କୋରମ୍‌ ଅଭାବରୁ ପଞ୍ଚାୟତ ବୈଠକ ବାତିଲ

ପାତ୍ରପୁର, ୧୦ା୧୨ (ଡି.ଏନ୍‌.ଏ.): ପାତ୍ରପୁର ପଞ୍ଚାୟତ କାର୍ଯ୍ୟାଳୟରେ ସେମାବାର ଚାଲିଥିବା ବୈଠକକୁ କୋରମ୍‌ ଅଭାବରୁ ବାତିଲ୍‌ କରାଯାଇଥିବା ଜଣାପଡ଼ିଛି। ୩ ସନ୍ତାନ ଥିବା ଦର୍ଶାଇ ପରାଜିତ ସରପଞ୍ଚ ପ୍ରଥମ ଶ୍ରେଣୀ ବିଚାର ବିଭାଗ ଅଦାଲତରେ ମାମଲା ରୁଜୁ କରିଥିଲେ। ଗତ ସପ୍ତାହରେ କୋର୍ଟ ପକ୍ଷରୁ ଉକ୍ତ ରାୟ ପରାଜିତ ସରପଞ୍ଚ ଅମ୍ବିକା ବିଷୋୟୀଙ୍କ ପକ୍ଷରେ ଯାଇଥିଲା। ଏନେଇ ସୋମବାର ନୂତନ ସରପଞ୍ଚ ଭାବେ ଦାଇତ୍ୱ ନେଇଥିବା ଅମ୍ବିକା ପଞ୍ଚାୟତ କାର୍ଯ୍ୟାଳୟରେ ବୈଠକ ଡ଼କାଇଥିଲେ। ହେଲେ ୨୩ ୱାର୍ଡ଼ ସଭ୍ୟ ଥିବା ପଞ୍ଚାୟତରୁ ମାତ୍ର ୫ ଜଣ ୱାର୍ଡ଼ ସଭ୍ୟସଭ୍ୟା ଯୋଗ ଦେଇଥିଲେ। ଯାହାକୁ ନେଇ ବୈଠକକୁ ବାତିଲ୍‌ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାଳିଆ ଯୋଜନାରୁ ପ୍ରକୃତ ଚାଷୀ ବଞ୍ଚତ୍ତ ଅଭିଯୋଗ : ସମିତି କାର୍ଯ୍ୟାଳୟରେ ତାଲା ପକାଇଲେ ଚାଷୀ

ଦିଗପହଣ୍ଡି,୨ା୬(ଡି.ଏନ୍‌.ଏ.)-ରାଜ୍ୟ ସରକାରଙ୍କ କାଳିଆ ଯୋଜନାକୁ ନେଇ ଓଡ଼ିଶାର ଚାଷୀ ବହୁତ ଖୁସି ଓ ଉତ୍ସାହ ଥିବା ବେଳେ ସାନଖେମୁଣ୍ଡି ବ୍ଲକ ଏରେଣ୍ଡ ପଞ୍ଚାୟତ ଯୁଗୁଡି ବଳଭଦ୍ରପୁର...

ପ୍ରେମିକଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା

ବୁଗୁଡ଼ା, ୩୧ା୧୦(ଡି.ଏନ.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବାଲିପିଣ୍ଡି ପୋଖରୀ ନିକଟସ୍ଥ ଦଳିତ ସାହିରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମିକଙ୍କ ସହ ମିଶି...

ଶେରଗଡରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ

ଶେରଗଡ଼,୨୧।୭(ଡି.ଏନ୍‌.ଏ.): ଶେରଗଡ଼ ବ୍ଲକର ଦୁଇ ପଞ୍ଚାୟତକୁ ରବିବାର ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଦିଲ୍ଲୀପ କୁମାର ମହାନ୍ତି ପରିଦର୍ଶନ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି।...

କର୍ମଚାରୀ ସଂଘର ସାଧାରଣ ସଭା : ଚିନିଶିଳ୍ପ ବନ୍ଦ ଲାଗି ଚକ୍ରାନ୍ତ ଚାଲିଛି

ଆସିକା,୨୯ା୬ (ଡି.ଏନ୍‌.ଏ.) -ଆସିକା ସମବାୟ ଚିନିଶିଳ୍ପ କର୍ମଚାରୀ ସଂଘର ସାଧାରଣ ସଭା ଶୁକ୍ରବାର ଚିନିଶିଳ୍ପ ପରିସରରେ ଏଆଇଟିୟୁସି ନେତା ବିଦେଶୀ ନାହାକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।...

ସୁରଟ ଫେରିଗଲେ ପ୍ରବାସୀ ଓଡ଼ିଆ

* ମିଳିଲାନି ସଙ୍ଗରୋଧ ସହାୟତା ଟଙ୍କା * ମଉଳିଲା ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଆଶା ପାଟପୁର,୮ା୮- ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଳାସପୁର, ଇନ୍ଦ୍ରାବାସ, ଲୁଣିଲାଠୀ, ଗଙ୍ଗାପୁର, ସୁମନ୍ତପୁର...

କାମ ଦେଲାନି ହେଭିଓ୍ବେଟ୍‌ଙ୍କ ଅଙ୍କକଷା, ହୁମା ପଞ୍ଚାୟତରେ ନୂଆ ମୁହଁ

ଗଞ୍ଜାମ,୧।୩(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକର ୧୫ ପଞ୍ଚାୟତରୁ ହୁମା ପଞ୍ଚାୟତ ଅନ୍ୟତମ। । ମାତ୍ର ଉକ୍ତ ପଞ୍ଚାୟତରେ ହେଭିଓ୍ବେଟ୍‌ ନେତାଙ୍କ ଅଙ୍କକଷା ଭୁଲ ହୋଇଥିବା ଚର୍ଚ୍ଚା ଜୋର...

ନଦୀ ନିକଟରେ ଓଲଟିଲା ଗାଡ଼ି, ଚାଲିଗଲା ଜୀବନ

ଭଞ୍ଜନଗର,୨୮।୩: ଗଞ୍ଜାମ ଜିଲା ତୁରୁମୁ ଗ୍ରାମ ନିକଟରେ ଥିବା ଏକ ନଦୀ ପାଖରେ ରବିବାର ଦୁର୍ଘଟଣା ଘଟିଛି। ବାଇକ୍‌ ଦୁର୍ଘଟଣା ଘଟି ଜଣଙ୍କ ମୃତ୍ୟୁ ଘଟିଥିବା...

ଅତ୍ୟାଧୁନିକ ଆମ୍ବୁଲାନ୍ସ କବାଡିଆ ଦରରେ ବିକ୍ରି

ଫୁଲବାଣୀ ଅଫିସ, ୨୮।୫- କନ୍ଧମାଳ ଜିଲାକୁ ସଡକ ପରିବହନ ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ଏକ ଅତ୍ୟାଧୁନିକ ଆମ୍ବୁଲାନ୍ସ ଶେଷରେ କବାଡିଆ ଦରରେ ବିକ୍ରି ହୋଇଛି। ବର୍ଷବର୍ଷ...

Advertisement
Archives

Model This Week