କୋଭିଡ ନିୟମ ଉଲ୍ଲଂଘନ ନେଇ ୩ ଗିରଫ: ମାସ୍କ ପାଇଁ ୬୦ ହଜାର ଜରିମାନା

ଛତ୍ରପୁର,୬।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ବିଭିନ୍ନ ଥାନା ପକ୍ଷରୁ କୋଭିଡ୍‌ ଓ ଲକ୍‌ଡାଉନ୍‌ ନିୟମକୁ କଡ଼ାକଡ଼ି ପାଳନ କରାଯାଉଛି। ଏହାସହ ଧରପଗଡ଼ ଜାରି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ମାସ୍କ ପିନ୍ଧି ନ ଥିବା ନେଇ ପୋଲିସ ପକ୍ଷରୁ ୬୦ ହଜାର ୭୦୦ ଟଙ୍କା ଜରିମାନା ଆଦାୟ ହୋଇଛି। କରୋନା ଲାଗି ରହିଥିବା ନିୟମ ଉଲ୍ଲଂଘନ ନେଇ ୪ଟି ମାମଲା ରୁଜୁ ସହ ୩ଜଣଙ୍କୁ ଗିରଫ କରାଯାଇଛି। ଏଥିସହ ୧୯୬.୫ଲିଟର ଦେଶୀ ମଦ ଜବତ ହୋଇଛି। ଏ ନେଇ ଶନିବାର ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରୟ ଟୁଇଟ୍‌ କରି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷବର୍ଷ ଧରି ବାରଣ୍ଡାରେ ପଢୁଛନ୍ତି ୨ ଶ୍ରେଣୀର ଛାତ୍ରୀଛାତ୍ର

ଝରିଗାଁ, ୨୧।୧(ସ୍ବ.ପ୍ର.) –  ଗ୍ରାମାଞ୍ଚଳରେ ଗୁଣାତ୍ମକ ଶିକ୍ଷା ବିକାଶ ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। କିନ୍ତୁ ଏହାର ସଫଳ ରୂପାୟନ ହୋଇପାରୁନି...

ପଞ୍ଚାୟତ ନୂତନ କୋଠା ଉଦ୍‌ଘାଟନ କଲେ ବିଧାୟକ

ମୋହନା,୨୪।୧(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ବ୍ଲକ ମଧ୍ୟସ୍ଥ ଲୁହାଗୁଡି ପଞ୍ଚାୟତର ନୂତନ କୋଠାକୁ ସ୍ଥାନୀୟ ବିଧାୟକ ଦାଶରଥି ଗମାଙ୍ଗ ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଗୋଷ୍ଠୀ...

ଆଶ୍ରମ, ମଠକୁ ସହଯୋଗର ହାତ ବଢାଇଲେ ରାମଚନ୍ଦ୍ର

ଖଇରା,୨୪।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନରେ ମଠ ଓ ଆଶ୍ରମଗୁଡିକ ଅବସ୍ଥା ଏବେ ଧୀରେ ଧୀରେ ବିଗିଡିବାରେ ଲାଗିଛି ା ସେଠାରେ ରହୁଥିବା ସାଧୁସନ୍ଥ ଓ...

ଗଛ ଲଗାଇ ସଚେତନତା ବାର୍ତ୍ତା

ଭଦ୍ରକ ଅଫିସ, ୨୭।୮- ଗଛବୃଚ୍ଛ ନ ରହିଲେ ପରିବେଶ ଉଜୁଡ଼ି ଯିବ। ୧୯୯୯ ମହାବାତ୍ୟାରେ ବହୁ ସଂଖ୍ୟାରେ ଗଛ ଭାଙ୍ଗି ପଡ଼ିବା ପରେ ବୃକ୍ଷରୋପଣକୁ ନିଜ...

୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଧାନ ଠକେଇ

ଖଇରା, ୧।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ସାରଡାଙ୍ଗ, ନନ୍ଦୁର, ଝିଙ୍କିରିଆ, ସୁଣ୍ଢିରା ଆଦି ପଞ୍ଚାୟତର ଚାଷୀମାନଙ୍କଠାରୁ ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଧାନ ନେଇ ଅର୍ଥ...

ଶ୍ରୀମୁଖରେ ଝଲସିଲା ରତ୍ନ ଚିତା

ପୁରୀ ଅଫିସ,୨୧।୭: ପବିତ୍ର ଚିତାଲାଗି ଅମାବାସ୍ୟା ତିଥିରେ ସୋମବାର ଶ୍ରୀମନ୍ଦିରରେ ଚିତା ଲାଗି ନୀତି ସମ୍ପନ୍ନ ହୋଇଛି। ତିନିଠାକୁରଙ୍କୁ ଦଇତାପତି ସେବକମାନେ ରତ୍ନଖଚିତ ସୁବର୍ଣ୍ଣ ଚିତା ଲାଗି...

୫୩ ବର୍ଷରେ ଠାକୁରଗଡ଼ ଲକ୍ଷ୍ମୀପୂଜା: ୩ ଶହରୁ ୫ ଲକ୍ଷ ଟଙ୍କା ଅଟକଳ

ବଇଣ୍ଡା,୧୨।୧୦(ଡି.ଏନ.ଏ.) – ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଗ୍ରାମରେ ହେବାକୁ ଥିବା ଲକ୍ଷ୍ମୀପୂଜା ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଚଳିତ ବର୍ଷ ବହୁ ଆଡ଼ମ୍ବରରେ...

ଟ୍ରେନ୍‌ରେ ଯାତ୍ରୀ ଛାଡ଼ିଥିବା ବ୍ୟାଗ୍‌ ଦେଲା ଆର୍‌ପିଏଫ୍‌

ଛତ୍ରପୁର,୨୬ା୧୨(ଡି.ଏନ.ଏ)- ଟ୍ରେନ୍‌ରେ ଜଣେ ଯାତ୍ରୀ ଛାଡି ଯାଇଥିବା ବ୍ୟାଗକୁ ଛତ୍ରପୁର ଆର୍‌ପିଏଫ୍‌ ଆଉଟପୋଷ୍ଟ ପକ୍ଷରୁ ତାଙ୍କୁ ହସ୍ତାନ୍ତର କରାଯାଇଛି। ୨୩ ତାରିଖରେ ଭୁବନେଶ୍ୱରରୁ ବାଲୁଗଁ। ପାଇଁ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *