କୋଭିଡ-୧୯କୁ ହରାଇବାକୁ ଜରୁରୀ ଥିଲା ଲକ୍‌ଡାଉନ: ଲଭ ଅଗ୍ରଓ୍ବାଲ

ନୂଆଦିଲ୍ଲୀ,୧୧।୪: କରୋନା ଭାଇରସ ସଂକ୍ରମଣ ଏବେ ସାରା ବିଶ୍ୱକୁ ଚିନ୍ତାରେ ପକାଇ ଦେଇଛି। ଏହାକୁ ନେଇ ଶନିବାର କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲଭ ଅଗ୍ରଓ୍ବାଲ ଏକ ସାମ୍ବାଦିକ ସମ୍ମିଳନୀରେ କୋଭିଡ-୧୯କୁ ହରାଇବାକୁ ଲକ୍‌ଡାଉନ ଓ ଦୂରତ୍ୱ ରକ୍ଷା କରିବା ଜରୁରୀ ଥିଲା ବୋଲି କହିଛନ୍ତି। ଯଦି ଆମେ ଉଚିତ୍‌ ସମୟରେ ଉଚିତ୍‌ ପଦକ୍ଷେପ ନେଇ ନ ଥାଆନ୍ତୁ ତେବେ ଆଜି ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷରେ ପହଞ୍ଚି ଥାଆନ୍ତା ବୋଲି ସେ କହିଛନ୍ତି। ଏବେ କୋଭିଡ-୧୯ର ମୁକାବିଲା କରିବାକୁ ଦେଶରେ ପାଖାପାଖି ୫୮୬ ସ୍ବତନ୍ତ୍ର ହସ୍ପିଟାଲ ଥିବା ବେଳେ ପ୍ରାୟ ୧ ଲକ୍ଷ ଆଇସୋଲେଶନ ବେଡ ରହିଥିବା ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୨୬ରୁ ଦ୍ୱିତୀୟ ପର୍ଯ୍ୟାୟ ପରୀକ୍ଷା

ନୂଆଦିଲ୍ଲୀ,୯।୨: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡର ଦ୍ବିତୀୟ ଟର୍ମ ପରୀକ୍ଷା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ବୋର୍ଡ ଦ୍ବାରା ଜାରି ହୋଇଥିବା ବିଜ୍ଞପ୍ତି ଅନୁଯାୟୀ, ଦ୍ୱିତୀୟ...

ଜେଏନ୍‌ୟୁ ଦୀକ୍ଷାନ୍ତ ସମାରୋହ: ଫି ବୃଦ୍ଧି ନେଇ ଶିକ୍ଷାର୍ଥୀଙ୍କ ବିକ୍ଷୋଭ ପ୍ରଦର୍ଶନ

ନୂଆଦିଲ୍ଲୀ,୧୧।୧୧: ଜେଏନ୍‌ୟୁର ଦୀକ୍ଷାନ୍ତ ସମାରୋହ ସୋମବାର ସମ୍ପନ୍ନ ହୋଇଛି। ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍‌ ବାହାରେ ଶିକ୍ଷାର୍ଥୀ ହଷ୍ଟେଲ୍‌ ଫି ବୃଦ୍ଧି ଏବଂ ଡ୍ରେସ୍‌ କୋଡ୍‌ ନେଇ ବିକ୍ଷୋଭ...

ପାରମ୍ପରିକ ଔଷଧର ଗ୍ଲୋବାଲ ସେଣ୍ଟର ଗୁଜରାଟରେ…

ଅହମଦାବାଦ,୨୬।୩ : ଗୁଜରାଟକୁ ବିଶ୍ୱ ମାନଚିତ୍ରରେ ଉଜ୍ଜ୍ୱଳ କରିବା ପାଇଁ ସରକାର ଆଉ ଏକ ଉପହାର ଦେବାକୁ ଯାଉଛନ୍ତି । ପାରମ୍ପରିକ ଔଷଧ ଉପରେ ବିଶ୍ୱସ୍ବାସ୍ଥ୍ୟ...

ଡେଙ୍ଗୁ ବିରୋଧରେ ଲଢ଼େଇ, ସରକାର ଜାରି କଲେ ୧୦ ସପ୍ତାହ-୧୦ଟା-୧୦ମିନିଟ ଅଭିଯାନ…

ନୂଆଦିଲ୍ଲୀ,୨୨।୯: ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ସରକାରଙ୍କର ଚିନ୍ତା ବଢ଼ିବାରେ ଲାଗିଛି। ସରକାରଙ୍କ ପକ୍ଷରୁ ଡେଙ୍ଗୁ ବିରୋଧୀ ଲଢେଇକୁ...

ଗୋପାଳଗଞ୍ଜ ଟ୍ରିପଲ୍‌ ମର୍ଡର ‌: ତେଜସ୍ବୀଙ୍କ ଘର ଆଗରେ ବିଧାୟକ, କର୍ମୀଙ୍କ ଭିଡ

ପାଟନା,୨୯।୫: ଗୋପାଳଗଞ୍ଜ ଟ୍ରିପଲ୍‌ ମର୍ଡରକୁ ନେଇ ବିହାର ରାଜନୀତି ସରଗରମ ହୋଇପଡିଛି। ଏହି ଘଟଣାରେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ ଦାବିରେ ଅଡି ବସିଛି ବିରୋଧୀ ଦଳ...

ଭୋକିଲାଙ୍କ ପେଟ ଭରୁଥିବା ‘ଲଙ୍ଗର ବାବା’ଙ୍କ ପରଲୋକ

ଚଣ୍ଡିଗଡ଼,୨୯ ।୧୧: ପିଜିଆଇ ଚଣ୍ଡିଗଡ଼ ବାହାରେ ଲଙ୍ଗର ଲଗାଉଥିବା ପଦ୍ମଶ୍ରୀ ଜଗଦିଶ ଆହୁଜାଙ୍କର ସୋମବାର ପରଲୋକ ହୋଇଛି । ଦିନ ପ୍ରାୟ ୩ଟାରେ ଚଣ୍ଡିଗଡ଼ର ସେକ୍ଟର...

ଶ୍ରୀଲଙ୍କା ସଙ୍କଟ: କେନ୍ଦ୍ର ଡାକିଲା ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ,୧୮ା୭: ଶ୍ରୀଲଙ୍କାରେ ଉପୁଜିଥିବା ରାଜନୈତିକ ଓ ଅର୍ଥନୈତିକ ସଙ୍କଟ ଉପରେ ଆଲୋଚନା ପାଇଁ କେନ୍ଦ୍ର ସରକାର ମଙ୍ଗଳବାର ଏକ ସର୍ବଦଳୀୟ ବୈଠକ ଡାକିଛନ୍ତି। ଏନେଇ ସଂସଦୀୟ...

ସକ୍ରିୟ ମାମଲା ଲକ୍ଷେ ୨୦ ହଜାର ମୁହାଁ…

ନୂଆଦିଲ୍ଲୀ, ୪।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ...

Advertisement
Archives

Model This Week