କୋଭିଡ୍‌-୧୯ ନୋଡାଲ ଅଫିସରଙ୍କ ଟିଏମ୍‌ସି ପରିଦର୍ଶନ

ଚୌଦ୍ୱାର,୪।୬(ଡି.ଏନ୍‌.ଏ): କଟକ ଜିଲା ଟାଙ୍ଗି-ଚୌଦ୍ୱାର ବ୍ଲକରେ ଥିବା ବିଭିନ୍ନ ଅସ୍ଥାୟୀ ମେଡିକାଲ ସେଣ୍ଟର(ଟିଏମ୍‌ସି)କୁ ଗୁରୁବାର ବୁଲି ଦେଖିଛନ୍ତି କଟକ ଜିଲା କୋଭିଡ୍‌-୧୯ ପାଇଁ ନିଯୁକ୍ତ ନୋଡାଲ ଅଫିସର ସୌରଭ୍‌ ଗର୍ଗ। ସେ ବାଣିପଦା, କୟଳପଡ଼ା ସମେତ ଅନେକ ମେଡିକାଲ କେନ୍ଦ୍ର ବୁଲି ଦେଖିବା ସହ ପଞ୍ଚାୟତ ଗୁଡିକରେ ହୋଇଥିବା ସଙ୍ଗରୋଧ କେନ୍ଦ୍ରଗୁଡିକୁ ମଧ୍ୟ ବୁଲି ଦେଖିଛନ୍ତି। ସଙ୍ଗରୋଧ କେନ୍ଦ୍ରଗୁଡିକର ପରିବେଶ ଓ ସ୍ବଚ୍ଛତା ଉପରେ ଅଧିକ ଦୃଷ୍ଟି ଦେବାପାଇଁ ସରପଞ୍ଚମାନଙ୍କୁ ପରାମର୍ଶ ଦେଇଥିଲେ। ଏଥିସହିତ ବାଣିପଦା ପଞ୍ଚାୟତରେ ହୋମ କ୍ୱାରାଣ୍ଟାଇନରେ ରହୁଥିବା କିଛି ଘରକୁ ମଧ୍ୟ ଯାଇ ଆଲୋଚନା କରିଥିଲେ। କଟକ ଜିଲାପାଳ ଭବାନୀ ଶଙ୍କର ଚଇନୀ, ଉପ ଜିଲାପାଳ ଶୁଭ୍ରାଂଶୁ ଶେଖର ମିଶ୍ର, ପ୍ରକଳ୍ପ ନିର୍ଦ୍ଦେଶକ ଅବ୍‌ଦୁଲ ଅଖ୍‌ତର, ଜିଲା ମୁଖ୍ୟ ଚିକିତ୍ସାଧିକାରୀ, ବିଡିଓ ବିନୋଦ ସେନାପତିଙ୍କ ସମେତ ଅନେକ ଅଧିକାରୀ ସାମିଲ ହୋଇଥିଲେ। ବାଣିପଦା ସରପଞ୍ଚ ଜୋତ୍ସ୍ନାରାଣୀ ସୁବୁଦ୍ଧିରାୟ, ତୀର୍ଥାନନ୍ଦ ସୁବୁଦ୍ଧିରାୟ, ଲକ୍ଷ୍ମଣ ରାଉତ ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ଉପଦ୍ରବରୁ ବଢୁଛି କ୍ଷୟକ୍ଷତି

ଚମ୍ପୁଆ,୨୩ା୧(ଡି.ଏନ.ଏ)- ଚମ୍ପୁଆ ରେଞ୍ଜ ଅଧୀନରେ ରହିଥିବା ବାଲିବନ୍ଧ, ବାମେବାରି, ଚମ୍ପୁଆ, ଉଖୁଣ୍ଡା ଓ ଯୋଡା ଅଞ୍ଚଳରେ ବର୍ଷ ସାରା ହାତୀ ଉପଦ୍ରବ ଲାଗି ରହିଥିବା ବେଳେ...

ଗାଁର ନାମ ପିଟାପିଟି

କେନ୍ଦୁଝର, ୧୫ା୭(ସ୍ବ.ପ୍ର.)-(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝରରୁ ନରଣପୁର-ବ୍ରାହ୍ମଣୀପାଳ ରାସ୍ତାରେ ଗଲେ ହରିଚନ୍ଦନପୁର ପହଞ୍ଚିବା ପୂର୍ବରୁ ଏକ ଗ୍ରାମ ପଡେ, ଯାହାର ନାମ ପିଟାପିଟି। ରାସ୍ତାରେ ଯାତାୟାତ...

କରାଟରେ ସୋମନାଥଙ୍କୁ ସ୍ବର୍ଣ୍ଣ

ଭଞ୍ଜନଗର,୧୯।୯(ଡି.ଏନ.ଏ.)- କଟକ ଜବହାରଲାଲ ନେହେରୁ ଇନ୍‌ଡ଼ୋର ଷ୍ଟାଡ଼ିୟମରେ ଗତ ୧୪ ଓ ୧୫ ତାରିଖ ୨ଦିନ ଧରି ୭ମ ସର୍ବଭାରତୀୟ (ଟିଏସ୍‌କେଏଫ୍‌ଆଇ) କରାଟେ ପ୍ରତିଯୋଗୀତା ଅନୁଷ୍ଠିତ...

ଛାତ୍ରୀଙ୍କୁ ଅଶ୍ଳୀଳ ଫଟୋ ପଠାଇ ଶିକ୍ଷକ ଗିରଫ

ବ୍ରହ୍ମପୁର ଅଫିସ,୨୬ା୯-ଛାତ୍ରୀଙ୍କୁ ଅଶ୍ଳୀଳ ଫଟୋ ପଠାଇ ଜଣେ ଶିକ୍ଷକ ଗିରଫ ହୋଇଛନ୍ତି। ସେ ହେଲେ ପ୍ରିୟ ରଞ୍ଜନ ପାଣିଗ୍ରାହୀ ଓ ତାଙ୍କ ଘର ଗୋଷାଣୀନୂଆଗଁା ବୋଲି...

ଏସ୍‌ସିଏସ୍‌ରେ ମାତିଛନ୍ତି ନକଲି ପ୍ରମାଣପତ୍ର ଦଲାଲ

ପୁରୀ ଅଫିସ,୧୪।୭: ସାମନ୍ତ ଚନ୍ଦ୍ରଶେଖର (ଏସ୍‌ସିଏସ୍‌) ମହାବିଦ୍ୟାଳୟରେ ଜାଲ୍‌ ପ୍ରମାଣପତ୍ର ସହାୟତାରେ ଆଡମିଶନ୍‌ କରାଯାଉଥିବା ଘଟଣା ସାମ୍ନାକୁ ଆସିଛି। ଏ ନେଇ ଉଚ୍ଚଶିକ୍ଷା ବିଭାଗର ଡେପୁଟି...

ଏସ୍‌ସିବିକୁ ଗୌରବାନ୍ବିତ କରିଛନ୍ତି ପୁରାତନ ଛାତ୍ର

ଭୁବନେଶ୍ୱର,(ବ୍ୟୁରୋ)/କଟକ ଅଫିସ, ୬ା୧୨: ରାଜ୍ୟର ସର୍ବ ପୁରାତନ ଚିକିତ୍ସା ପ୍ରତିଷ୍ଠାନ ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜର ବିଶ୍ୱସ୍ତରୀୟ ଓ୍ବେବ୍‌ସାଇଟ, ପୁରାତନ ଛାତ୍ରସଂଘ ଏବଂ ଏହାର ଓ୍ବେବ୍‌ସାଇଟକୁ...

CORONAVIRUS UPDATE: ପୁଣି ୧,୨୧୫ ନୂଆ କରୋନା ପଜିଟିଭ୍‌ ଚିହ୍ନଟ,୪୬୨ ସ୍ଥାନୀୟ ଅଞ୍ଚଳର

ଭୁବନେଶ୍ୱର,୨୮।୭(ବ୍ୟୁରୋ): ରାଜ୍ୟରେ ପୁଣି ୧,୨୧୫ ନୂଆ କରୋନା ପଜିଟିଭ୍‌ ମଙ୍ଗଳବାର ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୮,୧୦୭କୁ ବୃଦ୍ଧି ପାଇଥିବା...

ଜିଲା କଂଗ୍ରେସ ପକ୍ଷରୁ ଅଗଷ୍ଟ କ୍ରାନ୍ତି ଦିବସ

କେନ୍ଦୁଝର,୯ା୮(ସ୍ବ.ପ୍ର.): ଦେଶର ମହାପୁରୁଷଙ୍କ ତ୍ୟାଗ ଓ ବଳିଦାନ ପାଇଁ ରବିବାର ସ୍ଥାନୀୟ କଂଗ୍ରେସ ଭବନଠାରେ ଜିଲା କଂଗ୍ରେସ କମିଟି ପକ୍ଷରୁ ‘ଅଗଷ୍ଟ କ୍ରାନ୍ତି ଦିବସ’ ପାଳିତ...

Advertisement
Archives

Model This Week