ଶୁଭ।, ୫/୪: କୋଭିଡ-୧୯ ସେଲ୍ଫ ଆଇସୋଲେଶନ ନିୟମ ଉଲ୍ଲଘଂନ କରି ଫିଜି ର ୨ଜଣ ରାଗବି ଖେଳାଳି ଗିରଫ ହୋଇଛନ୍ତି। ଏହି ୨ ଖେଳାଳି ଙ୍କ ଦାୟିତ୍ବହୀନ ଆଚରଣ ସମ୍ପର୍କ ରେ ବିଶ୍ଵ ରଗବି ର ସର୍ବୋଚ୍ଚ ପ୍ରଶାସନିକ ସଂସ୍ଥା ୱାଲ୍ଡ ରଗବୀ କୁ ଅବଗତ କରାଯିବ ବୋଲି ସ୍ଥାନୀୟ କତ୍ତୁପକ୍ଷ ସୁଚନା ଦେଇଛନ୍ତି। ଏହି ଦୁଇ ଜଣଙ୍କ ପରିଚୟ ବିଷୟ ରେ କିଛି ଉଲ୍ଲେଖ କରାଯାଇନାହିଁ। ତେବେ ଏହି ଖେଳାଳି ମାନେ ପେଶାଦାର ବୋଲି ଫିଜି ରଗବି ୟୁନୀୟନ କହିଛି। ଏହି ଦୁଇ ଖେଳାଳି ପୁରା ଫିଜି କୁ ବିପଦରେ ପକାଇଛନ୍ତି ବୋଲି ଫିଜି ପ୍ରଧାନମନ୍ତ୍ରୀ ବେନିମାରମା କହିଛନ୍ତି। ଜଣେ ଖେଳାଳି ଆଇସୋଲେଶନ ହସ୍ପିଟାଲ୍ ରୁ ଲୁଚି ପଳାଯାଇଥିଲେ। ଏମାନଙ୍କ ବିରୋଧ ରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଇଛି। ଏଭଳି ଆଚରଣ ଗ୍ରହଣୀୟ ନୁହଁ ବିଶ୍ଵ ରାଗବୀ ମୂଖ୍ୟ ଜନ୍ ଓ କୋନର କହିଛନ୍ତି।
ବଡ଼ ଭୁଲ୍ କରିଦେଲେ ଶ୍ରେୟସ ଆୟର: ୨୪୯ ରନ କରି ମଧ୍ୟ ହାରିଲା ଟିମ ଇଣ୍ଡିଆ, ଜାଣନ୍ତୁ ପରାଜୟର ୩ ବଡ଼ କାରଣ
ରାଞ୍ଚି,୧୦।୧୦: ରାଞ୍ଚିରେ ରୋମାଞ୍ଚକର ମୁକାବିଲାରେ ୨୪୯ ରନ କରି ମଧ୍ୟ ପରାଜୟର ସାମ୍ନା କରିଛି ଟିମ ଇଣ୍ଡିଆ। ୱେଷ୍ଟଇଣ୍ଡିଜ ୨୫୦ ରନ୍ର ବିଶାଳ ଲକ୍ଷ୍ୟକୁ ସଫଳତାର ସହ…
ସୌରାଷ୍ଟ୍ରରୁ ଖେଳିବେ ଜାଡେଜା
ରାଜକୋଟ,୯ା୧୦: ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ଛତିଶଗଡ଼ ବିପକ୍ଷ ଓପନିଂ ମ୍ୟାଚରେ ସୌରାଷ୍ଟ୍ର ପକ୍ଷରୁ ଭାରତ ଅଲ୍ରାଉଣ୍ଡର ରବୀନ୍ଦ୍ର ଜାଡେଜା ଖେଳିବେ। ଜୟଦେବ ଉନାଡକଟ ତାଙ୍କ ଅଧିନାୟକ…
ସୁନା ଜିତିବା ପରେ ଟଙ୍କା ବର୍ଷା: ଏହି ଖେଳାଳିଙ୍କୁ ମିଳିବ କୋଟି କୋଟି ଟଙ୍କା
ନୂଆଦିଲ୍ଲୀ,୯।୧୦: ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିବା ପ୍ରତ୍ୟେକ ଖେଳାଳିଙ୍କ ପାଇଁ ଏକ ବଡ଼ ଉପଲବ୍ଧି। ଏହି ସଫଳତା ସହ ଯଦି ଲକ୍ଷ ଲକ୍ଷ ଟଙ୍କାର ନଗଦ…
ହଠାତ୍ ଅନ୍ତର୍ଜାତୀୟ କ୍ରିକେଟ୍କୁ ବାଏ ବାଏ କରି ସମସ୍ତଙ୍କୁ ଚମକାଇଦେଲେ ଏହି କ୍ରିକେଟର୍
ନୂଆଦିଲ୍ଲୀ,୯।୧୦:ଭାରତରେ ଜନ୍ମିତ ନ୍ୟୁଜିଲାଣ୍ଡ କ୍ରିକେଟର୍ ଜିତ ରାଭାଲ ପେସାଦାର କ୍ରିକେଟ୍ରୁ ଅବସର ଘୋଷଣା କରିଛନ୍ତି। ୩୮ ବର୍ଷୀୟ ଏହି ଓପନିଂ ବ୍ୟାଟର୍ ନିଜ କ୍ୟାରିୟର ଓ ଉପଲବ୍ଧିକୁ…
ସପ୍ତାହେ ମଧ୍ୟରେ କୋହଲିଙ୍କ ୫ ରେକର୍ଡକୁ ଧୂଳିସାତ୍ କରିଦେଲେ ଏହି ୫ ବ୍ୟାଟର୍
ନୂଆଦିଲ୍ଲୀ,୯।୧୦: ବିରାଟ କୋହଲିଙ୍କ ନାଁରେ ଅନେକ କ୍ରିକେଟ ରେକର୍ଡ ରହିଛି। ଏହାକୁ ଭାଙ୍ଗିବା ଯେକୌଣସି ଖେଳାଳିଙ୍କ ପାଇଁ ଏକ ବଡ଼ ସଫଳତା ହେବ। ଗତ ସପ୍ତାହ ମଧ୍ୟରେ…
ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର
ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍ରେ ବିଜୟ ହାସଲ…
କୋହଲିଙ୍କ ଏହି ସ୍କିଲ୍ ଚୋରାଇବାକୁ ଚାହୁଁଛନ୍ତି ଅଭିଷେକ: କହୁ କହୁ କହିଦେଲେ ମନର କଥା
ନୂଆଦିଲ୍ଲୀ,୯।୧୦: ଭାରତୀୟ କ୍ରିକେଟ୍ର ଯୁବ ତାରକା ଅଭିଷେକ ଶର୍ମା ନିଜ ବିସ୍ଫୋରକ ବ୍ୟାଟିଂ ପାଇଁ ବେଶ ପରିଚିତ। ଛକା ଓ ଚୌକା ବର୍ଷା କରିବାରେ ମାହିର ଏହି…
ଚମକିଲେ ବସ୍ ଡ୍ରାଇଭରଙ୍କ ପୁଅ, ସଞ୍ଚୁ-ବୈଭବଙ୍କୁ ଦେଲେ ଚକ୍ମା: ମିଳିଲା ବଡ଼ ଅଫର୍
ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ନେଇ ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍ରେ ଉତ୍ସାହ ଦେଖିବାକୁ ମିଳୁଛି। ମ୍ୟାଚ ପୂର୍ବରୁ ଭାରତୀୟ ଦଳର…

