Posted inଖେଳ

କୋଭିଡ-୧୯: ନେମାରଙ୍କ ୧୦ ଲକ୍ଷ ଡଲାର ସହାୟତା

ରିଓ ଡି ଜନେରୋ(୪।୪):
କରୋନା ଭାଇରସ ମୁକାବିଲା ପାଇଁ ବ୍ରାଜିଲ ଫୁଟବଲ ସୁପର ଷ୍ଟାର୍ ନେମାର ୧୦ ଲକ୍ଷ ଆମେରିକୀୟ ଡଲାର ସହାୟତା ପ୍ରଦାନ କରିଛନ୍ତି। ବିଶ୍ଵ ର ତୃତୀୟ ଦାମୀ ଫୁଟବଲର ବିବେଚିତ ହେଉ ଥିବା ପ୍ୟାରିସ ସେଣ୍ଟ ଜର୍ମନ୍ ତାରକା ନେମାର ଏହି ଅର୍ଥ ର କିଛି ଅଂଶ ଜାତିସଂଘର ୟୁନିସେଫକୁ ପ୍ରଦାନ କରିଛନ୍ତି। ଆଉ କିଛି ଅଂଶ ନିଜର ଜଣେ ବନ୍ଧୁଙ୍କ ଚାରିଟି ସଂସ୍ଥା କୁ ଦେଇଛନ୍ତି।
ତେବେ ନେମାର୍ ଙ୍କ କାର୍ଯ୍ୟାଳୟ ତରଫରୁ ଅଧିକ କିଛି କହିବାକୁ ମନା କରି ଦିଆଯାଇଛି। ଦାନ ଓ ସମାଜ ମଙ୍ଗଳ କାର୍ଯ୍ୟକ୍ରମ ବିଷୟରେ ଆମେ କିଛି ଘୋଷଣା କରି ନ ଥାଉ ବୋଲି ତାଙ୍କ ମୁଖପାତ୍ର କହିଛନ୍ତି।୨୮ ବର୍ଷୀୟ ନେମାର୍ ଙ୍କ ପୂର୍ବରୁ ତାଙ୍କ କ୍ଲବ ସା ଥି ଖେଳାଳି କିଲିଆନ୍ ଏମ୍ବାପେ ମଧ୍ୟ ବୃହତ ପରିମାଣର ଅର୍ଥ କୋଭିଡ-୧୯ ମୁକାବିଲା ପାଇଁ ଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଣ୍ଣ ଜିତିଲେ ଆଦିବାସୀ ଝିଅ ଝରଣା: ଶ୍ରମିକ ମା’ବାପାଙ୍କ ଝିଅଙ୍କ ସଫଳତାରେ ଜିଲା ଗର୍ବିତ

ଅମରପାଲି,୩ା୧୦(ପୀତାମ୍ବର ସାହୁ):ଦୃଢ଼ ଇଚ୍ଛାଶକ୍ତି, ଅଧ୍ୟବସାୟ ଓ ନିରନ୍ତର ପରିଶ୍ରମ ଆଗରେ ହାର ମାନିଛି ଆର୍ଥିକ ଅନଟନ। ଏହାର ଉଦାହରଣ ସାଜିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ସଂଗ୍ରାମପୁର…

୧୭ ବର୍ଷୀୟା କୁମକୁମଙ୍କ ହ୍ୟାଟ୍ରିକ୍‌: ଏସିଆନ ଗେମ୍ସରେ ପୁଣି ସ୍ବର୍ଣ୍ଣ ଜିତି ରଚିଲେ ଇତିହାସ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ତୀରନ୍ଦାଜଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମାତ୍ର ୧୭ ବର୍ଷ ବୟସରେ କୁମକୁମ ମୋହଦ ଭାରତକୁ ଦେଇଛନ୍ତି ୧୭ତମ ସ୍ବର୍ଣ୍ଣ…

ବଦଳିର ବାର୍ତ୍ତା

ଅତିରିକ୍ତ ସଚିବ ସ୍ତରରେ ୧୦ ଜଣ ଅଧିକାରୀଙ୍କ ଅଦଳବଦଳ ଏକ ସାଧାରଣ ପ୍ରଶାସନିକ କାର୍ଯ୍ୟ ହୋଇପାରେ। କିନ୍ତୁ ନିକଟରୁ ଦେଖିଲେ ଏହା କେନ୍ଦ୍ର ସରକାର କେଉଁ କ୍ଷେତ୍ରରେ…

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

ଦୀପାବଳି ପୂର୍ବରୁ ଖୁସିଖବର: ରାଶନ କାର୍ଡଧାରୀଙ୍କୁ ମାଗଣା ମିଳିବ ଗ୍ୟାସ ସିଲିଣ୍ଡର! ଜାଣନ୍ତୁ କେମିତି ଉଠାଇବେ ଲାଭ

୩।୧୦: ଦୀପାବଳି ପର୍ବ ପୂର୍ବରୁ ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ସାଧାରଣ ଲୋକଙ୍କ ପାଇଁ ବଡ଼ ଖବର ସାମ୍ନାକୁ ଆସିଛି। ଦିଲ୍ଲୀ ସରକାର ରାଶନ କାର୍ଡଧାରୀ ପରିବାରଙ୍କୁ…

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ମୋଦି, ଶାହା, ଜ୍ଞାନେଶ ‘ଗଣତନ୍ତ୍ର ଧ୍ୱଂସ’ କରିଛନ୍ତି: ରାହୁଲ

ନୂଆଦିଲ୍ଲୀ, ୩।୧୦: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?