Posted inଖେଳ

କୋଭିଡ୍‌-୧୯: ଟିଟିଏଫ୍‌ଆଇ ଦେଲା ୫ ଲକ୍ଷ ଟଙ୍କା

ନୂଆଦିଲ୍ଲୀ,୩୧।୩(ପି.ଟି.)-କୋଭିଡ୍‌-୧୯ ମୁକାବିଲା ପାଇଁ ଟେବୁଲ ଟେନିସ ଫେଡେରେଶନ ଅଫ୍‌ ଇଣ୍ଡିଆ (ଟିଟିଏଫ୍‌ଆଇ) ୫ଲକ୍ଷ ଟଙ୍କା ଦାନ କରିଛି। ପ୍ରଧାନମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ଟିଟିଏଫ୍‌ଆଇ ଏହି ଅର୍ଥ ପ୍ରଦାନ କରିଛି। ନିଜ ସାମାଜିକ ଦାୟିତ୍ୱବୋଧତାକୁ ହୃଦୟଙ୍ଗ କରି ଆମେ ଏହି ଅର୍ଥ କରୋନା ଭାଇରସ୍‌ ବିରୋଧରେ ଲଢେଇ ପାଇଁ ପ୍ରଦାନ କରିଛୁ ବୋଲି ଟିଟିଏଫ୍‌ଆଇ କହିଛି। ୫ ଲକ୍ଷ ଟଙ୍କାର ଚେକ୍‌ ଭାରତୀୟ ଅଲିମ୍ପିକ୍‌ ଆସୋସିଏଶନ (ଆଇଓଏ) ନିକଟକୁ ପଠାଇ ଦିଆଯାଇଛି। ଆଇଓଏ ମଧ୍ୟ ସବୁ ଜାତୀୟ ସ୍ପୋଟର୍‌ସ ଫେଡେରେଶନ(ଏନ୍‌ଏସ୍‌ଏଫ୍‌)ଗୁଡିକୁ ଅର୍ଥ ଦାନ କରିବାକୁ ଅନୁରୋଧ କରିଛି। ଏହି ଅର୍ଥ ଖୁବ ଶୀଘ୍ର ପ୍ରଧାନମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ପଠାଯିବ ବୋଲି ଟିଟିଏଫ୍‌ଆଇ ଅଧ୍ୟକ୍ଷ ତଥା ହରିୟାଣା ଉପ-ମୁଖ୍ୟମନ୍ତ୍ରୀ ଦୁଷ୍ମନ୍ତ ଚୌତାଲା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ

ଦିଗପହଣ୍ଡି, ୧୨।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ-୨୦୨୬’ ଅନୁଷ୍ଠିତ ହୋଇଯାଇଛି।…

BRICS: ୭ ବର୍ଷ ପରେ ଭାରତ ଆସିଛନ୍ତି ସି ଜିନପିଙ୍ଗ, ଜାଣନ୍ତୁ କେବେ ଭେଟିବେ ପ୍ରଧାନମନ୍ତ୍ରୀ ମୋଦଙ୍କୁ

ନୂଆଦିଲ୍ଲୀ,୧୨।୯: ଭାରତ ଆଜି (ଶନିବାର) ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ଆୟୋଜନ କରିବା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ପାଇଁ ବିଭିନ୍ନ…

ବ୍ରିକ୍ସ (BRICS) ସମ୍ମିଳନୀରେ ଆମେରିକା ଉପରେ ବର୍ଷିଲେ ରୁଷିଆ-ଇରାନ; ଆୟୋଜକ ଭାରତ ସମ୍ମୁଖରେ କ’ଣ ରହିଛି ଆହ୍ବାନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରୁଷିଆ ଏବଂ ଇରାନ ଶୁକ୍ରବାର, ଆମେରିକା ଓ ଅନ୍ୟାନ୍ୟ ପାଶ୍ଚାତ୍ୟ ଦେଶ ଦ୍ୱାରା ଲାଗୁ କରାଯାଇଥିବା କଟକଣା ଏବଂ ଆକ୍ରମଣାତ୍ମକ କାର୍ଯ୍ୟକଳାପର ସମାଲୋଚନା କରିଛନ୍ତି। ସେମାନେ…

Bank Strike Update: ୧୪ ଯାଏ ବ୍ୟାଙ୍କ ବନ୍ଦ! ଜରୁରୀ କାମ ଥିଲେ କଣ କରିବେ?

ନୂଆଦିଲ୍ଲୀ,୧୨।୯: ଯଦି ଆପଣଙ୍କ ବ୍ୟାଙ୍କରେ ଚେକ୍ କ୍ଲିୟରାନ୍ସ, କ୍ୟାସ, ଜମା କିମ୍ୱା ଉଠାଣ, ପାସବୁକ୍ ଅପଡେଟ୍ ଭଳି କୌଣସି ଜରୁରୀ କାମ ବାକି ଅଛି, ତେବେ ଆପଣଙ୍କୁ…

ରିସର୍ଟରେ ଲାଗିଲା ନିଆଁ: ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବାରୁ ପର୍ଯ୍ୟଟକ ଛାନିଆ

ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…

ଆଜି ୫ ରାଶିଙ୍କୁ କ୍ୟାରିୟର-ବ୍ୟବସାୟରୁ ପ୍ରଚୁର ଧନଲାଭ; ପ୍ରବଳ ଇନକମ୍‌କୁ ଚାକିରିରେ ବଡ଼ ପଦବୀର ଅଫର୍‌

୧୨ ସେପ୍ଟେମ୍ୱର, ୨୦୨୬ରେ ଭାଦ୍ରବ ମାସ ଶୁକ୍ଳ ପକ୍ଷ ପ୍ରତିପଦା ତିଥି ଏବଂ ଶନିବାର ଦିନ ପଡୁଛି। ପଞ୍ଚାଙ୍ଗ ଅନୁଯାୟୀ, ଏହି ତିଥିରେ ତ୍ରିପୁଷ୍କର ଯୋଗର ଶୁଭ…

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?