ସମ୍ବଲପୁର,୧୮ା୪(ବ୍ୟୁରୋ): କୋଭିଡ-୧୯ ମେଡିକାଲରେ ନିୟୋଜିତ ଡାକ୍ତରଙ୍କ ପାଇଁ ସମସ୍ତ ସୁବିଧା ଯୋଗାଇ ଦେବାକୁ ଜିଲା ପ୍ରଶାସନକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ସେମାନଙ୍କ ଖାଇବା, ରହିବା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିବାକୁ କୁହାଯାଇଛି । ହେଲେ ଭିମ୍ସାରରେ କୋଭିଡ୍ ରୋଗୀଙ୍କ ପାଇଁ ନିଯୁକ୍ତ ଡାକ୍ତରଙ୍କ ପାଇଁ କର୍ତ୍ତୃପକ୍ଷ ଏହାକୁ ପାଳନ କରୁନାହାନ୍ତି । ଶନିବାର ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଏଠାକୁ ଗସ୍ତରେ ଆସିଥିବା ବେଳେ ଜୁନିୟର ଡାକ୍ତର ସଂଘ ଏଭଳି ଅଭିଯୋଗ କରିଛି। ଏହାପରେ ମନ୍ତ୍ରୀ ଦାସ କର୍ତ୍ତୃପକ୍ଷଙ୍କୁ ତାଗିଦ କରିଛନ୍ତି। କରୋନା ମୁକାବିଲାରେ ନିୟୋଜିତ ଡାକ୍ତରମାନଙ୍କ ଠିକ୍ ଭାବେ ଖାଇବା ଓ ରହିବା ବ୍ୟବସ୍ଥା କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ହେଲେ କର୍ତ୍ତପକ୍ଷ ଅଭିଯୋଗ ଫାଙ୍କିବାକୁ ଚେଷ୍ଟା କରିଥିଲେ। ଡାକ୍ତରମାନଙ୍କୁ ଠିକ୍ ଭାବେ ଖାଦ୍ୟ ଦିଆଯାଉଥିବା ଏକ ଫଟୋ ମନ୍ତ୍ରୀ ଦାସଙ୍କୁ କର୍ତ୍ତପକ୍ଷ ଦେଖାଇବାକୁ ଉଦ୍ୟମ କରିଥିଲେ। ମନ୍ତ୍ରୀ ଦାସ କିନ୍ତୁ ଏଥିରେ ବିଶ୍ୱାସ ନ କରି ଓଲଟି କର୍ତ୍ତପକ୍ଷଙ୍କ ଉପରେ ବିରକ୍ତି ପ୍ରକାଶ କରିଥିଲେ।
Posted inଆମ ଜିଲା ଖବର, ସମ୍ବଲପୁର View All

ବୁଗୁଡ଼ାରେ ଶଟଡାଉନ୍ ପ୍ରଭାବ: ରାସ୍ତାଘାଟ ଶୂନଶାନ
ବୁଗୁଡ଼ା,୨୮।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ଅକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ ଜୁନ୍ ମାସ ପ୍ରତ୍ୟେକ...

ହାଜତରେ ମଦ ବ୍ୟବସାୟୀଙ୍କ ମୃତ୍ୟୁ ଘଟଣା:୫ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ପଟ୍ଟାମୁଣ୍ଡାଇ, ୨୦।୯ (ସ୍ବ.ପ୍ର):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ହାଜତରେ ମଦ ବ୍ୟବସାୟୀ ସୁଶାନ୍ତ ବେହେରାଙ୍କ ମୃତ୍ୟୁ ଘଟଣାରେ ମୃତକଙ୍କ ପରିବାରକୁ ୫ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ...

ଅଭିନବ ଉପାୟରେ ଟଙ୍କା ଠକେଇ
ବ୍ରହ୍ମପୁର ଅଫିସ,୭ା୭-ଟାଉନ ଥାନା ଅନ୍ତର୍ଗତ ମିଲିଟାରୀ ଲାଇନରେ ଥିବା କାନାରା ବ୍ୟାଙ୍କରେ ଲୁଟେରାମାନେ ଶନିବାର ଜଣେ ଜମାକାରୀଙ୍କ ୧୮ ହଜାର ୫ଶହ ଟଙ୍କା ଅଭିନବ ଉପାୟରେ...

ଗନ୍ଧମାର୍ଦ୍ଦନ ପାହାଡରେ ପ୍ରବଳ ବର୍ଷା: ଉଛୁଳିଲା ପାପନାଶିନୀ ଝରଣା
ଖପ୍ରାଖୋଲ,୧୩ା୮(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଗନ୍ଧମାର୍ଦ୍ଦନ ପାହାଡରେ ପ୍ରବଳ ବର୍ଷା ଯୋଗୁ ହରିଶଙ୍କର ପାପନାଶିନୀ ଝରଣା ଉଛୁଳି ପଡିଥିଲା ା ଆଜି ଥିଲା ଶ୍ରାବଣ...

ହାତୀ ଆକ୍ରମଣରେ ମୃତ୍ୟୁ ଘଟଣା: ଧରିତ୍ରୀ ଖବରକୁ ନେଇ ଏନ୍ଏଚ୍ଆର୍ସିରେ ଅଭିଯୋଗ ଦାୟର, ମୃତକଙ୍କ ପରିବାରଙ୍କୁ କ୍ଷତିପୂରଣ ଦାବି
ହାଟଡ଼ିହୀ,୧୯।୫(ଡି.ଏନ୍.ଏ.): ଗତ ୧୭ରେ କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ନୂଆରୁଗୁଡ଼ି ଗ୍ରାମର ଜଗନ୍ନାଥ ମଲ୍ଲିକ(୫୩) ଏବଂ ୧୮ରେ ମଇଚାଇପଦା ଗ୍ରାମର ସଞ୍ଜୁଲତା ରାଉତ(୫୨)ଙ୍କର ହାତୀ ଆକ୍ରମଣରେ...

ପଞ୍ଚାୟତ ନିର୍ବାଚନ ପୂର୍ବରୁ ଆଦିବାସୀ ମାନ୍ୟତା
ପଟ୍ଟାଙ୍ଗୀ,୨୦।୧(ଡି.ଏନ୍.ଏ.) ପଞ୍ଚାୟତ ନିର୍ବାଚନ ପୂର୍ବରୁ ବୁଧବାର ଆଦିବାସୀ ମାନ୍ୟତା ଦାବି ଉଠାଇଛି ଦୋରା ମହାସଂଘ। ମହାସଂଘ ଜିଲା ସଭାପତି ବୈଦ୍ୟନାଥ ଗେମେଲ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ...

ବିଦ୍ୟୁତ ଆଘାତରେ ଇଟାଭାଟି ମାଲିକଙ୍କ ସମେତ ୨ ଜଣଙ୍କ ଜୀବନ ଗଲା
ତାଳଚେର,୧୭ା୬(ନି.ପ୍ର.) : ଅନୁଗୋଳ କଣିହାଁ ବ୍ଲକ ହଳଦିଆ କଟା ଥିବା ପାଉଁଶ ଇଟା ଫ୍ୟାକ୍ଟ୍ରିରେ ବିଦ୍ୟୁତ ଆଘାତରେ ମାଲିକଙ୍କ ସମେତ ୨ ଜଣଙ୍କର ଜୀବନ ଯାଇଛି।...

କଳାହାଣ୍ଡିରେ ପ୍ରଥମେ ବ୍ୟବହୃତ ହେଲା ଟଙ୍କା ବିଶୋଧନ ଯନ୍ତ୍ର
ଜୁନାଗଡ,୨୪।୪(ଡି.ଏନ୍.ଏ.)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ବଳଦିଆମାଲସ୍ଥିତ ସିଦ୍ଧାନ୍ତ ଫୁଏଲ ପେଟ୍ରୋଲ ପମ୍ପରେ ଶୁକ୍ରବାର ପ୍ରଥମ କରି ଟଙ୍କା ବିଶୋଧନ ଯନ୍ତ୍ର ବ୍ୟବହାର କରାଯାଇଛି। ଏହି ଯନ୍ତ୍ରକୁ...