କୋଭିଡ ଦାୟିତ୍ୱରେ ଥିବା ପୋଲିସକୁ ଆକ୍ରମଣ: ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ହାଟଡିହୀ, ୨୭।୪(ଡି.ଏନ୍‌.ଏ.): କରୋନା ମୁକାବିଲା ନେଇ ସରକାରୀ ଅଧିକାରୀମାନେ ଦିନ ରାତି ଏକ କରିଦେଇଛନ୍ତି। କିନ୍ତୁ କେତେକ ଅମାନିଆଙ୍କ ପାଇଁ ପରିସ୍ଥିତି ଜଟିଳ ହେଉଛ। ଏମିତି କିଛି ଦେଖିବାକୁ ମିଳିଛି କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଆଇତିପୁର ପଞ୍ଚାୟତ ରତକଣା ଗ୍ରାମରେ। ସୋମବାର ଗ୍ରାମର ଏକ ସ୍ଥାନରେ କେତେଜଣ ଲୋକ ଏକତ୍ର ହୋଇ ଲୁଡ଼ୁ ଖେଳୁଥିଲେ। ପୋଲିସ କର୍ମଚାରୀ ଏହାକୁ ବାରଣ କରିଥିଲେ। ଫଳରେ ପୋଲିସ ସହ ସେମାନଙ୍କର ଯୁକ୍ତିତର୍କ ହୋଇଥିଲା। ପରେ ଉତ୍ତ୍ୟକ୍ତ ଲୋକେ ପୋଲିସକୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏହି ପଞ୍ଚାୟତ ଯାଜପୁର ଓ ଭଦ୍ରକ ସୀମାକୁ ଲାଗିଥିବା ଜଣାପଡ଼ିଛି। ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ ପଦକ୍ଷେପ ନେବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୌତୁକ ପାଇଁ ବଧୂହତ୍ୟା ଅଭିଯୋଗ, ସ୍ବାମୀ ଅଟକ

ପାଟପୁର,୨୯ା୫- ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ବତାଗଡ ଗ୍ରାମର ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ସେ ହେଲେ ଉକ୍ତ ଗ୍ରାମର ରାଧା ଗୌଡ଼ (୨୪)।...

ନାଲ୍‌କୋ ଇଡି ଦାୟିତ୍ୱ ନେଲେ ଅମ୍ବିକା ପ୍ରସାଦ

ବଅଁରପାଳ, ୧ା୧୧(ଡି.ଏନ.ଏ.)- ନାଲ୍‌କୋ ସ୍ମେଲଟର ଓ ପାଓ୍ବାର ପ୍ଲାଣ୍ଟର ନୂତନ ନିର୍ବାହୀ ନିର୍ଦ୍ଦେଶକ(ଇଡି) ଭାବେ ଅମ୍ବିକା ପ୍ରସାଦ ପଣ୍ଡା ରବିବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ...

ଅତ୍ୟାବଶ୍ୟକ ସେବା ପାଇଁ ୮ ଅଟୋ

କଟକ ଅଫିସ୍‌,୨୭ା୩: ଲକ୍‌ଡାଉନ୍‌ ଯୋଗୁ କଟକ ସହରରେ ଅଟୋରିକ୍ସା ଚଳାଚଳ ପ୍ରଭାବିତ ହୋଇଛି। ଜରୁରୀ ପରିସ୍ଥିତିରେ ମଧ୍ୟ ଲୋକେ ଅଟୋରିକ୍ସା ପାଇପାରୁନାହାନ୍ତି। ଏଭଳି ସମୟରେ ସହାୟତା...

ଯୁବ ବ୍ୟବସାୟୀଙ୍କଠାରୁ ଲୁଟ୍‌ ଉଦ୍ୟମ ମହଙ୍ଗା ପଡ଼ିଲା: ନିର୍ଧୂମ ଛେଚି ପୋଲିସର ଜିମା ଦେଲେ ଲୋକେ

ଜଳେଶ୍ୱର,୪।୯(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଅନ୍ତର୍ଗତ ୬୦ନଂ ଜାତୀୟ ରାଜପଥ ନିକଟ ଜମାଳପୁର ବାଇପାସ ନିକଟରେ ଜଣେ ଯୁବ ବ୍ୟବସାୟୀଙ୍କଠାରୁ ଲୁଟ୍‌ ଉଦ୍ୟମ ଦୁର୍ବତ୍ତମାନଙ୍କୁ...

କୋଭିଡ-୧୯ କକ୍ଷ ପରିଦର୍ଶନ

ତାଳଚେର/ଅନୁଗୋଳ ଅଫିସ,୧୨ା୪(ନି.ପ୍ର.) – ତାଳଚେରସ୍ଥିତ ଏମ୍‌ସିଏଲ୍‌ର ନେହେରୁ ଶତାବ୍ଦୀ ସେଣ୍ଟ୍ରାଲ ହସ୍ପିଟାଲର କୋଭିଡ-୧୯ କକ୍ଷକୁ ଭୁବନେଶ୍ୱର ସମ୍‌ ହସ୍ପିଟାଲର ଏକ ଟିମ୍‌ ଶନିବାର ପରିଦର୍ଶନ କରିଛନ୍ତି।...

ସ୍ବାସ୍ଥ୍ୟସେବାରେ ଉନ୍ନତି ନ ହେଲେ ଆନ୍ଦୋଳନ: କଂଗ୍ରେସ

ବାଲେଶ୍ୱର ଅଫିସ,୧୧।୬- ବାଲେଶ୍ୱର ଜିଲାରେ ସ୍ବାସ୍ଥ୍ୟସେବା ଭୁଶୁଡ଼ି ପଡ଼ିିଛି। ଜିଲାରେ ଏମ୍ସ (ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ) ଭଳି ହସ୍‌ପିଟାଲ ଖୋଲିବା ପାଇଁ ତତ୍‌କାଳୀନ କଂଗ୍ରେସ...

କେରଳରୁ ଜଗନ୍ନାଥପୁର ଷ୍ଟେଶନରେ ପହଞ୍ଚିଲେ ୫୫୨ ପ୍ରବାସୀ: ୩ ଅସୁସ୍ଥ ହସ୍ପିଟାଲରେ ଭର୍ତ୍ତି, ସ୍ବାବ୍‌ ନମୁନା ସଂଗ୍ରହ

ଛତ୍ରପୁର, ୩।୫(ଡି.ଏନ୍‌.ଏ.)- ଗଞ୍ଜାମ ଜ଼ିଲା ଜଗନ୍ନାଥପୁର ଜଙ୍କଶନ ଷ୍ଟେଶନରେ ଏର୍ଣ୍ଣାକୁଲମ ଜଙ୍କଶନ – ଭୁବନେଶ୍ୱର ଶ୍ରମିକ ସ୍ପେଶିଆଲ ଟ୍ରେନ୍‌ ରବିବାର ସକାଳ ୫ଟା ୧୭ ମିନିଟ...

ସ୍ବାମୀଙ୍କୁ ହତ୍ୟା ଘଟଣା: ସ୍ତ୍ରୀ ସହ ପ୍ରେମିକ ଗିରଫ

ବୁଗୁଡ଼ା,୩୧ା୧୦(ଡି.ଏନ.ଏ.)-ବୁଗୁଡ଼ା ସହର ବାଲିପିଣ୍ଡି ବନ୍ଧ ନିକଟ ଦଳିତ ସାହିରେ ଗୁରୁବାର ରାତିରେ ପ୍ରେମିକଙ୍କ ସହ ମିଶି ସ୍ତ୍ରୀ ସ୍ବାମୀଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ଏହି...

Play 250+ Trending Games
Archives

Model This Week

Why Dharitri