କୋଭିଡ୍‌- ୧୯: ପୂର୍ବତନ ଫୁଟବଲ କ୍ଲବ ସଭାପତିଙ୍କ ମୃତ୍ୟୁ

ଡକାର (ସେନେଗାଲ),୧।୪ (ଏପି): କରୋନା ଭାଇରସ ସଂକ୍ରମଣରେ ଫ୍ରେଞ୍ଚ୍‌ ଫୁଟବଲ କ୍ଲବ ମାର୍ସେଲିର ସଭାପତି ପେପ୍‌ ଡିଓଫ୍‌ ମୃତ୍ୟୁବରଣ କରିଛନ୍ତି। ପେପ୍‌ ୬୮ ବର୍ଷ ବୟସରେ ପ୍ରାଣ ହରାଇଛନ୍ତି। ପଶ୍ଚିମ ଆଫ୍ରିକୀୟ ଦେଶଗୁଡିକରେ ଏହା ପ୍ରଥମ କରୋନା ଭାଇରସ ସମ୍ପର୍କିତ ମୃତ୍ୟୁ ସାବ୍ୟସ୍ତ ହୋଇଛି। ପେପ୍‌ ମଙ୍ଗଳବାର ମୃତ୍ୟୁ ବରଣ କରିଛନ୍ତି ବୋଲି ସେନେଗାଲ ସ୍ବାସ୍ଥ୍ୟ ଅଧିକାରୀ କହିଛନ୍ତି। ସ୍ଥାନୀୟ ଫାନ୍ନ ହସ୍ପିଟାଲରେ ଶନିବାରଠାରୁ ତାଙ୍କର ଚିକିତ୍ସା କରାଯାଉଥିଲା ବୋଲି ସେନେଗାଲ ସ୍ବାସ୍ଥ୍ୟ ମନ୍ତ୍ରୀ ଡିଓଫ୍‌ ସାର କହିଛନ୍ତି। କିଛଦିନ ତଳେ ସେ ଫ୍ରାନ୍ସ ସମେତ ଆଇଭରୀ କୋଷ୍ଟ ଓ ବିଭିନ୍ନ ଦେଶ ଭ୍ରମଣ କରିଥିଲେ ବୋଲି ତାଙ୍କ ପରିବାର ସୂତ୍ରରୁ ପ୍ରକାଶ। ସେନେଗାଲ ରାଷ୍ଟ୍ରପତି ମ୍ୟାକି ସାଲ ପେପ୍‌ଙ୍କ ଦେହାନ୍ତରେ ତାଙ୍କ ପରିବାର ସଦସ୍ୟଙ୍କୁ ଶୋକ ବାର୍ତ୍ତା ପଠାଇଛନ୍ତି ଓ ସେ ଟୁଇଟରରେ ଏ ନେଇ ଦୁଃଖ ପ୍ରକାଶ କରିବା ସହ ସମବେଦନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନାରୁ କେବେ ମିଳିବ ମୁକ୍ତି, ମୋଦିଙ୍କ ପରାମର୍ଶଦାତା ଦେଲେ ସୂଚନା…

ନୂଆଦିଲ୍ଲୀ,୨୧।୪: ଦେଶରେ କରୋନା ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ବେଲଗାମ୍‌ ହେବା ଯୋଗୁ ସଙ୍କଟ ବଢିଛାଲିଛି। ତେବେ କରୋନା ସଂକ୍ରମଣ ମେ’ ଦ୍ୱିତୀୟ...

ଚଳିତ ସୟଦ ମୁସ୍ତାକ ଅଲି ଟୁର୍ନାମେଣ୍ଟରେ ଫେରିପାରନ୍ତି ପୃଥ୍ବୀ

ଲଣ୍ଡନ,୮।୧୧- ଡୋପ ନିୟମ ଭଙ୍ଗ କରିବାରୁ ବାସନ୍ଦ ଥିବା ଓପନିଂ ବ୍ୟାଟ୍ସମ୍ୟାନ ପୃଥ୍ବୀ ଶ’ ସମ୍ଭବଃ ଚଳିତ ସୟଦ ମୁସ୍ତାକ ଅଲି ଟି୨୦ ଟୁର୍ନାମେଣ୍ଟରେ ପଡ଼ିଆକୁ...

ସ୍ତ୍ରୀଙ୍କ ସହ ଫଟୋ ଶେୟାର କରି ହୃଦୟ ଛୁଆଁ କଥା କହିଲେ କୋହଲି

ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ କ୍ରିକେଟର ବିରାଟ କୋହଲିଙ୍କୁ ପାଓ୍ବାରଫୁଲ୍‌ କପଲ୍‌ ଆଖ୍ୟା ଦିଆଯାଇଛି। ଉଭୟ ପ୍ରାୟତଃ ପରସ୍ପର ପ୍ରତି ଥିବା ପ୍ରେମକୁ ପ୍ରକାଶ...

ଶ୍ରୀମନ୍ଦିର ମାଙ୍କଡ଼ଙ୍କୁ ଦିଆଗଲା ଖାଦ୍ୟ

ପୁରୀ ଅଫିସ, ୧୪ା୪: ପବିତ୍ର ହନୁମାନ ଜୟନ୍ତୀରେ ଶ୍ରୀମନ୍ଦିରରେ ଏକ ନିଆରା ପ୍ରୟାସ ଦେଖିବାକୁ ମିଳିଛି। ବଡ଼ଦେଉଳରେ ରହୁଥିବା ମାଙ୍କଡ଼ଙ୍କୁ କଦଳୀ, ବୁଟ, ବିସ୍କୁଟ ଆଦି...

ସଂଗୀତ ମାଧ୍ୟମରେ କରୋନା ସଚେତନତା

ଗଞ୍ଜାମ, ୧୨।୫(ଡି.ଏନ୍‌.ଏ.): ରାଜ୍ୟରେ ଦିନକୁ ଦିନ ଦ୍ରୁତ ଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏଥିପାଇଁ ସରକାର ଲକ୍‌ଡାଉନ ଅବଧି ମଧ୍ୟ ବଢ଼ାଇ...

ମହିଳା ପୋଲିସ ଅଧିକାରୀଙ୍କ କରୋନା ଗୀତ ଭାଇରାଲ

ଖୋର୍ଦ୍ଧା ଅଫିସ,୨୭ା୪ : ସାରା ବିଶ୍ୱ ଆଜି କରୋନା ଯୋଗୁ ଆତଙ୍କିତ ଅବସ୍ଥାରେ ରହିଛି। କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ଲାଗି ଦେଶରେ ଲକ୍‌ଡାଉନ ଜାରି...

ଏନ୍‌ସିଏ ଦାୟିତ୍ୱ ନେଇ ନାହାନ୍ତି ଡ୍ରାଭିଡ

ନୂଆଦିଲ୍ଲୀ, ୨ା୭ (ଏଏଫ୍‌ପି)-ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ଜନିତ ସମସ୍ୟା ଯୋଗୁ ରାହୁଲ ଡ୍ରାଭିଡ ନ୍ୟାଶନାଲ କ୍ରିକେଟ ଏକାଡେମୀ (ଏନ୍‌ସିଏ)ର କ୍ରିକେଟମୁଖ୍ୟ ଭାବେ ଦାୟିତ୍ୱ ଗ୍ରହଣ କରିପାରୁ...

ମୌଲାନା ସାଦ୍‌ଙ୍କ ବିରୋଧରେ ମାମଲା ରୁଜୁ

ନୂଆଦିଲ୍ଲୀ ,୧।୪: ନିଜାମୁଦ୍ଦିନ୍‌ରେ ହୋଇଥିବା ତବଲିଗ୍‌ ଜମାତ୍‌ ଘଟଣାରେ ମୌଲାନା ମହମ୍ମଦ୍‌ ସାଦ୍‌ଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି। ଦେଶରେ କରୋନା ସଂକ୍ରମଣକୁ ରୋକିବା ଲାଗି...

Advertisement
Archives

Model This Week