କୋଭିଡ- ୧୯: ୮୦ ଲକ୍ଷ ଟଙ୍କା ଦେଲେ ରୋହିତ

ମୁମ୍ବାଇ,୩୧।୩(ପି.ଟି.): କୋଭିଡ- ୧୯ ମହାମାରୀ ମୁକାବିଲା ପାଇଁ ଭାରତୀୟ ତାରକା ବ୍ୟାଟ୍ସମ୍ୟାନ ରୋହିତ ଶର୍ମା ୮୦ ଲକ୍ଷ ଟଙ୍କା ଦାନ କରିଛନ୍ତି। ଏହି ଭୟଙ୍କର ସ୍ବାସ୍ଥ୍ୟ ସଙ୍କଟରୁ ସମସ୍ତଙ୍କୁ ମୁକୁଳାଇବା ହେଉଛି ସମସ୍ତଙ୍କର ଦାୟିତ୍ୱ ବୋଲି ସେ କହିଛନ୍ତି। ଭାରତୀୟ ଦିନିକିଆ ଦଳରେ ଉପ-ଅଧିନାୟକ ଥିବା ରୋହିତ ୪୫ ଲକ୍ଷ ଟଙ୍କା ପ୍ରଧାନମନ୍ତ୍ରୀଙ୍କ କେୟାର ଫଣ୍ଡକୁ ଦାନ ଦେଇଥିବାବେଳେ ୨୫ ଲକ୍ଷ ଟଙ୍କା ମହରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପଣ୍ଡକୁ ପ୍ରଦାନ କରିଛନ୍ତି। ସେ ମଧ୍ୟ ୫ ଲକ୍ଷ ଟଙ୍କା ‘ଜୋମାଟୋ ଫିଡିଂ ଇଣ୍ଡିଆ’ ପ୍ରଦାନ କରିଛନ୍ତି। ଦେଶରେ ଚାଲିଥିବା ଲକ୍‌ ଡାଉନ୍‌ କାରଣରୁ ପ୍ରଭାବିତ ହେଉଥିବା ପରିବାରଙ୍କୁ ଜୋମାଟୋ ସହାୟତା ପ୍ରଦାନ କରୁଛି। ସେହିପରି ବୁଲା କୁକୁରଙ୍କ କଲ୍ୟାଣ ପାଇଁ ସେ ୫ ଲକ୍ଷ ଟଙ୍କା ପ୍ରଦାନ କରୁଛନ୍ତି। ଟୁଇଟ୍‌ କରି ରୋହିତ ମଙ୍ଗଳବାର ସକାଳେ ଏ ବିଷୟରେ ସୂଚନା ଦେଇଛନ୍ତି।
ରୋହିତଙ୍କ ପୂର୍ବରୁ କ୍ରିକେଟ ଆଇକନ ସଚିନ ତେନ୍ଦୁଲକର, ସୁରେଶ ରାଇନା, ଅଜିଙ୍କ୍ୟ ରାହାନେ ଓ ଅନ୍ୟମାନେ ଦେଶରେ ଏହି ବପତ୍ତିରେ ଅର୍ଥଦାନ କରିଛନ୍ତି। କୋଭିଡ-୧୯ରେ ମହରାଷ୍ଟ୍ର ଦେଶର ସବୁଠାରୁ ପ୍ରଭାବିତ ରାଜ୍ୟ ସାବ୍ୟସ୍ତ ହୋଇଛି। ମଙ୍ଗଳବାର ସକାଳ ସୁଦ୍ଧା ରାଜ୍ୟରେ ୨୨୫ଜଣ ବ୍ୟକ୍ତି ଏହି ଭାଇରସ୍‌ ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି। ଭାରତରେ ଏପର୍ଯ୍ୟନ୍ତ ଏଥିରେ ୩୨ଜଣ ଲୋକ ପ୍ରାଣ ହରାଇଲେଣି। ସୋମବାର ରାତି ସୁଦ୍ଧା ୧,୨୫୧ ଜଣ କରୋନା ଭାଇରସ୍‌ରେ ସଂକ୍ରମିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ଦାଦନ ସର୍ଦ୍ଦାରଙ୍କୁ ଉଠାଇନେଲା ଛତିଶଗଡ଼ ପୋଲିସ: ଶ୍ରମିକ ଚାଲାଣ କରି ନିର୍ଯାତନା ଦେବା ଅଭିଯୋଗ

ନୂଆପଡ଼ା,୨୫ା୯ (ମକାରୁ ବେମାଲ):ଉତ୍ତରପ୍ରଦେଶକୁ ଶ୍ରମିକ ଚାଲାଣ କରି ଇଟାଭାଟିରେ ଅଧିକ ସମୟ କାମ କରାଇ ଶାରୀରିକ ଓ ମାନସିକ ନିର୍ଯାତନା ଦେବା ଅଭିଯୋଗରେ ଛତିଶଗଡ଼ ପୋଲିସ ନୂଆପଡ଼ା…

ବଡ଼ ଦାବି କଲେ ସୋନମ ୱାଙ୍ଗଚୁକ, କହିଲେ ପ୍ରଥମେ ଜେଲରେ ଭର୍ତ୍ତି କଲେ ଏବେ ଏନକାଉଣ୍ଟର….

ନୂଆଦିଲ୍ଲୀ,୨୫।୯: ଲଦାଖରେ ହୋଇଥିବା ହିଂସାକୁ ଗୁରୁବାର ଏକ ବର୍ଷ ପୂରିଛି । ଏହି ଅବସରରେ ଆନ୍ଦୋଳନକାରୀ ତଥା Leh Apex Body (LAB) ସହ ଜଡ଼ିତ ସୋନମ…

ଗାଁରେ ବୁଲିଲା ମହାବଳ: ଲୋକେ ଭୟଭୀତ

ବାରିପଦା,୨୫ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ଖପରାଖାଇ ଗଁାରେ ମହାବଳ ବାଘ ଆତଙ୍କ ଦେଖାଦେଇଛି। ୫ଦିନ ଦେଲା ବାଘଟି ଖାଦ୍ୟ ଅନ୍ବେଷଣରେ ଗଁା ଭିତରକୁ…

ଆଜିଠୁ କଂଗ୍ରେସର ଦେଶବ୍ୟାପୀ ଆନ୍ଦୋଳନ, ଜ୍ଞାନେଶଙ୍କୁ ଦେଶଦ୍ରୋହୀ ଆଖ୍ୟାଦେଲେ ରାହୁଲ

ନୂଆଦିଲ୍ଲୀ,୨୫।୯(ପି.ଟି.): ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟାକୁ ନେଇ ନିର୍ବାଚନ ଆୟୋଗରେ ଗୁରୁତର ମତଭେଦ ସାମ୍ନାକୁ ଆସିଛି। ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ…

କାଲି ୬ ଜିଲାରେ ସ୍କୁଲ ଛୁଟି, ପିଲାଙ୍କ ପାଠପଢ଼ା ନେଇ ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୪ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ଗଭୀର ଅବପାତ ପ୍ରଭାବରେ ବର୍ଷା ଲାଗି ରହିଛି। ଏନେଇ ପୂର୍ବରୁ ୧୨ ଜିଲାରେ ଶିକ୍ଷାନୁଷ୍ଠାନଗୁଡିକୁ ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଥିଲା। ତେବେ…

ଟାଏକୋଣ୍ଡା ପ୍ରତିଯୋଗିତାରେ ସ୍ବର୍ଣ୍ଣ ଜିତିଲେ ସୋହନ

ଛତ୍ରପୁର:୨୪।୯(ଦିଲ୍ଲୀପି ସାମଲ): ରାଜ୍ୟ ବିଦ୍ୟାଳୟ କ୍ରିଡ଼ା ସଂଗଠନ ପକ୍ଷରୁ କେନ୍ଦୁଝରଠାରେ ଆୟୋଜିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଟାଏକୋଣ୍ଡ ପ୍ରତିଯୋଗିତା ୨୦୨୬-୨୭ରେ ଛତ୍ରପୁର ବ୍ଲକ ଅନ୍ତର୍ଗତ ବଡମାଧପୁର ଗ୍ରାମର…

ହ୍ବାଇଟ ହାଉସ ବାହାରେ ଚାଇନା ଗଣମାଧ୍ୟମ, ଆମେରିକାର ସିକ୍ରେଟ ସର୍ଭିସ ମଧ୍ୟରେ ସଂଘର୍ଷ! ଭିଡିଓ ଭାଇରାଲ

ଓ୍ବାଶିଂଟନ,୨୪।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ ବୈଠକ ପୂର୍ବରୁ ହ୍ବାଇଟ ହାଉସ ବାହାରେ ଉଭୟ ଦେଶର ଫଟୋଗ୍ରାଫରଙ୍କ ମଧ୍ୟରେ…

କମୁନି ବର୍ଷା, ନଦୀର ଜଳସ୍ତର ବଢୁଛି: ୨୫ରେ ଗଞ୍ଜାମ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା, ସତର୍କ ରହିବାକୁ…

ଭଞ୍ଜନଗର,୨୪।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଦିନତମାମ ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ତୁହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?