Posted inଜାତୀୟ

କୋଭିଡ-୧୯: ୧୭ ହଜାର କଏଦୀଙ୍କୁ ମିଳିବ ପାରୋଲ

ମୁମ୍ବାଇ,୧୨।୫: କରୋନା ଭାଇରସ ସଂକ୍ରମଣ ଏବେ ମହାରାଷ୍ଟ୍ରରେ ସର୍ବାଧିକ ଥିବା ବେଳେ ଏହାକୁ ରୋକିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଏବେ ମହାରାଷ୍ଟ୍ରର ବିଭିନ୍ନ ଜେଲରେ ବନ୍ଦୀଥିବା ପାଖାପାଖି ୩୫,୦୦୦ କଏଦୀଙ୍କ ମଧ୍ୟରୁ ୧୭,୦୦୦ କଏଦୀଙ୍କୁ ଅସ୍ଥାୟୀ ପାରୋଲ ମିଳିବ ବୋଲି ସରକାର କହିଛନ୍ତି। ମୁମ୍ବାଇର ଅର୍ଥର ରୋଡରେ ଥିବା ଜେଲରେ ପ୍ରାୟ ୧୫୦ରୁ ଊର୍ଦ୍ଧ୍ୱ କଏଦୀ କରୋନାରେ ସଂକ୍ରମିତ ହେବା ପରେ ଭିଡ କମାଇବାକୁ ଯାଇ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଶିଷଙ୍କ ଜାମିନକୁ କାହିଁକି କରାଯାଇ ନାହିଁ ବିରୋଧ, ଉତ୍ତରପ୍ରଦେଶ ସରକାରଙ୍କୁ ସୁପ୍ରିମ୍‌କୋର୍ଟଙ୍କ ସମାଲୋଚନା…

ନୂଆଦିଲ୍ଲୀ, ୩୦।୩ : ଲଖୀମପୁର ଖେରୀ ମାମଲାରେ ଆଶିଷ ମିଶ୍ରଙ୍କ ଉପରେ ପୁଣି ଖଣ୍ଡା ଝୁଲିବାରେ ଲାଗିଛି। ଆଶିଷ ମିଶ୍ରଙ୍କ ଜାମିନ ଖାରଜ ପାଇଁ କରାଯାଇଥିବା...

ଗୋଟିଏ ଦିନରେ ୩୩ ପିଲା ପଜିଟିଭ୍‌

ଲକ୍ଷ୍ନୌ,୧୯।୪: ଉତ୍ତରପ୍ରଦେଶର ଗୌତମ ବୁଦ୍ଧନଗର ଜିଲାରେ କରୋନା ସଂକ୍ରମଣ ବଢିଚାଲିଛି। ଗତ ୨୪ ଘଣ୍ଟାରେ ଜିଲାରେ ୧୦୭ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୩୩...

ପ୍ରଧାନମନ୍ତ୍ରୀଙ୍କ ଘୋଷଣା: ବେସାହାରା ପିଲାଙ୍କୁ ମାସକୁ ମିଳିବ ୪ ହଜାର ଟଙ୍କା ଷ୍ଟାଇପେଣ୍ଡ୍‌

ନୂଆଦିଲ୍ଲୀ,୩୦।୫: କେନ୍ଦ୍ର ସରକାରଙ୍କ ୮ ବର୍ଷ ପୂରଣ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଭିଡ୍‌ ଅନାଥ ପିଲାମାନଙ୍କୁ ଏକ ବଡ଼ ଉପହାର ଦେଇଛନ୍ତି। ସୋମବାର ଭିଡିଓ...

କଠୋର ନିଷ୍ପତ୍ତି ନେବାକୁ ପଛାଇବନି କଂଗ୍ରେସ: ରମେଶ

ଇନ୍ଦୋର,୨୮।୧୧(ପି.ଟି.): ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ ଏବଂ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ୍‌ଙ୍କ ମଧ୍ୟରେ କ୍ଷମତା କନ୍ଦଳ ଲାଗିରହିଥିବାବେଳେ ସଂଗଠନକୁ ସୁଦୃଢ଼ କରିବା ଲାଗି ଆବଶ୍ୟକ...

କରୋନାରୁ ସୁସ୍ଥ ହେବା ପରେ କରନ୍ତୁ ଯୋଗ: ସ୍ବାସ୍ଥ୍ୟ ମନ୍ତ୍ରଣାଳୟ

ନୂଆଦିଲ୍ଲୀ, ୧୩।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳରେ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ପାଇଁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ମାର୍ଗଦର୍ଶିକା...

ସେଣ୍ଟ୍ରାଲ ଦିଲ୍ଲୀର ଜିଲାପାଳଙ୍କ ଡ୍ରାଇଭର କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୧।୫: ଦିଲ୍ଲୀରେ କରୋନା ଭାଇରସ୍‌ ସଂକ୍ରମଣ ତୀବ୍ରଗତିରେ ବଢ଼ିବାରେ ଲାଗିଛି। ଏଠାରେ ଏପର୍ଯ୍ୟନ୍ତ ୩୫୦୦ରୁ ଊର୍ଦ୍ଧ୍ୱ ଲୋକ ସଂକ୍ରମିତ ହୋଇସାରିଲେଣି। ଏହିକ୍ରମରେ ସେଣ୍ଟ୍ରାଲ ଦିଲ୍ଲୀର ଜିଲାପାଳ...

ରିପୋର୍ଟିଂ କରି ସ୍କୁଲର ସମସ୍ୟା ଦେଖାଇଲେ ୧୨ବର୍ଷୀୟ ଛାତ୍ର: ଭିଡିଓ ଭାଇରାଲ

ରାଞ୍ଚି,୫।୮: ଝାଡ଼ଖଣ୍ଡର ଗୋଡ୍ଡା ଅଞ୍ଚଳରୁ ଏକ ଭିଡିଓ ସାମ୍ନାକୁ ଆସିଛି। ଯେଉଁଥିରେ ଜଣେ ୧୨ବର୍ଷୀୟ ଛାତ୍ର ସାମ୍ବାଦିକ ହୋଇ ବିଦ୍ୟାଳୟର ସମସ୍ୟାକୁ ସମସ୍ତଙ୍କ ସମ୍ମୁଖକୁ ଆଣିବାକୁ...

ମାସ୍କ ପିନ୍ଧି ନ ଥିବାରୁ ପୋଲିସ ଭିଆଇଲା ଏଭଳି କାଣ୍ଡ

ଯୋଧପୁର,୫।୬: କିଛି ଦିନ ତଳେ ଆମେରିକାରେ ପୋଲିସର ବର୍ବରତା ଯୋଗୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିଲା। କିଛି ପୋଲିସକର୍ମୀ ଜର୍ଜ ଫ୍ଲୋଏଡ୍‌ ନାମକ ବ୍ୟକ୍ତିଙ୍କ ମୁଣ୍ଡକୁ...

Advertisement
Archives

Model This Week