କୋଭିଡ ଦାୟିତ୍ୱରେ ଥିବା ପୋଲିସକୁ ଆକ୍ରମଣ: ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ହାଟଡିହୀ, ୨୭।୪(ଡି.ଏନ୍‌.ଏ.): କରୋନା ମୁକାବିଲା ନେଇ ସରକାରୀ ଅଧିକାରୀମାନେ ଦିନ ରାତି ଏକ କରିଦେଇଛନ୍ତି। କିନ୍ତୁ କେତେକ ଅମାନିଆଙ୍କ ପାଇଁ ପରିସ୍ଥିତି ଜଟିଳ ହେଉଛ। ଏମିତି କିଛି ଦେଖିବାକୁ ମିଳିଛି କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଆଇତିପୁର ପଞ୍ଚାୟତ ରତକଣା ଗ୍ରାମରେ। ସୋମବାର ଗ୍ରାମର ଏକ ସ୍ଥାନରେ କେତେଜଣ ଲୋକ ଏକତ୍ର ହୋଇ ଲୁଡ଼ୁ ଖେଳୁଥିଲେ। ପୋଲିସ କର୍ମଚାରୀ ଏହାକୁ ବାରଣ କରିଥିଲେ। ଫଳରେ ପୋଲିସ ସହ ସେମାନଙ୍କର ଯୁକ୍ତିତର୍କ ହୋଇଥିଲା। ପରେ ଉତ୍ତ୍ୟକ୍ତ ଲୋକେ ପୋଲିସକୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏହି ପଞ୍ଚାୟତ ଯାଜପୁର ଓ ଭଦ୍ରକ ସୀମାକୁ ଲାଗିଥିବା ଜଣାପଡ଼ିଛି। ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ ପଦକ୍ଷେପ ନେବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉଦ୍ଧାର ବନ୍ୟଜନ୍ତୁଙ୍କ ଲାଗି ସାମୟିକ ରହଣିସ୍ଥଳ

ଢେଙ୍କାନାଳ ଅଫିସ, ୪।୬ – ଉଦ୍ଧାର ହୋଇଥିବା ବନ୍ୟଜନ୍ତୁଙ୍କ ସାମୟିକ ରହଣି ଲାଗି ଢେଙ୍କାନାଳ ଜିଲା କପିଳାସ ଅଭୟାରଣ୍ୟରେ ଆରମ୍ଭ ହୋଇଛି ‘ଟେମ୍ପରାରି ଟ୍ରାଞ୍ଜିଟ୍‌ ଫାସିଲିଟିଜ୍‌...

ନାଳକୁ ଖସିଲା କାର: ଅଳ୍ପକେ ବର୍ତ୍ତିଲେ ଚାଳକ

ପାଟଣା,୧୪।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଦେଇ ଯାଇଥିବା ୨୨୦ ନମ୍ବର ରାଞ୍ଚି ବିଜୟୱାଡା ଜାତୀୟ ରାଜପଥର ସ୍ବାମ ନାଳର ବାଇପାସ ନିକଟରେ ଏକ ଦୁର୍ଘଟଣା...

ଫାଇଲ ଭିତରେ ଚପିଯାଇଛି ମୌଳିକ ଦାବି

ବେଗୁନିଆ,୨।୨(ଡି.ଏନ୍‌.ଏ.): ସରକାରୀ ଯୋଜନାକୁ ଲୋକାଭିମୁଖୀ କରିବା ସହ ସାଧାରଣ ଲୋକଙ୍କ ବିକାଶଧାରାକୁ ତ୍ୱରାନ୍ବିତ କରିବା ପାଇଁ ରାଜ୍ୟ ସରକାରଙ୍କ ମହତ୍‌ ଉଦ୍ଦେଶ୍ୟଟି ସାଧିତ ହୋଇପାରୁ ନାହିଁ।...

ବୀରଛକରେ ଉଡ଼ିଲା ତ୍ରିରଙ୍ଗା

ବରଗଡ଼ ଅଫିସ ୧୫।୮: ବରଗଡ଼ ସହର ଉପକଣ୍ଠ ବୀରଛକରେ ସୋମବାର ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଶହୀଦ ମାଧ ସିଂଙ୍କ ନାମରେ ନାମିତ ବୀରଛକରେ ତାଙ୍କର...

ସଂକ୍ରମଣ ରୋକିବ ଲକ୍‌ଡାଉନ୍‌

ଭୁବନେଶ୍ୱର,୨୩।୩(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନକ୍ରମେ ରବିବାର ସମଗ୍ର ଦେଶରେ ଜନତା କର୍ଫ୍ୟୁ ଉତ୍ସାହର ସହ ପାଳନ ହୋଇଛି। ଲୋକେ ସ୍ବତଃସ୍ଫୁର୍ତ୍ତ ଭାବେ କରୋନା ସଂକ୍ରମଣର...

କୋଭିଡ-୧୯: ୨୦ ଲକ୍ଷ ଟଙ୍କା ସଂଗ୍ରହ କଲା ଭାରତୀୟ ମହିଳା ହକି ଦଳ

ବେଙ୍ଗାଲୁରୁ,୪।୫(ପି.ଟି.): କୋଭିଡ-୧୯ ମହାମାରୀ ଦ୍ୱାରା ପ୍ରଭାବିତ ହୋଇଥିବା ଲୋକଙ୍କୁ ସାହାଯ୍ୟ କରିବା ପାଇଁ ଭାରତୀୟ ମହିଳା ହକି ଦଳ ୨୦ ଲକ୍ଷ ଟଙ୍କାର ପାଣ୍ଠି ସଂଗ୍ରହ...

ଦୁର୍ଦ୍ଦଶାରେ ପଶ୍ଚିମବାର୍ଡ ପଞ୍ଚାୟତବାସୀ

ଜଳେଶ୍ୱର,୨୬ା୮(ଡି.ଏନ.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ୨୮ ପଞ୍ଚାୟତର ୧୪୯ ଗାଁ ଜଳବନ୍ଦୀ ହୋଇଥିବା ବେଳେ ପଶ୍ଚିମବାର୍ଡ ପଞ୍ଚାୟତ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛି। ହଜାର ହଜାର...

ଲଗାଣ ବର୍ଷା ଯୋଗୁ ଭୁଶୁଡ଼ିଲା କାନ୍ଥ: ୩ ପିଲା ଗୁରୁତର

କୋରୁକୋଣ୍ଡା, ୬।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ସୋମବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଲଗାଣ ବର୍ଷା ଯୋଗୁ ମାଲକାନଗିରି ସଦର ବାଲିସାଗରସାହିର ମନୋଜ ନାୟକଙ୍କ...

Advertisement
Archives

Model This Week