କୋଭିଡ-୧୯ ମହାମାରୀ ମୁକାବିଲା: ଡାକ୍ତର, ସ୍ବାସ୍ଥ୍ୟକର୍ମାଙ୍କ ସେବାକୁ ଉଚ୍ଚ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୬।୪(ବ୍ୟୁରୋ): କରୋନା (କୋଭିଡ-୧୯)ର ପ୍ରକୋପ ବେଳକୁ ବେଳ ଭୟଙ୍କର ହେବାରେ ଲାଗିଛି। ଏହି ମହାମାରୀର ମୁକାବିଲା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଲକ୍‌ଡାଉନ୍‌ ଠାରୁ ଆରମ୍ଭ କର ସଟ୍‌ଡାଉନ୍‌ ଭଳି ପଦକ୍ଷେପ ନେବାକୁ ବାଧ୍ୟ ହୋଇଛନ୍ତି। ଏହି ମହା ବିପଦକୁ ମୁକାବିଲା କରିବା ପାଇଁ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ଲୋକଙ୍କୁ ଅନୁରୋଧ କରିଛନ୍ତି। ନିଜ ଜୀବନକୁ ବିପଦରେ ପକାଇ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀମାନେ ନିଜର କର୍ତ୍ତବ୍ୟ କରି ଚାଲିଛନ୍ତି। ସେମାନଙ୍କୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିବା ସହିତ ସୋମବାର ପୂର୍ବାହ୍ନରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଆଲୋଚନା କରିଛନ୍ତି। ଏହି ବିଶ୍ୱ ମହାମାରୀର ମୁକାବିଲା ପାଇଁ ସେମାନଙ୍କର ସେବାକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଛନ୍ତି। ମହାନଦୀ କୋଲ୍‌ ଲିମିଟେଡ୍‌ର ଓଡ଼ିଶାକୁ ସହାୟତା ପାଇଁ କେନ୍ଦ୍ର ମନ୍ତ୍ରୀ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର ଖଣି ଓ ସଂସଦୀୟ ବ୍ୟାପର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏଥିସହିତ ଘରୋଇ ହସ୍ପିଟାଲ ସୋଆ ପକ୍ଷରୁ ନିର୍ଦ୍ଧାରିତ ସମୟ ମଧ୍ୟରେ କୋଭିଡ୍‌ ହସ୍ପିଟାଲ ନିର୍ମାଣ କରାଯାଇଥିବାରୁ ସମ୍ପୃକ୍ତ ସଂସ୍ଥାକୁ ମଧ୍ୟ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି…

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri