କୋଭିଡ୍‌ ରୋଗୀଙ୍କ ପାଇଁ ନିଯୁକ୍ତ ଡାକ୍ତରଙ୍କୁ ଭିମ୍‌ସାରର ଅବହେଳା

ସମ୍ବଲପୁର,୧୮ା୪(ବ୍ୟୁରୋ): କୋଭିଡ-୧୯ ମେଡିକାଲରେ ନିୟୋଜିତ ଡାକ୍ତରଙ୍କ ପାଇଁ ସମସ୍ତ ସୁବିଧା ଯୋଗାଇ ଦେବାକୁ ଜିଲା ପ୍ରଶାସନକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ସେମାନଙ୍କ ଖାଇବା, ରହିବା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିବାକୁ କୁହାଯାଇଛି । ହେଲେ ଭିମ୍‌ସାରରେ କୋଭିଡ୍‌ ରୋଗୀଙ୍କ ପାଇଁ ନିଯୁକ୍ତ ଡାକ୍ତରଙ୍କ ପାଇଁ କର୍ତ୍ତୃପକ୍ଷ ଏହାକୁ ପାଳନ କରୁନାହାନ୍ତି । ଶନିବାର ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଏଠାକୁ ଗସ୍ତରେ ଆସିଥିବା ବେଳେ ଜୁନିୟର ଡାକ୍ତର ସଂଘ ଏଭଳି ଅଭିଯୋଗ କରିଛି। ଏହାପରେ ମନ୍ତ୍ରୀ ଦାସ କର୍ତ୍ତୃପକ୍ଷଙ୍କୁ ତାଗିଦ କରିଛନ୍ତି। କରୋନା ମୁକାବିଲାରେ ନିୟୋଜିତ ଡାକ୍ତରମାନଙ୍କ ଠିକ୍‌ ଭାବେ ଖାଇବା ଓ ରହିବା ବ୍ୟବସ୍ଥା କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ହେଲେ କର୍ତ୍ତପକ୍ଷ ଅଭିଯୋଗ ଫାଙ୍କିବାକୁ ଚେଷ୍ଟା କରିଥିଲେ। ଡାକ୍ତରମାନଙ୍କୁ ଠିକ୍‌ ଭାବେ ଖାଦ୍ୟ ଦିଆଯାଉଥିବା ଏକ ଫଟୋ ମନ୍ତ୍ରୀ ଦାସଙ୍କୁ କର୍ତ୍ତପକ୍ଷ ଦେଖାଇବାକୁ ଉଦ୍ୟମ କରିଥିଲେ। ମନ୍ତ୍ରୀ ଦାସ କିନ୍ତୁ ଏଥିରେ ବିଶ୍ୱାସ ନ କରି ଓଲଟି କର୍ତ୍ତପକ୍ଷଙ୍କ ଉପରେ ବିରକ୍ତି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ଅନ୍ତନେଇ ଗାଁରେ ଚାଲିଥିଲା ଜୁଆଖେଳ: ଅତର୍କିତ ଚଢ଼ାଉ କରି ୨ ଜୁଆଡ଼ିଙ୍କୁ ବାନ୍ଧିଲା ପୋଲିସ, ଖସିଗଲେ… ଜବତ ହେଲା…

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଟିମ୍‌ ମହୁଡ଼ା ନିକଟ ଅନନ୍ତେଇ ଗ୍ରାମରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri