କୋଭିଡ ହସ୍ପିଟାଲରେ ପ୍ରବାସୀ ଓଡିଆଙ୍କ ମୃତ୍ୟୁ

ଜୁନାଗଡ,୨୫।୫(ଡି.ଏନ୍‌.ଏ)-କଳାହାଣ୍ଡି ଜିଲା ଭବାନୀପାଟଣା କୋଭିଡ ଡାକ୍ତରଖାନାରେ ଚିକିତ୍ସାଧୀନ ଜଣେ ୩୫ବର୍ଷୀୟ ପ୍ରବାସୀ ଓଡିଆ ଯୁବକଙ୍କ ସୋମବାର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣକ ତାମିଲନାଡୁରୁ ଫେରିଥିଲେ। ଗତ ୨୧ ତାରିଖ ସେ ଜୁନାଗଡ ବ୍ଲକ ହାବସପୁର ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିରରେ ରହିଥିଲେ। ନିଶ୍ୱାସପ୍ରଶ୍ୱାସ ନେବାରେ କଷ୍ଟ ହେବାରୁ ତାଙ୍କୁ ଭବାନୀପାଟଣା କୋଭିଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା। ସୋମବାର ଚିକିତ୍ସାଧିୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ତାଙ୍କର ସ୍ବାବ ନମୁନା ପରୀକ୍ଷା ପାଇଁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘କେସିଙ୍ଗା ସହରକୁ ବିକାଶ କ୍ଷେତ୍ରରେ ରହିଛି ଟ୍ୟାକ୍ସର ଆବଶ୍ୟକତା’

କେସିଙ୍ଗା,୩୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏ୍‌ସି ଅଧ୍ୟକ୍ଷ ନୃପରାଜ ସାହୁଙ୍କ ଅଧ୍ୟକ୍ଷତାରେ ନିଜକୁ ଶାସନ କରୁଥିବା ସ୍ବାୟତ୍ତ ଶାସନ ଦିବସ ସ୍ଥାନୀୟ କଲ୍ୟାଣମଣ୍ଡପ ପରିସରରେ ରବିବାର…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

ଭଉଣୀ ଘରକୁ ଆସି ଗାଁକୁ ଫେରୁଥିଲେ, ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଛିଟିକି ପଡ଼ିଲା ବାଇକ୍, ଦୁଇ ଜଣ…

ଥୁଆମୂଳ ରାମପୁର,୨୯।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୋଷାବରା-କଲେଜ ଛକ ମଧ୍ୟବର୍ତ୍ତୀ ଡୁମେର ଗଛ ବୁଲାଣି ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୬:୧୦…

କେସିଙ୍ଗାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୨୧ ଦୋକାନରୁ ୧୩ ହଜାର ଜରିମାନା, ୩୮ କେଜି ବାସି ଖାଦ୍ୟ ନଷ୍ଟ

କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ବିଭିନ୍ନ ହୋଟେଲ, ରେଷ୍ଟୁରାଣ୍ଟ ଓ ମିଠା ଦୋକାନଗୁଡ଼ିକରେ ଶନିବାର କଳାହାଣ୍ଡି ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଆକସ୍ମିକ ଚଢ଼ାଉ…

ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ା ପ୍ରତି ଆଗ୍ରହ: ବିଜୟୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର

କର୍ଲାମୁଣ୍ଡା, ୨୯।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାସ୍ଥିତ ରାଧାମାଧବ ଯୁବକ ସଂଘ ପକ୍ଷରୁ ଶନିବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି।…

ରାଜସ୍ବ ଆଦାୟରେ ଆଗୁଆ, ସୁରକ୍ଷା ଦିଗରେ ପଛୁଆ: ଆରଟିଓଙ୍କ ପାଖରେ ସୂଚନା ମିଳୁନି, କିରାଣି ସର୍ବେସବା, ବୈଠକରେ ସୀମିତ

ଭବାନୀପାଟଣା,୨୯।୮(ଉତ୍ତମ କୁମାର ଦାଶ): ଜିଲା ସ୍ତରରେ ସଡ଼କ ଦୁର୍ଘଟଣା ରୋକିବା ଏବଂ ଯାତାୟତ ବ୍ୟବସ୍ଥାର ସୁଧାର ପାଇଁ ଜିଲା ସ୍ତରରେ ଏକ ସଡ଼କ ସୁରକ୍ଷା ସମିତି କମିଟି…

ପୁନଃରୁଦ୍ଧାର ହେବ କେସିଙ୍ଗା କୋଣାର୍କ ସୂତାକଳ: ମନ୍ତ୍ରୀ ଦେଲେ ବଡ଼ ପ୍ରତିଶ୍ରୁତି

କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କେସିଙ୍ଗା କୋଣାର୍କ ସୂତାକଳର ପୁନରୁଦ୍ଧାର,କାର୍ଯ୍ୟକ୍ଷମ ଓ ଘରୋଇକରଣ କରାଯିବା ପାଇଁ ରାଜ୍ୟ ସରକାରଙ୍କ ସମବାୟ ତଥା ହସ୍ତତନ୍ତ ଓ ବୟନଶିଳ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri