କୋଭିଡ୍‌-୧୯ ନୋଡାଲ ଅଫିସରଙ୍କ ଟିଏମ୍‌ସି ପରିଦର୍ଶନ

ଚୌଦ୍ୱାର,୪।୬(ଡି.ଏନ୍‌.ଏ): କଟକ ଜିଲା ଟାଙ୍ଗି-ଚୌଦ୍ୱାର ବ୍ଲକରେ ଥିବା ବିଭିନ୍ନ ଅସ୍ଥାୟୀ ମେଡିକାଲ ସେଣ୍ଟର(ଟିଏମ୍‌ସି)କୁ ଗୁରୁବାର ବୁଲି ଦେଖିଛନ୍ତି କଟକ ଜିଲା କୋଭିଡ୍‌-୧୯ ପାଇଁ ନିଯୁକ୍ତ ନୋଡାଲ ଅଫିସର ସୌରଭ୍‌ ଗର୍ଗ। ସେ ବାଣିପଦା, କୟଳପଡ଼ା ସମେତ ଅନେକ ମେଡିକାଲ କେନ୍ଦ୍ର ବୁଲି ଦେଖିବା ସହ ପଞ୍ଚାୟତ ଗୁଡିକରେ ହୋଇଥିବା ସଙ୍ଗରୋଧ କେନ୍ଦ୍ରଗୁଡିକୁ ମଧ୍ୟ ବୁଲି ଦେଖିଛନ୍ତି। ସଙ୍ଗରୋଧ କେନ୍ଦ୍ରଗୁଡିକର ପରିବେଶ ଓ ସ୍ବଚ୍ଛତା ଉପରେ ଅଧିକ ଦୃଷ୍ଟି ଦେବାପାଇଁ ସରପଞ୍ଚମାନଙ୍କୁ ପରାମର୍ଶ ଦେଇଥିଲେ। ଏଥିସହିତ ବାଣିପଦା ପଞ୍ଚାୟତରେ ହୋମ କ୍ୱାରାଣ୍ଟାଇନରେ ରହୁଥିବା କିଛି ଘରକୁ ମଧ୍ୟ ଯାଇ ଆଲୋଚନା କରିଥିଲେ। କଟକ ଜିଲାପାଳ ଭବାନୀ ଶଙ୍କର ଚଇନୀ, ଉପ ଜିଲାପାଳ ଶୁଭ୍ରାଂଶୁ ଶେଖର ମିଶ୍ର, ପ୍ରକଳ୍ପ ନିର୍ଦ୍ଦେଶକ ଅବ୍‌ଦୁଲ ଅଖ୍‌ତର, ଜିଲା ମୁଖ୍ୟ ଚିକିତ୍ସାଧିକାରୀ, ବିଡିଓ ବିନୋଦ ସେନାପତିଙ୍କ ସମେତ ଅନେକ ଅଧିକାରୀ ସାମିଲ ହୋଇଥିଲେ। ବାଣିପଦା ସରପଞ୍ଚ ଜୋତ୍ସ୍ନାରାଣୀ ସୁବୁଦ୍ଧିରାୟ, ତୀର୍ଥାନନ୍ଦ ସୁବୁଦ୍ଧିରାୟ, ଲକ୍ଷ୍ମଣ ରାଉତ ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ବୁଢ଼ୀ ଠାକୁରାଣୀଙ୍କ ଦର୍ଶନ କଲେ ଆନ୍ଧ୍ରପ୍ରଦେଶ ବାଚସ୍ପତି: ବ୍ରହ୍ମପୁର ସହରର ଉନ୍ନତି ନେଇ ରାଜ୍ୟ ସରକାରଙ୍କୁ ପ୍ରଶଂସା

ବ୍ରହ୍ମପୁର ଅଫିସ,୧୦।୯: ଆନ୍ଧ୍ରପ୍ରଦେଶ ବିଧାନସଭା ବାଚସ୍ପତି ଟି.ସୀତାରାମ ମଙ୍ଗଳବାର ସକାଳେ ଗଞ୍ଜାମ ଜିଲା ବ୍ରହ୍ମପୁର ମା’ ବୁଢ଼ୀ ଠାକୁରାଣୀଙ୍କ ଦର୍ଶନ କରିଛନ୍ତି। ସପରିବାର ମନ୍ଦିରରେ ପହଞ୍ଚି...

ପିତ୍ତଳ କ୍ୱାରାଣ୍ଟାଇନ୍‌ ସେଣ୍ଟର ପରିଦର୍ଶନ କଲେ ଗଞ୍ଜାମ ଜିଲାପାଳ

ଶେରଗଡ଼, ୨୩।୫(ଡି.ଏନ୍‌.ଏ.)- ଶେରଗଡ଼ ବ୍ଲକର ପିତ୍ତଳ ଓ ବ୍ରାହ୍ମଣଛାଇ କ୍ୱାରାଣ୍ଟଇନ କେନ୍ଦ୍ରକୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶନିବାର ପରିଦର୍ଶନ କରିଥିଲେ। ସେଠାରେ ସେ କ୍ୱାରାଣ୍ଟାଇନ...

କାନ୍ଥରେ ସଚେତନତା ବାର୍ତ୍ତା ଲେଖୁଛନ୍ତି ଚିତ୍ରଶିଳ୍ପୀ

କୋମନା,୨୦।୪(ଡି.ଏନ.ଏ.)-ମହାମାରୀ କରୋନାର ମୁକାବିଲା ପାଇଁ ସମସ୍ତେ ଗୋଟିଏ ଗୋଟିଏ ଯୋଦ୍ଧା ରୂପେ ଛିଡା ହୋଇଛନ୍ତି। କିଛି ଯୋଦ୍ଧା ଭୋକିଲାଙ୍କୁ ଖାଦ୍ୟ ଦେଉଛନ୍ତି ତ ଆଉ କିଛି...

ଧାନକିଣା ଅନିୟମିତତାର ତଦନ୍ତ ଦାବି

ଖୋର୍ଦ୍ଧା ଅଫିସ,୧୨।୨: ଚଳିତ ବର୍ଷ ଖୋର୍ଦ୍ଧା ଜିଲାରେ ଖରିଫ ଧାନ କିଣାରେ ବ୍ୟାପକ ଦୁର୍ନୀତି ହେଉଥିବା ଅଭିଯୋଗ ଉଠିଛି। ଦୁର୍ନୀତି ପଛରେ ପ୍ରାଥମିକ ସେବା ସମବାୟ...

୪୦ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିଲେ ଦେବଗଡ଼ କରୋନା ସଂକ୍ରମିତ

ଦେବଗଡ଼, ୧ା୫(ଡି.ଏନ.ଏ.)-ଦେବଗଡ଼ ଜିଲା ତିଲେଇବଣୀ ବ୍ଲକ କଲଣ୍ଡା ପଞ୍ଚାୟତ ଅନ୍ତର୍ଗତ ବାସୁଦେବପୁର ଗ୍ରାମରେ ବୁଧବାର ଜଣେ କରୋନା ରୋଗୀ ଚିହ୍ନଟ ହେବା ପରେ ତାଙ୍କୁ ସ୍ଥାନୀୟ...

ସରିଲା ଚୌଦ୍ୱାର ରୂପଯାତ୍ରା, ଭସାଣି

ଚୌଦ୍ୱାର,୧୭।୧୦(ଡି.ଏନ୍‌.ଏ.): ଚୌଦ୍ୱାର ରୂପଯାତ୍ରା ଓ ଭସାଣି ଉତ୍ସବ ବୁଧବାର ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ମେଲଣ ପଡ଼ିଆରେ ମଙ୍ଗଳବାର ରାତିରେ ମେଲଣ କରିଥିବା ୪୦ଟି ମେଢ଼...

ବଞ୍ଚିଥିବା ପର୍ଯ୍ୟନ୍ତ ଭଞ୍ଜ ମାଟିର ବିକାଶ କରିବି

ଭଞ୍ଜନଗର/ଜଗନ୍ନାଥପ୍ରସାଦ,୬।୬(ଡି.ଏନ.ଏ)- ନୂତନ ମନ୍ତ୍ରୀ ମଣ୍ଡଳରେ ସ୍ଥାନ ପାଇବା ପରେ ସ୍ଥାନୀୟ ବିଧାୟକ ତଥା ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ...

ବେଆଇନ କ୍ଲିନିକ ଉପରେ ଚଢ଼ାଉ

ଦିଗପହଣ୍ଡି,୨୦ା୧୨(ଡି.ଏନ.ଏ.)-ଦିଗପହଣ୍ଡି ସହର ସମେତ ଗ୍ରାମାଞ୍ଚଳ ମାନଙ୍କରେ ବେନିୟମ ଭାବେ ବହୁ ସଂଖ୍ୟାରେ ପାଥୋଲୋଜି କ୍ଲିନିକ ଖୋଲାଯାଇଛି। ଅଭିଯୋଗ ପାଇ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ନିର୍ଦ୍ଦେଶକ୍ରମେ...

Advertisement


Archives

Model This Week