କୋଭିଡ-୧୯ ପଜିଟିଭ୍‌ଙ୍କ ଚିକିତ୍ସା କରୁଥିବା ସ୍ବାସ୍ଥ୍ୟ କର୍ମଚାରୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା: ଦିଆଯାଉଛି ଟ୍ରେନିଂ, ଚିକିତ୍ସା କରିବା ପୂର୍ବରୁ କରାଯାଉଛି ମକ୍‌ଡ୍ରିଲ୍‌

ଭୁବନେଶ୍ୱର,୧୬।୪(ବ୍ୟୁରୋ): କରୋନା ସଂକ୍ରମଣ ଜନିତ ରୋଗ। ଏଣୁ ଏଥିରେ ସଂକ୍ରମିତଙ୍କୁ ଚିକିତ୍ସା କରୁଥିବା ଡାକ୍ତର ତଥା ଅନ୍ୟ ସ୍ବାସ୍ଥ୍ୟକର୍ମଚାରୀଙ୍କ ପ୍ରତି ବିପଦ ରହିଛି। କାରଣ ସେମାନେ ମଧ୍ୟ ଏଥିରେ ସଂକ୍ରମିତ ହୋଇପାରନ୍ତି। ଏଣୁ ରାଜ୍ୟରେ ଚିହ୍ନଟ ହୋଇଥିବା ପଜିଟିଭ୍‌ମାନଙ୍କ ଚିକିତ୍ସା କରୁଥିବା ସ୍ବାସ୍ଥ୍ୟ କର୍ମଚାରୀଙ୍କ ପାଇଁ ସରକାର କି ବ୍ୟବସ୍ଥା କରିଛନ୍ତି ବୋଲି ପ୍ରଶ୍ନର ଉତ୍ତର ରଖିଛନ୍ତି ଉନ୍ନୟନ କମିଶନର ତଥା ଅତିରକ୍ତ ଶାସନ ସଚିବ ସୁରେଶ ମହାପାତ୍ର।

ସେ କହିଛନ୍ତି, କୋଭିଡ ହସ୍ପିଟାଲରେ ନିୟୋଜିତ ହେଉଥିବା ସମସ୍ତ କର୍ମଚାରୀଙ୍କୁ ସ୍ବତନ୍ତ୍ର ଟ୍ରେନିଂ ଦିଆଯାଉଛି। ଦରକାର ମୁତାବକ ସ୍ବାସ୍ଥ୍ୟ ଉପକରଣ ଯୋଗାଇ ଦିଆଯାଇଛି। ଏପରିକି ରୋଗୀ ସେବା ନିମନ୍ତେ ମକ୍‌ ଡ୍ରିଲ କରାଯାଉଛି। ବିଶେଷକରି ସେମାନେ ରହିବା ପାଇଁ ସବୁ ସ୍ଥାନରେ ହୋଟେଲର ବ୍ୟବସ୍ଥା କରାଯାଉଛି। ଚିକିତ୍ସା କରିବାର ୧୪ ଦିନ ପରେ ସେମାନେ ପୁଣି ୧୪ ଦିନ କ୍ୱାରାଣ୍ଟାଇନ୍‌ରେ ରହିବେ। ସେଥିପାଇଁ ମଧ୍ୟ ରାଜ୍ୟ ସରକାର ସମସ୍ତ ବ୍ୟବସ୍ଥା ଗ୍ରହଣ କରିଛନ୍ତି। ସେମାନଙ୍କର ଖାଇବା ପିଇବାଠାରୁ ଆରମ୍ଭ କରି ସ୍ବାସ୍ଥ୍ୟ ସମସ୍ୟା ଉପରେ ନଜର ରଖାଯାଉଥିବା ସେ ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟିକାକୁ ଭୟ: ନେବାକୁ ଚାହୁଁ ନାହାନ୍ତି ୬୨ ପ୍ରତିଶତ ଲୋକ

ନୂଆଦିଲ୍ଲୀ,୧୯।୧: ଦେଶରେ ସାର୍ବଜନୀକ କରୋନା ଟିକାକରଣ ଅଭିଯାନ ଜାରି ରହିଛି। ତେବେ ପାର୍ଶ୍ୱ ପ୍ରତିକ୍ରିୟା ଯୋଗୁ ଲୋକଙ୍କ ମନରେ ଭୟ ସୃଷ୍ଟି ହୋଇଛି। ଦେଶର ୬୨...

ଫନୀ ଉଜାଡ଼ିଦେଲା ବ୍ୟବସାୟ : ମିଳୁନି କଞ୍ଚାମାଲ୍‌, ଚିନ୍ତାରେ ମୂର୍ତ୍ତି କାରିଗର

ଭୁବନେଶ୍ୱର,୨୩ା୮(ବ୍ୟୁରୋ) : ଏବର୍ଷ ଫନୀ ଉଜାଡ଼ିଦେଲା ମୂର୍ତ୍ତି ବ୍ୟବସାୟ। ଚିନ୍ତାରେ ମୂର୍ତ୍ତି କାରିଗର। ଭଲ ରୋଜଗାର ଦେଉଥିବା ଏହି ଋତୁକାଳୀନ ବ୍ୟବସାୟ ଏଥର ବାତ୍ୟା ଫନୀ...

ହୋମ୍‌ ସର୍ଭିସ୍‌ ଦେଉଥିବା ସେଲୁନ୍‌ ମାଲିକଙ୍କୁ ଦେବାକୁ ପଡ଼ିବ ୨୫ ହଜାର ଜରିମାନା

ରାୟପୁର,୧୬।୫: କରୋନା ସଂକ୍ରମଣରୁ ଦୂରେଇ ରହିବା ଲାଗି ଭାରତରେ ଲକ୍‌ଡାଉନ୍‌ ଜାରି ହୋଇଛି। ଲୋକେ ବହୁ ଦିନ ଧରି ଘରେ ବନ୍ଦ ରହିଛନ୍ତି। ଲୋକଙ୍କ ମୁଣ୍ଡ...

ପୌରରେ ଆସିବେ ନା ପଞ୍ଚାୟତ ଭଳି ରହିଯିବେ

ଭୁବନେଶ୍ୱର, ୯।୩(ବ୍ୟୁରୋ): ରାଜ୍ୟରେ ଗତ କିଛିଦିନ ହେଲା ପଞ୍ଚାୟତ ନିର୍ବାଚନ ଶେଷ ହୋଇଛି। ଏଥର ନିର୍ବାଚନରେ ବିଜେଡି ଏକପାଖିଆ ସଫଳତା ହାସଲ କରିଥିବା ବେଳେ ବିରୋଧୀ...

ଚିଠିର ଉତ୍ତର, ଡ୍ରେନ୍‌ ବ୍ଲୁ ପ୍ରିଣ୍ଟ ଦେଉନି ଏନ୍‌ଏଚ୍‌ଏଆଇ

ଅନୁଗୋଳ ଅଫିସ, ୨୯।୭ ଅନୁଗୋଳ ଜିଲା ଦେଇ ଯାଇଥିବା ୫୫ନଂ. ଜାତୀୟ ରାଜପଥର ବଅଁରପାଳରୁ ରନ୍ତଲେଇ ପର୍ଯ୍ୟନ୍ତ ରାସ୍ତା ନିର୍ମାଣରେ ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ...

ମ୍ୟାଚ୍‌ ଲାଗି ଟିକେଟ କିଣିବାକୁ ଅସମ୍ଭାଳ ଭିଡ

କଟକ ଅଫିସ,୯।୬: ଜୁନ ୧୨ରେ କଟକ ବାରବାଟୀ ଷ୍ଟାଡିୟମରେ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି୨୦ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ଗୁରୁବାରଠାରୁ ଅଫ୍‌ଲାଇନରେ ଟିକେଟ ମିଳୁଛି ।...

ବିପୁଳ କ୍ଷତି ସହିଲେଣି ପରିବା ଚାଷୀ, ବ୍ୟବସାୟୀ

ଭୁବନେଶ୍ୱର,୪ା୫(ବ୍ୟୁରୋ): ଲକ୍‌ଡାଉନ୍‌ରେ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦେଇ କୃଷି କାର୍ଯ୍ୟ ଓ କୃଷିଜାତ ଦ୍ରବ୍ୟ ବିକ୍ରିବଟାକୁ ଅନୁମତି ଦିଆଯାଇଛି। ଏଭଳି ସଙ୍କଟ ସମୟରେ ଚାଷୀମାନେ ପରିବା...

ଖୋଲିବ ୬୩ ଆଦର୍ଶ ବିଦ୍ୟାଳୟ

ଭୁବନେଶ୍ୱର, ୩୦।୧୨(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ବୁଧବାର ଜିଲା ଶିକ୍ଷା ଅଧିକାରୀମାନଙ୍କ ସମୀକ୍ଷା ବୈଠକ ପଟିଆସ୍ଥିତ...

Advertisement
Archives

Model This Week