କୋଭିଡ ମେଡିକାଲ ନିର୍ମାଣକୁ ବିରୋଧ କରି ରୁଜୁ ମାମଲା ଖାରଜ

ସମ୍ବଲପୁର, ୧୫।୪ (ବ୍ୟୁରୋ)- ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ କୋଭିଡ- ୧୯ ମେଡିକାଲ ନିର୍ମାଣ କରାଯାଉଛି। ଏହାକୁ ବିରୋଧ କରି ମିଶନ ଭିମ୍‌ସାର ତରଫରୁ ଓଡିଶା ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ କରାଯାଇଥିଲା। ଏହାକୁ ବିଚାର କରି ବୁଧବାର ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ସଞ୍ଜୁ ପଣ୍ଡା, ଜଷ୍ଟିସ ବିଶ୍ୱନାଥ ରଥ ମାମଲାର ଶୁଣାଣି କରିଛନ୍ତି। ମାମଲାର ଶୁଣାଣି କରି ଖାରଜ କରି ଦିଆଯାଇଛି । ଏହା ବୃହତ୍ତ ସ୍ବାର୍ଥକୁ ଦୃଷ୍ଟିରେ ରଖି କରାଯାଉଛି । ଏଭଳି ସ୍ଥିତିରେ ଏହି ମାମଲା ଗ୍ରହଣ ଯୋଗ୍ୟ ନୁହେଁ ବୋଲି ଦର୍ଶାଇ ଖାରଜ କରାଯାଇଛି । ମିଶନ ଭିମ୍‌ସାର ତରଫରୁ ଗୋଲକ ବିହାରୀ ମିଶ୍ର ଏହି ମାମଲାର ପକ୍ଷ ରଖିଥିଲେ। ଜିଲା ମୁଖ୍ୟ ଚିକିତ୍ସାଳୟ ସହର ମଝିରେ ଥିବାରୁ ଲୋକଙ୍କୁ ସମସ୍ୟା ହେବ। ତେଣୁ ଭିମସାରରେ କୋଭିଡ୍‌ ମେଡିକାଲ ନିର୍ମାଣ କରାଯାଉ ବୋଲି ଯୁକ୍ତି ଦର୍ଶାଇ ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇସଲାମାବାଦ ବୈଠକ ପୂର୍ବରୁ ତେହରାନକୁ ବଡ଼ ଅଲ୍ଟିମେଟମ୍‌ ଦେଲେ ଟ୍ରମ୍ପ, ଭୟରେ ଥରହର ଇରାନ

ତେହରାନ୍‌,୧୦।୪: ହର୍ମୁଜ ପ୍ରଣାଳୀ ଉପରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ଏବଂ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ସ୍ପଷ୍ଟ କରିଛନ୍ତି ଯେ ତେଲ…

ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନରେ ବଡ଼ ଘୋଷଣା: କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ

ଭୁବନେଶ୍ୱର,୯ା୪(ଅନୁରାଧା ମହାରଣା): ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନ ଅବସରରେ ଭୁବନେଶ୍ୱରସ୍ଥିତ କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ, ଚଳିତ ଶିକ୍ଷାବର୍ଷରେ କିସ୍‌ ଛାତ୍ରୀଛାତ୍ରଙ୍କ ପାଇଁ ଛାତ୍ରବୃତ୍ତି,…

ମାସେ ଘୁଞ୍ଚିଲା ଓଟିଇଟି-୨୦୨୬ ଅନଲାଇନ୍‌ ଆବେଦନ ସମୟସୀମା

ଭୁବନେଶ୍ୱର,୧୦।୪: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ)ଦ୍ୱାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଟିଇଟି-୨୦୨୬)ଅନଲାଇନ୍‌ ଆବେଦନ ସମୟସୀମା ମେ’ ୯ ତାରିଖ ଯାଏ ବୃଦ୍ଧି କରାଯାଇଛି। ପୂର୍ବରୁ ଏହାର…

ନୀରୋଗ ସ୍ବାସ୍ଥ୍ୟ ପାଇଁ ହୋମିଓପାଥି

ହୋମିଓପାଥି ଚିକିତ୍ସାର ଜନକ ଭାବେ ବିବେଚିତ ଡା. ସାମୁଏଲ ହ୍ୟାନିମାନ ୧୭୯୬ ଏପ୍ରିଲ ୧୦ ରେ ଜନ୍ମଗ୍ରହଣ କରିଥିଲେ। ସେହି ବିଶିଷ୍ଟ ଡାକ୍ତରଙ୍କ ଜନ୍ମଦିନ ଅବସରରେ ପ୍ରତିବର୍ଷ…

ଗୋଟିଏ ସ୍ଥାନରେ ୩ବର୍ଷ ରହି ପାରିବେନି ପୋଲିସ ବାବୁ, ତଥ୍ୟ ମାଗିଲେ ସରକାର

ଭୁବନେଶ୍ବର,୧୦।୪: ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏକ ନୂଆ ବିଜ୍ଞପ୍ତି ଜାରି ହୋଇଛି। ଏଣିକି ଗୋଟିଏ ସ୍ଥାନରେ ୩ବର୍ଷ ରହି ପାରିବେ ନାହିଁ ପୋଲିସ । ସେହିପରି…

ମେଣ୍ଟ ଭାଙ୍ଗିଲେ ଓୱାଇସି, ବଡ଼ ଘୋଷଣା କରି କହିଲେ ପଶ୍ଚିମବଙ୍ଗ ନିର୍ବାଚନରେ ଏକାକୀ ଲଢିବ AIMIM

ନୂଆଦିଲ୍ଲୀ,୧୦।୪: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ, AIMIM ମୁଖ୍ୟ ଅସଦୁଦ୍ଦିନ ଓୱାଇସି ହୁମାୟୁନ କବୀରଙ୍କ ଦଳ ସହିତ ତାଙ୍କର ମେଣ୍ଟକୁ ଭାଙ୍ଗିବାକୁ ଘୋଷଣା କରିଛନ୍ତି। ସେ…

ଫୁଲବାଣୀରୁ ବେଙ୍ଗାଲୁରୁକୁ ଗଞ୍ଜେଇ ଚାଲାଣ କରୁଥିଲେ ଭାଇ-ଭଉଣୀ, ଅଚାନକ ପହଞ୍ଚିଗଲା ପୋଲିସ, ତା’ପରେ…

ଛତ୍ରପୁର, ୧୦।୪(ଦିଲ୍ଲୀପ ସାମଲ): ବେଆଇନ ଭାବେ ଫୁଲବାଣୀରୁ ବେଙ୍ଗାଲୁରୁ ଗଞ୍ଜେଇ ଚୋରାଚାଲାଣ ବେଳେ ମାଡି ବସିଲା ଛତ୍ରପୁର ଅବକାରୀ ଭ୍ରାମ୍ୟମାଣ ଥାନା । ଗୁରୁବାର ଅପରାହ୍ନରେ ଏକ…

ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ପ୍ରତାରଣା, ସମ୍ପର୍କୀୟଙ୍କ ଘରେ ୩ ଦିନ ରଖି…

ନନ୍ଦାହାଣ୍ଡି,୧୦।୪ (ପ୍ରତୀପ କୁମାର ଦାଶ): ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ଯୁବତୀଙ୍କୁ ଛାଡି ଜଣେ ଯୁବକ ଫେରାର ହୋଇଯାଇଥିବା ନେଇ ନବରଙ୍ଗପୁର ଥାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri