କୋଭିଡ ଯୋଦ୍ଧାଙ୍କୁ ସମ୍ମାନ ଜଣାଇଲା ଗଞ୍ଜାମ ପୋଲିସ

ଛତ୍ରପୁର,୩୦ା୫(ଡି.ଏନ.ଏ.)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁରୋଧକ୍ରମେ ଶନିବାର ଅପରାହ୍ନରେ ଛତ୍ରପୁରସ୍ଥିତ ପୋଲିସ ପଡିଆରେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ ପାଇଁ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରୟ, ଅତିରିକ୍ତ ଏସପି ଠାକୁର ପ୍ରସାଦ ପାତ୍ର, ଡିଏସପି ଉତ୍କଳ କେଶରୀ ଦାଶ, ପୋଲିସ ଅଧିକାରୀ, କର୍ମଚାରୀଙ୍କ ସମେତ ଜନସାଧାରଣ ସାମିଲ ହୋଇ କୋଭିଡ ଯୋଦ୍ଧାଙ୍କୁ ସମ୍ମାନ ଜଣାଇ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆ ଆଡ୍ଡାରେ ଚଢ଼ାଉ: ୧୫୨ ଗିରଫ, ୪ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ଜବତ

ଛତ୍ରପୁର,(ଡି.ଏନ୍‌.ଏ.)/ବ୍ରହ୍ମପୁର ଅଫିସ,୭ା୧୦-କୁମାର ପୂର୍ଣ୍ଣିମା ପୂର୍ବରୁ ଗଞ୍ଜାମ ଜିଲାରେ ଏକାଧିକ ସ୍ଥାନରେ ଜୁଆଖେଳ ଚାଲିଛି। ପୋଲିସ ଜୁଆ ଆଡ୍ଡାରେ ଚଢ଼ାଉ କରି ପରମ୍ପରାର ଦ୍ୱାହି ଦେଇ ଏହି...

ରାସ୍ତା ମଝିରେ ଓଲଟିଲା ଆମୋନିଆ ଗ୍ୟାସ ବୋଝେଇ ଟ୍ରକ୍‌: ଲିକ୍‌ ଯୋଗୁ ସ୍ଥାନୀୟ ଲୋକେ ଭୟଭୀତ

ଗଞ୍ଜାମ,୧।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ୧୬ନଂ ଜାତୀୟ ରାଜପଥ ଶଙ୍ଖ ନୂଆଗାଁ ଓ ପୁଇଁତୋଳା ରୋଡ ମଝିରେ ସୋମବାର ଏକ ଆମୋନିଆ ଗ୍ୟାସ୍‌ ବୋଝେଇ ଟ୍ରକ ଓଲଟି...

ପୋଲିସ ଏନ୍‌କାଉଣ୍ଟରରେ ଅପରାଧୀ ଟିଙ୍ଗିରି ଆହତ

ଆସିକା,୨୮।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ପାଣ୍ଡିଆପଥରରେ ପୋଲିସ ଏନ୍‌କାଉଣ୍ଟରରେ ଟିଙ୍ଗିରି ଦୋରା(୩୨) ନାମକ ଜଣେ ଅପରାଧୀ ଆହତ ହୋଇଛନ୍ତି। ତାଙ୍କୁ ବ୍ରହ୍ମପୁର ଡାକ୍ତରଖାନାରେ...

ପୁଣି ଗଞ୍ଜାମରେ ବଦଳିଲା ନିର୍ଦ୍ଦେଶନାମା: ସକାଳ ୭ରୁ ୧୨ଟା ପର୍ଯ୍ୟନ୍ତ ଖୋଲିବ ଜରୁରୀ ସାମଗ୍ରୀ ଦୋକାନ

ଛତ୍ରପୁର,୨୪।୩(ଡି.ଏନ୍‌.ଏ.): କରୋନା ଭୟାବହତାକୁ ନେଇ ଗଞ୍ଜାମ ଜିଲା ପ୍ରଶାସନ କଡ଼ା ଆଭିମୁଖ୍ୟ ଗ୍ରହଣ କରି ଚାଲିଛି। ନିର୍ଦ୍ଦେଶନାମାକୁ ୧୨ଘଣ୍ଟା ପୂରି ନ ଥିବାବେଳେ ପୁଣି ନୂତନ...

ଜଗନ୍ନାଥପୁର ଷ୍ଟେଶନରେ ପହଞ୍ଚିଲା ସୁରଟ ଟ୍ରେନ: ଆସିଲେ ୯ ଜିଲାର ୧୭୩୪ ପ୍ରବାସୀ

ଛତ୍ରପୁର, ୨୬।୫(ଡି.ଏନ୍‌.ଏ.): ଦୀର୍ଘ ୯ ଦିନ ପରେ ମଙ୍ଗଳବାର ଗଞ୍ଜାମ ଜ଼ିଲା ଜଗନ୍ନାଥପୁର ଷ୍ଟେଶନରେ ସୁରଟରୁ ଆଉ ଏକ ଟ୍ରେନ ଆସି ପହଞ୍ଚିଛି। ଏଥିରେ ରାଜ୍ୟର...

ଅଭିଯୁକ୍ତଙ୍କୁ ଧରିବାରେ ପୋଲିସ ନୀରବଦ୍ରଷ୍ଟା

ବ୍ରହ୍ମପୁର ଅଫିସ,୩ା୩: ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ପୋଲିସ ଗୋଦାବରୀଶ ନଗରର ଚତୁର୍ଥ ଗଳିରେ ଥିବା ଏକ ଅର୍ଦ୍ଧନିର୍ମିତ ଘରୁ ଜଣେ ମହିଳାଙ୍କୁ ଉଦ୍ଧାର କରିଥିଲା। ଦୀର୍ଘବର୍ଷ ଧରି...

ବୁଗୁଡ଼ା ବ୍ଲକ, ଏନ୍‌ଏସିର ୪୦ ସଙ୍ଗରୋଧ କେନ୍ଦ୍ରରେ ୨୦୫୯ ପ୍ରବାସୀ ଓଡ଼ିଆ

ବୁଗୁଡ଼ା,୭ା୫(ଡି.ଏନ.ଏ.)- ବୁଗୁଡ଼ା ବ୍ଲକ ଓ ଏନ୍‌ଏସିରେ ଥିବା ୪୦ ସଙ୍ଗରୋଧ କେନ୍ଦ୍ରରେ ଗୁରୁବାର ସୁଦ୍ଧା ମୋଟ ୨୦୫୯ ପ୍ରବାସୀ ଓଡ଼ିଆ (ସୁରାଟ ଫେରନ୍ତା) ଆସି ରହିଛନ୍ତି।...

ସାର ପାଇଁ କୃଷି କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ କଲେ ଚାଷୀ

ବୁଗୁଡ଼ା,୨୧ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡା ଅଞ୍ଚଳରେ ଚାଷୀମାନେ ସାର ନ ପାଇ ହଇରାଣ ହରକତ ହେଉଥିବା ବେଳେ ସେମାନେ ସାର ପାଇବା ପାଇଁ ସ୍ଥାନୀୟ କୃଷି...

Advertisement
Archives

Model This Week