କୋଭିଡ-୧୯ ସହ ଲଢିବାକୁ ଭାରତକୁ ସାହାଯ୍ୟ କରିବ ଚାଇନା

ବେଜିଂ,୨୦।୩: କୋଭିଡ-୧୯ ସହ ଲଢିବାକୁ ଶୁକ୍ରବାର ଚାଇନାଠାରୁ ପରାମର୍ଶ ନେଇଛନ୍ତି ୟୁରୋଏସିଆନ ଓ ସାଉଥ୍‌ ଏସିଆନର ପ୍ରାୟ ୧୦ ଦେଶ। ଭିଡିଓ କନଫରେନ୍‌ସିଂ ଜରିଆରେ ଏମାନେ କଥା ହୋଇଛନ୍ତି। ଏଥିରେ ଆମ ଦେଶର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ, ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଅଧିକାରୀମାନେ ଯୋଗ ଦେଇଥିଲେ। ତେବେ କୋଭିଡ-୧୯ ସହ ଲଢିବାକୁ ଚାଇନା ଭାରତକୁ ସମସ୍ତ ପ୍ରକାର ସାହାଯ୍ୟ ସହଯୋଗ କରିବ ବୋଲି କହିଛନ୍ତି ଭାରତରେ ଥିବା ଚାଇନାର ରାଷ୍ଟ୍ରଦୂତ ସନ୍‌ ଓ୍ବିଙ୍ଗଡଙ୍ଗ। ସୂଚନାଯୋଗ୍ୟ, ନିକଟରେ ଚାଇନାରେ ଦେଖାଦେଇଥିବା କରୋନା ସଂକ୍ରମଣ ସମୟରେ ଭାରତ ଚାଇନାକୁ ସର୍ଜିକାଲ ମାସ୍କ, ସର୍ଜିକାଲ ଗ୍ଲୋଭ୍ସ ସହ ପ୍ରାୟ ୧୫ ଟନ୍‌ ମେଡିକାଲ ଉପକରଣ ଫେବୃୟାରୀ ୨୦, ୨୦୨୦ରେ ଯୋଗାଇ ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନାସା ସର୍ଭର ହ୍ୟାକ୍‌: ମଙ୍ଗଳ ଅଭିଯାନ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଚୋରି ଆଶଙ୍କା

ଓ୍ବାଶିଂଟନ,୨୨।୬: ଆମେରିକା ମହାକାଶ ଗବେଷଣା ସଂସ୍ଥା ନାସାର ସର୍ଭର ହ୍ୟାକ୍‌ ହୋଇଛି। ଏଥିରେ ଥିବା ମଙ୍ଗଳ ଅଭିଯାନ ସମ୍ପର୍କିତ ତଥ୍ୟ ହ୍ୟାକର୍‌ ଚୋରି କରିଥିବା ଆଶଙ୍କା...

୩ ଜଣଙ୍କ ଡିଏନ୍‌ଏରେ ଶିଶୁ ଜନ୍ମ

ଲଣ୍ଡନ,୧୧ା୫ : ବ୍ରିଟେନ୍‌ରେ ପ୍ରଥମ ଥର ପାଇଁ ୩ ଜଣ ବ୍ୟକ୍ତିଙ୍କ ଡିଏନ୍‌ଏକୁ ମିଶ୍ରଣ କରି ଶିଶୁ ଜନ୍ମ କରାଯାଇଛି। ପିଲାମାନଙ୍କୁ ବିରଳ ଆନୁବଂଶିକ ରୋଗରୁ...

ବ୍ରାଜିଲ ରାଷ୍ଟ୍ରପତି ହେବେ ସାଧାରଣତନ୍ତ୍ର ଦିବସର ମୁଖ୍ୟ ଅତିଥି

ବ୍ରାସିଲିଆ, ୧୫-୧୧(ପି.ଟି.): ୨୦୨୦ ସାଧାରଣତନ୍ତ୍ର ଦିବସରେ ବ୍ରାଜିଲ ରାଷ୍ଟ୍ରପତି ଜୈର୍‌ ବୋଲ୍‌ସୋନାରୋ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅନୁରୋଧକୁ ସେ ଗ୍ରହଣ...

ବିବାହ କଲେ ଦୁଇ ସୁନ୍ଦରୀ

ବୁଏନୋସ ଆଇରେସ,୩।୧୧: ମିସ ଆର୍ଜେଣ୍ଟିନା ମାରିଆନା ଭାରେଲା ଏବଂ ମିସ ପୁଏର୍ଟୋ ରିକୋ ଫାବିଓଲା ଭାଲେଣ୍ଟାଇନ ନିଜ ସମ୍ପର୍କକୁ ନେଇ ବଡ଼ ଖୁଲାସା କରିଛନ୍ତି। ଦୁହେଁ...

ଶରୀରରେ ଆଇଏଲ୍‌-୬ ପ୍ରୋଟିନ୍‌ ଅଧିକ ରହିଲେ ହୁଏ କରୋନା ସଂକ୍ରମଣ

ଓ୍ବାଶିଂଟନ, ୬।୬: କରୋନା ମହାମାରୀ ବିରୋଧରେ ପୃଥିବୀରେ ଲଢ଼େଇ ଜାରି ରହିଛି। କେଉଁ ମାନଙ୍କ କ୍ଷେତ୍ରରେ କରୋନା ସଂକ୍ରମଣ ଆଶଙ୍କା ଅଧିକ ରହିଥାଏ ସେନେଇ ଗବେଷକ...

ଏନ୍ତୁଡ଼ିଶାଳରେ କରୋନା ବେକାବୁ, ଚାଇନାର ସାନ୍ୟା ସହରରେ ଲକ୍‌ଡାଉନ, ୮୦ ହଜାରରୁ ଅଧିକ ପର୍ଯ୍ୟଟକ ଚିନ୍ତାରେ…

ବେଜିଂ, ୬।୮ :  କରୋନା ଏନ୍ତୁଡ଼ିଶାଳ ଚାଇନାରେ  କରୋନା ପୁଣି ଥରେ ନିୟନ୍ତ୍ରିତ ହରାଇଛି। ଶନିବାର ଚାଇନାର ’ହାୱାଇ’ କୁହାଯାଉଥିବା ସାନ୍ୟା ସହରରେ କର୍ତ୍ତୃପକ୍ଷ ଲକ୍‌ଡାଉନ...

ଜଳୁଛି କାଲିଫର୍ନିଆ ଜଙ୍ଗଲ

ସାନ୍‌ ଫ୍ରାନ୍ସିସ୍‌କୋ, ୨୫।୭: କାଲିଫର୍ନିଆ-ନେଭାଡା ସୀମାରେ ହଜାର ହଜାର ଏକର ଜଙ୍ଗଲ ଦୀର୍ଘ ଦୁଇ ସପ୍ତାହ ହେଲା ଜଳୁଛି। ପ୍ରାଥମିକ ଅବସ୍ଥାରେ ଆମେରିକା ଜଙ୍ଗଲ ସେବା...

ଦକ୍ଷିଣ ଇରାନ ବନ୍ୟାରେ ଗଲା ୨୧ ଜୀବନ

ତେହରାନ, ୨୫।୭: ପ୍ରବଳ ବର୍ଷା କାରଣରୁ ସାଉଥର୍ନ ଇରାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ସ୍ଥାନୀୟ ଗଣମାଧ୍ୟମ ରିପୋଟର୍ର୍ ଅନୁସାରେ ବନ୍ୟାରେ ପ୍ରାୟ ୨୧ଜଣଙ୍କ ମୃତ୍ୟୁ...

Advertisement
Archives

Model This Week