ଲାଉସେନ,୬।୬(ପି.ଟି.): କୋଭିଡ୍-୧୯ ମହାମାରୀ କାରଣରୁ ଆମେରିକାର ୟାଙ୍କଟନରେ ଆୟୋଜନ ହେବାକୁ ଥିବା ୨୦୨୦ ବିଶ୍ୱ ତୀରନ୍ଦାଜୀ ଫିଲ୍ଡ ଚାମ୍ପିୟନଶିପ୍କୁ ଘୁଞ୍ଚାଇବାକୁ ନିଷ୍ପତ୍ତି ନିଆଯାଇଛି। ଏବେ ଏହି ମେଗା ଇଭେଣ୍ଟ ୨୦୨୨ରେ ଆୟୋଜନ ହେବ। ଏହି ଇଭେଣ୍ଟ ଏନ୍ଏଫ୍ଏଏ ଇଷ୍ଟନ ୟାଙ୍କଟନ ଆର୍ଚେରୀ ସେଣ୍ଟରରେ ଚଳିତ ବର୍ଷ ସେପ୍ଟେମ୍ବରରେ ଆୟୋଜନ ହେବାର କାର୍ଯ୍ୟକ୍ରମ ଥିଲା। କରୋନା ଭାଇରସ୍ ସଂକ୍ରମଣ ପାଇଁ ଜାରୀ କରାଯାଇଥିବା କଟକଣା ଓ ଆଥ୍ଲେଟମାନଙ୍କ ସ୍ବାସ୍ଥ୍ୟ ତଥା ନିରାପତ୍ତାକୁ ଦୃଷ୍ଟିରେ ଓ୍ବାଲର୍ଡ ଆର୍ଚେରୀ (ଓ୍ବାଲର୍ଡ ଆର୍ଚେରୀ) ଓ ୟାଙ୍କଟନ ଆୟୋଜକ କମିଟି ମିଳିତ ଭାବେ ଏହି ଇଭେଣ୍ଟକୁ ଘୁଞ୍ଚାଇବାକୁ ନିଷ୍ପତ୍ତି ନେଇଛନ୍ତି।
ଏହି ଚାମ୍ପିୟନଶିପ୍କୁ ଗୋଟିଏ ବର୍ଷ ଘୁଞ୍ଚାଇବାର ନିଷ୍ପତ୍ତିକୁ ଓ୍ବାଲର୍ଡ ଆର୍ଚେରୀ ବିରୋଧ କରିଥିଲା। କାରଣ ୨୦୧୨ରେ କାର୍ଯ୍ୟସୂଚୀ ବେଶ୍ ବ୍ୟସ୍ତ ବହୁଳ ରହିଥିଲା। ୟାଙ୍କଟନ୍ରେ ଆସନ୍ତା ବର୍ଷ ବଶ୍ୱ ଆର୍ଚେରୀ ଚାମ୍ପିୟନଶିପ୍ ଆୟୋଜନ ହେବାର କାର୍ଯ୍ୟକ୍ରମ ରହିଛି। ପ୍ରଥମେ ଏହି ଇଭେଣ୍ଟକୁ ୨୦୨୧ରେ ଆୟୋଜନ କରାଯିବାର କାର୍ଯକ୍ରମ ଥିଲା। ତେବେ ଅଲିମ୍ପିକ୍ ଘୁଞ୍ଚାଯିବା କାରଣରୁ ଏହାକୁ ୨୦୨୨କୁ ଘୁଞ୍ଚାଇବା ପାଇଁ ନିଷ୍ପତ୍ତି ନିଆଯାଇଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଫିଲ୍ଡ ଚାମ୍ପିୟନଶିପ୍କୁ ଆମେ ଘୁଞ୍ଚାଇବାକୁ ନିଷ୍ପତ୍ତି ନେଇଛୁ ଓ ଏଥିପାଇଁ ଆମେ ଦୁଃଖିତ ବୋଲି ଡବ୍ଲ୍ୟଏ ସାଧାରଣ ସମ୍ପାଦକ ଟମ୍ ଡିଏଲେନ କହିଛନ୍ତି। ଏବେ ଆମେ ୨୦୨୧ରେ ଏକ ଓ୍ବାଲର୍ଡ ଗେମ କ୍ୱାଲିଫିକେଶନ ଇଭେଣ୍ଟ ଓ ଓ ୨୦୨୨ରେ ଗେମ୍ସ ଆଣ୍ଡ ଚାମ୍ପିୟନଶିପ୍ ଆୟୋଜନ କରିବା ଉପରେ ମନୋନିବେଶ କରିବୁ ବୋଲି ଟମ୍ କହିଛନ୍ତି।
କିଏ ଉଠାଇବେ ସୋନମ ୱାଙ୍ଗଚୁକଙ୍କ ଚିକିତ୍ସା ଖର୍ଚ୍ଚ: ଜାଣନ୍ତୁ କ’ଣ କହୁଛି ନିୟମ
ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରେ ଭର୍ତ୍ତି ହେବା ପରେ ସବୁଠାରୁ ବଡ଼ ପ୍ରଶ୍ନ ଏହା ଯେ ଏହି ଚିକିତ୍ସା ପାଇଁ ହେଉଥିବା ମୋଟ ଖର୍ଚ୍ଚ କିଏ ଦେବ? ବର୍ତ୍ତମାନ ପର୍ଯ୍ୟନ୍ତ…
ପୋଲିସ ସହ ଛାତ୍ରୀଛାତ୍ରଙ୍କ ଘମାଘୋଟ ସଂଘର୍ଷ: ଦିଲ୍ଲୀ ପରେ ଏବେ ଏଇଠି ତେଜିଲା ଆନ୍ଦୋଳନ, CJPକୁ ସମର୍ଥନ କରି…
ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ସଂସଦ ଭବନ ମାର୍ଚ୍ଚ ସମୟରେ ଯେପରି ଚିତ୍ର ସାମ୍ନାକୁ ଆସିଥିଲା, କିଛି ସେହିପରି ଚିତ୍ର ବୁଧବାର ରାଜଧାନୀ ପାଟନାରେ ଦେଖିବାକୁ ମିଳିଛି। ‘ଆଇସା’ (AISA)…
ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ
ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…
ବଡ଼ ଘୋଷଣା କଲେ ମୋଦି ସରକାର; ସିଜେପି ନେତାଙ୍କ ସହ ହେବ…
ନୂଆଦିଲ୍ଲୀ,୨୨ା୭: କକରୋଚ୍ ଜନତା ପାର୍ଟି (CJP) ର ନେତୃତ୍ୱରେ ପେପର ଲିକ୍ ବିରୋଧରେ ଆନ୍ଦୋଳନ ଜାରି ରହିଛି। ସଂସଦ ମାର୍ଚ୍ଚ ପରେ ବି ସିଜେପିର ପ୍ରତିବାଦ ଥମିନାହିଁ।…
ଉଦ୍ଧବ ଠାକ୍ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍କା, ୬ ଏମ୍ପିଙ୍କ ମିଶ୍ରଣକୁ…
ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…
ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ
ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…
ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…
ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…
ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ
ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…
Archives

