କୋରାପୁଟରୁ ବାପାଙ୍କୁ ଆଣିଥିଲେ: ହୋମ୍‌ କ୍ୱାରାଣ୍ଟାଇନ୍‌ରେ ସରପଞ୍ଚଙ୍କ ପରିବାର

ଆର.ଉଦୟଗିରି,୧୦ା୫(ଡି.ଏନ.ଏ.)- ଆର.ଉଦୟଗିରି ବ୍ଲକ ମଙ୍ଗରାଜପୁର ସରପଞ୍ଚ ବାପାଙ୍କୁ କୋରାପୁଟରୁ ଘରକୁ ଆଣିଥିବାରୁ ତହସିଲଦାରଙ୍କ ନିର୍ଦ୍ଦେଶକ୍ରମେ ସପରିବାର ହୋମ୍‌ କ୍ବାରାଣ୍ଟାଇନରେ ରହିଛନ୍ତି। ମଙ୍ଗରାଜପୁର ସରପଞ୍ଚ ରୁବି ରଇତ ବାପାଙ୍କ ଦେହ ଖରାପ ଥିବାରୁ କୋରାପୁଟ ଦେଖା କରିବାକୁ ଯାଇଥିଲେ। ବାପାଙ୍କୁ ଧରି ଗୁରୁବାର ଫେରିବାବେଳେ ବାଟରେ ଦେହ ଅସୁସ୍ଥ ହେବାରୁ ପାରଳାଖେମୁଣ୍ଡି ମୁଖ୍ୟ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା କରାଇଥିଲେ। ଗଁାରେ ପହଞ୍ଚତ୍ବା ପରେ ଗ୍ରାମବାସୀଙ୍କ ଅଭିଯୋଗ କରିବାରୁ ଶୁକ୍ରବାର ତହସିଲଦାର ସ୍ମୃତିରଞ୍ଜନ ଶତପଥୀ ଓ ଆର୍‌.ଉଦୟଗିରି ଆଇଆଇସି ମମତା ନାୟକ ଗ୍ରାମକୁ ଯାଇ ସରପଞ୍ଚ ଓ ତାଙ୍କ ପରିବାଙ୍କୁ ହୋମ୍‌ କ୍ବାରାଣ୍ଟାଇନରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ତହସିଲଦାର କହିଛନ୍ତି, ମୁଁ ତାଙ୍କୁ ବାପାଙ୍କୁ ଦେଖିବାକୁ ଅନୁମତି ଦେଇଥିଲି, କିନ୍ତୁ ସେ ତାଙ୍କୁ ଘରକୁ ଆଣିଥିବାରୁ କ୍ୱାରାଣ୍ଟାଇନରେ ରହିବାକୁ ନିର୍ଦ୍ଦେଶ ଦେଲି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ମାଟି ତଳେ ଲୁଚାଇ ରଖିଥିଲେ ୨କୋଟି ଟଙ୍କାର ଗଞ୍ଜେଇ, ଧରିଲା ପୋଲିସ

ମୋହନା,୧୩।୪(ମନ୍ମଥ ମିଶ୍ର): ଜଙ୍ଗଲରେ ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ରା.ଉଦୟଗିରି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ସୋମବାର ରା. ଉଦୟଗିରି ଏସ୍‌ଡ଼ିପିଓ…

ଚାଷୀଙ୍କ ଧାରଣାକୁ ପୂରିଲା ୩୫ଦିନ: ଏବେ ନ୍ୟାୟିକ ସହଯୋଗ କରିବ ଜିଲା ଓକିଲ ସଂଘ

ବରଗଡ଼,୧୩।୪(ପ୍ରେମାନନ୍ଦ ଖମାରୀ): ରବିଧାନ ଅମଳ ଆଉମାତ୍ର ୨ସପ୍ତାହ ପରେ ଆରମ୍ଭ ହୋଇଯିବ। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ହୋଇଥିବା ଧାନ…

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ସରିଲା ଯୁକ୍ତ ୩ ପରୀକ୍ଷା: ଫଳାଫଳକୁ ଅପେକ୍ଷା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ଗତ ୪ ତାରିଖରୁ ଆରମ୍ଭ ହୋଇଥିବା ଯୁକ୍ତ ୩ କଳା, ବାଣିଜ୍ୟ, ବିଜ୍ଞାନ ପରୀକ୍ଷା ସୋମବାର ସରିଛି। ଖୁବଶୀଘ୍ର ପରୀକ୍ଷା…

ଗତକାଲି ହଠାତ୍‌ ଘରୁ ନିଖୋଜ ହୋଇଯାଇଥିଲେ ୧୦ମ ଶ୍ରେଣୀ ଛାତ୍ରୀ, ଆଜି ଜଙ୍ଗଲରୁ ଉଦ୍ଧାର ହେବା ପରେ…

ଦିଗପହଣ୍ଡି,୧୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁରୁ ୧୦ମ ଶ୍ରେଣୀ ପରୀକ୍ଷା ଦେଇଥିବା ଜଣେ ୧୬ ବର୍ଷୀୟା ଛାତ୍ରୀ ରବିବାର ଘରୁ…

ଦଣ୍ଡନାଚରେ ଲଙ୍କା ଦହନ ବେଳେ ଅଘଟଣ, ଗଛ ଉପରେ ଚଢି ଅଚେତ ହୋଇପଡ଼ିଲେ ହନୁମାନ

ବୁଗୁଡ଼ା,୧୩ା୪(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧୀନ ସଂକୁରୁ ଗ୍ରାମରେ ଦଣ୍ଡନାଚରେ ଲଙ୍କା ଦହନ ବେଳେ ଅଘଟଣ ଘଟିଛି। ରାମାୟଣ ପରିବେଷଣ ବେଳେ ଗଛ ଉପରେ…

କୀର୍ତ୍ତନ ଦାସଙ୍କ ଉପରେ ଭରସା କଲା ଭାଜପା, ଦେଲା ଏହି ଗୁରୁଦାୟିତ୍ୱ: ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଗଞ୍ଜାମ,୧୩।୪(ଅନାଥ ତରାଇ): ଭାରତୀୟ ଜନତା ପାର୍ଟିର ଜଣେ ଦକ୍ଷ ତଥା ନିଷ୍ଠାପର ସଂଗଠକ ଭାବେ ପରିଚିତ କୀର୍ତ୍ତନ ଦାସଙ୍କୁ ଦ୍ୱିତୀୟଥର ପାଇଁ ଗଞ୍ଜାମ ଜିଲା ଭାଜପା ଅନୁସୂଚିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri