କୋଭିଡ୍‌-୧୯ ନିୟମ ଉଲ୍ଲଂଘନ ଅଭିଯୋଗ: ୨୪ ଘଣ୍ଟାରେ ୨୧୩ ମାମଲା ରୁଜୁ

ଭୁବନେଶ୍ୱର,୧୦।୪(ବ୍ୟୁରୋ): ରାଜ୍ୟରେ କୋଭିଡ-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ ଅଭିଯୋଗରେ ଏପ୍ରିଲ ୯ରୁ ଏପ୍ରିଲ ୧୦ ସକାଳ ପର୍ଯ୍ୟନ୍ତ ୨୪ ଘଣ୍ଟା ମଧ୍ୟରେ ୨୧୩ଟି ମାମଲା ରୁଜୁ ହୋଇଛି। ସେଥିରୁ ୨୦୫ ମାମଲା ଲକ୍‌ଡାଉନ୍‌ ସମ୍ପର୍କିତ ହୋଇଥିବା ବେଳେ ୩ଟି ଗୁଜବ ସୃଷ୍ଟି ପାଇଁ ଏବଂ ୫ଟି କୋଭିଡ-୧୯ ସମ୍ପର୍କିତ ନିୟମ ଭଙ୍ଗ ପରିପ୍ରେକ୍ଷୀରେ ରହିଛି। ଗୁଜବ ପ୍ରଚାର ଅଭିଯୋଗରେ ପୋଲିସ ୬୩ଜଣଙ୍କୁ ଗିରଫ କରିଛି ବୋଲି ଶୁକ୍ରବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ କରୋନା ମୁକାବିଲା କମିଟି ମୁଖ୍ୟ ମୁଖପାତ୍ର ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାରେ ଭାସିଗଲା ବାଉଁଶ ପୋଲ: ୨ ବ୍ଲକକୁ ଯୋଗାଯାଗ ବିଚ୍ଛିନ୍ନ

ରାଉରକେଲା ଅଫିସ,୧୮ା୬-ସୁନ୍ଦରଗଡ଼ ଜିଲା କୁଅଁାରମୁଣ୍ଡା ଓ ନୂଆଗଁା ବ୍ଲକ ସହ ରାଉରକେଲା ସହରକୁ ଯୋଡୁଥିବା ଅନ୍ୟତମ ଯୋଗାଯୋଗ ମାଧ୍ୟମ ବାଉଁଶ ପୋଲ ଉପରମୁଣ୍ଡରେ ପ୍ରବଳ ବର୍ଷା...

ବାରବାଟୀରେ ହେବାକୁ ଥିବା ମ୍ୟାଚ ପାଇଁ ପ୍ରଥମ ଟିକେଟ କିଣିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬।୬(ବ୍ୟୁରୋ): ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ୧୨ ତାରିଖରେ ବାରବାଟୀରେ ଖେଳାଯିବାକୁ ଥିବା ଟି- ଟ୍ବେଣ୍ଟି ଆନ୍ତର୍ଜାତିକ ମ୍ୟାଚ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ବଦଳିଗଲା ସ୍ମାର୍ଟସିଟିର ଚିତ୍ର

ଭୁବନେଶ୍ୱର, ୭।୮(ବ୍ୟୁରୋ): ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବାରୁ ରାଜ୍ୟରେ ପୁଣି ବର୍ଷା ଆରମ୍ଭ ହୋଇଛି। ଫଳରେ ଖୋର୍ଦ୍ଧା, ପୁରୀ, କଟକ ଆଦି...

ଇଣ୍ଡିଆ ଇଣ୍ଟରନ୍ୟାଶନାଲ୍‌ ଡ୍ୟାନ୍ସ ଫେଷ୍ଟିଭାଲ ଉଦ୍‌ଯାପିତ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଭଞ୍ଜକଳା ମଣ୍ଡପରେ ଅନୁଷ୍ଠିତ ହେଉଥିବା ଇଣ୍ଡିଆ ଇଣ୍ଟରନ୍ୟାଶନାଲ୍‌ ଡ୍ୟାନ୍ସ ଫେଷ୍ଟିଭାଲ୍‌-୨୦୧୯ (ଆଇଆଇଡିଏଫ୍‌) ସୋମବାର ଉଦ୍‌ଯାପିତ ହୋଇଯାଇଛି। ତିନିଦିନ ଧରି ଚାଲିଥିବା ଏହାର ଉଦ୍‌ଯାପନୀ ଦିବସର...

‘ରାଜ୍ୟରେ ପଞ୍ଚାୟତିରାଜ ବ୍ୟବସ୍ଥା ଗୌଣ କରିବା କ୍ଷୋଭର ବିଷୟ’

ଭୁବନେଶ୍ୱର,୭।୧(ବ୍ୟୁରୋ):ପଞ୍ଚାୟତ ବ୍ୟବସ୍ଥା ହେଉଛି ଦେଶର ବିକାଶ ପ୍ରକ୍ରିୟାର କେନ୍ଦ୍ରବିନ୍ଦୁ। ପଞ୍ଚାୟତ ବ୍ୟବସ୍ଥା ସୁଦୃଢ଼ ନ ହେଲେ କ୍ଷମତାର ବିକେନ୍ଦ୍ରୀକରଣ ସମ୍ଭବନୁହେଁ। କ୍ଷମତା ବିକେନ୍ଦ୍ରିତ ନ ହେଲେ...

ଚିଲିକା ପାଇଁ ସ୍ବତନ୍ତ୍ର ନୀତି ହେଉ: ବିରୋଧୀ

ଭୁବନେଶ୍ୱର,୨୩ା୭(ବ୍ୟୁରୋ): ରାଜ୍ୟ ସରକାର ଉଭୟ ଚିଲିକାର ଗୁଣବତ୍ତା ଓ ମତ୍ସ୍ୟଜୀବୀମାନଙ୍କର ଜୀବିକାକୁ ସାମଗ୍ରିକ ଓ ସାମୂହିକ ଭାବେ ଉନ୍ନତି କରିବା ପାଇଁ ପ୍ରତିଶ୍ରୁତି ବଦ୍ଧ। ଶୁକ୍ରବାର...

ଇନ୍‌ସ୍ୟୁରାନ୍ସ, ଫାଇନାନ୍ସ କିସ୍ତି ଫାଙ୍କିବାକୁ ଚଞ୍ଚକତା : ଦୁଇ ବୋଲେରୋ, ଗୋଟିଏ ନମ୍ବର

ଭୁବନେଶ୍ୱର,୩୦ା୯(ବ୍ୟୁରୋ) : ଦୁଇଟି ବୋଲେରୋ, ହେଲେ ଲାଗିଥିଲା ଗୋଟିଏ ନମ୍ବର (ଓଡ଼ି୩୪ଇ୫୫୭୮)। ଗାଡ଼ିର ରଙ୍ଗ ଓ ସମ୍ମୁଖ ଭାଗରେ ସମାନ ଭାବେ ‘ସୁବର୍ଣ୍ଣମୁଖୀ’ ଲେଖାଥିଲା। କେହି...

ଜୀବିକା ଦେଇଛି ଜୈବଖତ

ଭୁବନ, ୬।୮(ଡି.ଏନ୍‌.ଏ.) ଗଳିକନ୍ଦିରେ ଠୁଳ ହୋଇ ରହୁଥିଲା ଆବର୍ଜନା। ବିଗାଡୁଥିଲା ସହର ସୌନ୍ଦର୍ଯ୍ୟ। ସୃଷ୍ଟି ହେଉଥିଲା ପୁତ୍ତିଗନ୍ଧମୟ ପରିବେଶ। ବଢୁଥିବା ମଶାବଂଶ ସାଜୁଥିଲା ସଂକ୍ରାମକ ରୋଗର...

Advertisement
Archives

Model This Week