ମୁଖ୍ୟମନ୍ତ୍ରୀଙ୍କ କରୋନା ସ୍ଥିତି ସମୀକ୍ଷା: ଦୈନିକ ପରୀକ୍ଷଣ ୧୫ ହଜାରକୁ ବୃଦ୍ଧି ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର,୫ା୫(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନଫରେନ୍ସିଂ ଜରିଆରେ ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତି ସମ୍ପର୍କରେ ବରିଷ୍ଠ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି। ମୁଖ୍ୟତଃ ବାହାରୁ ଆସୁଥିବା  ଶ୍ରମିକମାନଙ୍କ ପାଇଁ ଆବଶ୍ୟକୀୟ ବ୍ୟବସ୍ଥା, ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିର, ପରୀକ୍ଷଣ, କୋଭିଡ ଚିକିତ୍ସା ପାଇଁ ଆବଶ୍ୟକୀୟ ଉପକରଣ ସଂଗ୍ରହ, ଫସଲ ପରିସ୍ଥିତି ଆଦି ସମ୍ପର୍କରେ ଆଲୋଚନା କରାଯାଇଥିଲା। ସେହିପରି ଆଗାମୀ ଦିନରେ କରୋନା ମୁକାବିଲାକୁ ଜୋରଦାର କରିବା ପାଇଁ ମୁଖ୍ୟମନ୍ତ୍ରୀ ବରିଷ୍ଠ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ। ରାଜ୍ୟରେ ଦୈନିକ ପରୀକ୍ଷଣ ୧୫ ହଜାରକୁ ବୃଦ୍ଧି, ଗ୍ରୀନ ଜୋନରେ କୃଷି କାର୍ଯ୍ୟ, ଶିଳ୍ପ, ଜୀବନଜୀବିକା ସ୍ବାଭାବିକ, ଚାଷୀ ଓ ଏସ୍‌ଏଚଜିମାନଙ୍କ ଋଣ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ପ୍ରଶଂସା କଲେ ଗେଟସ୍‌

ନୂଆଦିଲ୍ଲୀ,୫ ।୧: କରୋନା ଭାଇରସର ୨ଟି ଭ୍ୟାକ୍ସିନକୁ ଜରୁରୀକାଳିନ ସ୍ଥିତିରେ ବ୍ୟବହାର କରିବାକୁ ମଞ୍ଜୁରୀ ମିଳିବା ପରେ ସବୁଠି ଭାରତର ଶୀର୍ଘ ନେତୃତ୍ୱକୁ ପ୍ରଶଂସା କରାଯାଉଛି...

ସରକାରଙ୍କ ନିର୍ଦ୍ଦେଶକୁ ଉଲ୍ଲଂଘନ: ଖୋଲା ଥିବା ସ୍କୁଲ ଉପରେ ନିଆଯିବ କାର୍ଯ୍ୟାନୁଷ୍ଠାନ, ଗଠନ ହେଲା ସ୍କ୍ବାଡ

ଭୁବନେଶ୍ୱର,୧୮।୩(ବ୍ୟୁରୋ): ଓଡ଼ିଶାରେ କରୋନା ପ୍ରଭାବକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୩୧ ମାର୍ଚ୍ଚ ଯାଏ ସମସ୍ତ ସରକାରୀ ତଥା ବେସରକାରୀ ସ୍କୁଲ ଏବଂ ଅନ୍ୟାନ୍ୟ ଶିକ୍ଷାନୁଷ୍ଠାନକୁ...

ସକ୍ରିୟ ମାମଲାରେ ବ୍ରେକ୍‌…

ନୂଆଦିଲ୍ଲୀ, ୨୨।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି...

ମାସ୍କ୍‌ ପିନ୍ଧି ନ ଥିବା ଛେଳିକୁ ବାନ୍ଧି ନେଲେ ପୋଲିସ ବାବୁ…

କାନପୁର, ୨୮।୭: ଦେଶରେ କରୋନା ସଂକ୍ରମଣ ବଢ଼ିଚାଲିଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ମାସ୍କ୍‌ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଏପରିସ୍ଥଳେ ଉତ୍ତରପ୍ରଦେଶରେ ମାସ୍କ୍‌...

ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା: ୧୫ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୨।୪(ବ୍ୟୁରୋ): ରାଜ୍ୟରେ ଆସନ୍ତା ୨୪ ଘଣ୍ଟାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । ବିଜୁଳି, ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ହାଲୁକାରୁ ମଧ୍ୟମ...

ପଦ୍ମପୁର ପାଇଁ ବିଧାନସଭା ଖାଁ ଖାଁ

ଭୁବନେଶ୍ୱର,୨୫ା୧୧(ବ୍ୟୁରୋ):ବିଧାନସଭାର ଶୀତକାଳୀନ ଅଧିବେଶନ ଗୁରୁବାରଠାରୁ ଆରମ୍ଭ ହୋଇଛି । ହେଲେ ପ୍ରଥମ ଦିନରେ ବିଧାନସଭା ପରିସର ଖାଁ ଖାଁ ଲାଗୁଥିଲା। ଶାସକ ଦଳର ପ୍ରାୟ ୫୦...

ବିଦ୍ୟୁତ୍‌ ସଂଯୋଗ ଲାଗି ଅଠରନଳାରେ ଟାୟରଜାଳି ରାସ୍ତାରୋକୋ

ପୁରୀ ଅଫିସ,୨୯।୫: ବାତ୍ୟା ‘ଫନୀ’ ପ୍ରଭାବରେ ପୁରୀ ସହରର ବିଶେଷ କ୍ଷତି ଘଟିଛି । ଶତାଧିକ ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ପଡିଛି। ପ୍ରଶାସନ ପକ୍ଷରୁ ଯୁଦ୍ଧକାଳୀନଭିତ୍ତିରେ...

ପ୍ଲଟ୍‌ ଦେବା ନାଁରେ ୧୫ ଲକ୍ଷ ଠକେଇ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ଜଣେ ବ୍ୟକ୍ତିଙ୍କୁ ଏକ ବିଲ୍ଡର ସଂସ୍ଥା ପ୍ଲଟ ଦେବାକୁ କହି ୧୫ ଲକ୍ଷରୁ ଊଦ୍ଧର୍‌ବ ଟଙ୍କା ଠକେଇ କରିଛି। ଠକେଇ ଅଭିଯୋଗର ଦୀର୍ଘ ୪...

Advertisement
Archives

Model This Week