କୋଭିଡ୍‌ ସାମଗ୍ରୀ କ୍ରୟ ପ୍ରସଙ୍ଗ: ହାଇକୋର୍ଟରେ ମାମଲା

କଟକ ଅଫିସ,୮।୬: କୋଭିଡ-୧୯ ମୁକାବିଲା ପାଇଁ କିଣାଯାଇଥିବା ସାମଗ୍ରୀ ଯଥା ବ୍ୟକ୍ତିଗତ ସୁରକ୍ଷା ସରଞ୍ଜାମ(ପିପିଇ) ଏବଂ ମାସ୍କ କିଣିବାରେ ଦୁର୍ନୀତି ହୋଇଥିବା ନେଇ ସରକାରଙ୍କୁ ଘେରୁଛନ୍ତି ବିରୋଧୀ। ଏହାକୁ ନେଇ ରାଜ୍ୟ ସରକାର ଅଡ଼ୁଆରେ ପଡ଼ିଛନ୍ତି। ଅନ୍ୟପଟେ ଏ ନେଇ ସୋମବାର ହାଇକୋର୍ଟରେ ଏକ ଜନ ସ୍ବାର୍ଥ ମାମଲା ଦାୟର କରାଯାଇଛି। ନେସ୍‌ନାଲିଷ୍ଟ ଲୟର୍ସ ଫୋରମ ପକ୍ଷରୁ ଏହି ମାମଲା ରୁଜୁ କରାଯାଇଛି। ମାମଲାରେ ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କ ସହ ସିବିଆଇକୁ ପକ୍ଷଭୁକ୍ତ କରାଯାଇଛି। ଏହି ମାମଲାର ସିବିଆଇ ତଦନ୍ତ ପାଇଁ ନିର୍ଦ୍ଦେଶ ଦେବାକୁ ଆବେଦନରେ ପ୍ରାର୍ଥନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୌଦ୍ଧ ମୁଖ୍ୟ ଚିକିତ୍ସାଳୟରେ ଅଲଟ୍ରାସାଉଣ୍ଡ ମେଶିନ ଉଦ୍‌ଘାଟିତ

ବୌଦ୍ଧ, ୨୯ା୪(ସ୍ବ.ପ୍ର.): ବୌଦ୍ଧ ମୁଖ୍ୟ ଚିକିତ୍ସାଳୟରେ ବୁଧବାର ନୂତନ ଅଲଟ୍ରାସାଉଣ୍ଡ ମେଶିନ ଉଦ୍‌ଘାଟନ କରାଯାଇଛି। ବିଧାୟକ ପ୍ରଦୀପ କୁମାର ଅମାତ ଏହି ମେଶିନର ଉଦ୍‌ଘାଟନ କରିଥିଲେ।...

ନବଙ୍କ ହତ୍ୟା ପରେ ସାମାଜିକ ଗଣମାଧ୍ୟମରେ ଭିନ୍ନ ଚର୍ଚ୍ଚା

ଭୁବନେଶ୍ୱର, ୬।୨(ବ୍ୟୁରୋ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ଘଟଣାକୁ ନେଇ ସାମାଜିକ ଗଣମାଧ୍ୟମରେ ହେଉଥିବା ଚର୍ଚ୍ଚା ଭିନ୍ନ ଖୋରାକ୍‌ ଯୋଗାଇଛି। ଜିଲା ଓ...

ଆଗାମୀ ମାସେ ଆମପାଇଁ ଚ୍ୟାଲେଞ୍ଜ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୬।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନ୍‌ଫରେନ୍ସିଂରେ ଜରିଆରେ କରୋନା ସ୍ଥିତି ସମୀକ୍ଷା କରିଛନ୍ତି। ଆମାଗୀ ୧୫ ଦିନରୁ ମାସେ ଆମ ପାଇଁ...

ଗାଁରେ ଆତଙ୍କ ଖେଳାଉଛନ୍ତି ହାତୀପଲ

ବାଲେଶ୍ୱର ଅଫିସ,୫ା୧୨: ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅଧିନସ୍ଥ ନଟାକଟା ପଞ୍ଚାୟତରେ ଶନିବାର ରାତିରେ ହାତୀ ଆତଙ୍କ ଦେଖିବାକୁ ମିଳିଛି। ମୟୂରଭଞ୍ଜ ଜିଲା ମୋରଡ଼ା ଅଞ୍ଚଳରୁ...

ନିଷିଦ୍ଧାଞ୍ଚଳରେ ପାରା ଉଡ଼ାଣ ପରୀକ୍ଷଣ

ବାହାନଗା,୧୨ା୧(ଡି.ଏନ.ଏ.)- ବାଲେଶ୍ୱର ଜିଲା ଚାନ୍ଦିପୁର ସ୍ଥିତ ଡିଆର୍‌ଡିଓ ତଥ୍ୟ ଲିକ୍‌ ଘଟଣାର ତଦନ୍ତ ସରି ନ ଥିବା ବେଳେ ସମୁଦ୍ର ଉପକୂଳ ନିଷିଦ୍ଧାଞ୍ଚଳରେ ଅନ୍ୟ ରାଜ୍ୟର...

ଆର୍‌ପିଏଫ୍‌ର ‘ସକ୍ଷମ’ ଟ୍ରେନିଂ: ଯାତ୍ରୀଙ୍କୁ କରିବ ମାର୍ଜିତ ବ୍ୟବହାର

ଭୁବନେଶ୍ୱର, ୨୯।୮ (ବ୍ୟୁରୋ): ରେଳ ସୁରକ୍ଷା ବଳ(ଆରପିଏଫ୍‌) ପକ୍ଷରୁ ସୋମବାରଠାରୁ ୫ଦିନିଆ ‘ସକ୍ଷମ’ ତାଲିମ୍‌ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଆରପିଏଫ୍‌ ଯାତ୍ରୀଙ୍କ ସହ ଉତ୍ତମ ବ୍ୟବହାର...

ଝୁଲେନବର ପ୍ରାଥମିକ ବିଦ୍ୟାଳୟ ସ୍କୁଲକୁ ନିୟମିତ ଆସୁନାହାନ୍ତି ଶିକ୍ଷକ; ମଧ୍ୟାହ୍ନ ଭୋଜନ ପରେ ସ୍କୁଲ ଛୁଟି

କୋକସରା,୨୨।୮(ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ ଶିକ୍ଷା ବିଭାଗ ଅଧୀନ ଆମପାଣି କ୍ଳଷ୍ଟରର ବଣପାହାଡ଼ ଘେରା ଦୁର୍ଗମ ବରାଡ଼ଙ୍ଗା ପଞ୍ଚାୟତ ଝୁଲେନବର ପ୍ରାଥମିକ ବିଦ୍ୟାଳୟ। ଆଦିବାସୀ...

୫ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୬।୯(ବ୍ୟୁରୋ): ଓଡିଶା ଉପକୂଳରେ ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ଦୁଇଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପାଣିପାଗ ବିଭାଗରୁ...

Advertisement
Archives

Model This Week