ର...

ପରିବେଶ ପ୍ରଦୂଷଣ ରୋକିବାକୁ ଆଇଟିଆଇ ଛାତ୍ରଙ୍କ ପ୍ରୟାସ: ନିର୍ମାଣ କଲେ ‘ଇ-ସାଇକେଲ’

ବ୍ରହ୍ମପୁର ଅଫିସ,୧୫ା୧-ବିସ୍ମୟ ସୃଷ୍ଟି କଲେ ଆଇଟିଆଇ ଛାତ୍ର। ପରିବେଶ ପ୍ରଦୂଷଣ ରୋକିବା, ପ୍ରାକୃତିକ ତୈଳଜାତ ଦ୍ରବ୍ୟର ଅପଚୟ ରୋକିବାକୁ ନିର୍ମାଣ କଲେ ‘ଇ-ସାଇକେଲ’। ସାଇକେଲରେ ୧୨...

ଥାନାରେ ଗଣ୍ଡଗୋଳ: ପୋଲିସ କର୍ମଚାରୀ ସମେତ ୪ ଆହତ

ଆଠଗଡ଼,୨୨।୧୦(ଡି.ଏନ୍‌.ଏ.): କଟକ ଜିଲା ନରସିଂହପୁର ଥାନା ଶୁକ୍ରବାର ରଣକ୍ଷେତ୍ର ପାଲଟିଛି। ୩ ଜଣଙ୍କୁ ଗିରଫ ଘଟଣାରେ ପୋଲିସ ଓ ବିକ୍ଷୋଭକାରୀଙ୍କ ମଧ୍ୟରେ ଗଣ୍ଡଗୋଳରେ ୪ ଆହତ...

ସଙ୍କୁଚିତ ହେବ ରୟାଲ ପଡିଆ

ସୋନପୁର,୨୫।୧୦(ନି.ପ୍ର.)-ସୁବର୍ଣ୍ଣପୁର ସହରର ବ୍ଲକ ଛକ ସ୍ଥିତ ଆଠ ଏକର ପରିମିତ ଅଞ୍ଚଳରେ ରହିଛି ରୟାଲ ପଡିଆ। ଏହି ସମତଳ ପଡିଆରେ ମୁଖ୍ୟମନ୍ତ୍ରୀଙ୍କ ସଭାଠାରୁ ଆରମ୍ଭ କରି,...

ଦ୍ୱାଦଶ ବାର୍ଷିକ ଜ୍ଞାନ ବିଜ୍ଞାନ ମେଳା

ଯାଜପୁର ରୋଡ,୨୪।୮(ନି.ପ୍ର.)- ମୁଣ୍ଡମାଳସ୍ଥିତ ସରସ୍ବତି ଶିଶୁ ବିଦ୍ୟାମନ୍ଦିରରେ ଗୁରୁବାର ଦ୍ୱାଦଶ ବିଂଶ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ଏହାକୁ ବ୍ୟାସନଗର ସ୍ବୟଂଶାସିତ ମହାବିଦ୍ୟାଳୟର ପ୍ରଧ୍ୟାପକ ସନ୍ତୋଷ...

କେନ୍ଦ୍ରୀୟ କମିଟିର କାନପୁର ନଦୀବନ୍ଧ ପ୍ରକଳ୍ପ ପରିଦର୍ଶନ

ଯୋଡ଼ା,୩୧ା୫(ଡି.ଏନ.ଏ.) କେନ୍ଦୁଝର ଜିଲା ଯୋଡ଼ା ବ୍ଲକର କାନପୁରଠାରେ ବୈତରଣୀ ନଦୀ ଉପରେ ନିର୍ମାଣାଧୀନ ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ନଦୀବନ୍ଧ ଯୋଜନା ଦ୍ବାରା ବିସ୍ଥାପିତଙ୍କ ସମସ୍ୟା ଉପରେ...

ବଳଙ୍ଗା ଥାନା ବିସ୍ଫୋରଣ ଘଟଣା: ଏସ୍‌ଆଇ ନିଲମ୍ବିତ

ପୁରୀ ଅଫିସ,୨୯ା୯: ପୁରୀ ଜିଲା ବଳଙ୍ଗା ଥାନା ବିସ୍ଫୋରଣ ଘଟଣାରେ ବଳଙ୍ଗା ଥାନା ଏସ୍‌ଆଇ ତଅପୋଇ ନାୟକଙ୍କୁ ନିଲମ୍ବନ କରାଯାଇଛି। କାର୍ଯ୍ୟରେ ଅବହେଳା ଯୋଗ ପୁରୀ...

Advertisement
Archives

Model This Week