କୋରାପୁଟରେ ସ୍ବାଧୀନତା ଦିବସ : ବୈଷୟିକ ମନ୍ତ୍ରୀଙ୍କ ପତାକା ଉତ୍ତୋଳନ

କୋରାପୁଟ,୧୫।୮(ସ୍ବ.ପ୍ର.): କୋରାପୁଟ ଜିଲା ପୋଲିସ ପଡ଼ିଆରେ ଜିଲାସ୍ତରୀୟ ସଧୀନତା ଦିବସ ପାଳିତ ହୋଇଯାଇଛି। ରାଜ୍ୟ ଦକ୍ଷତା ବିକାଶ ଓ ବୈଷୟିକ ମନ୍ତ୍ରୀ ପ୍ରେମାନନ୍ଦ ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ ସହ ସମ୍ମିଳିତ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ। ଏହି ଅବସରରେ ଜିଲାପାଳ ମଧୁସୂଦନ ମିଶ୍ରଙ୍କ ସହିତ କୋରାପୁଟ ବିଧାୟକ ରଘୁରାମ ପୋଡାଲଙ୍କ ସମେତ ବହୁ ଜିଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ। ୩୫ଟି ଦଳ ଏହି ପରେଡ୍‌ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରଥଯାତ୍ରାକୁ ନେଇ ଗଜପତିଙ୍କ ସହ ଆଲୋଚନା କଲେ ଦଇତାପତି

ପୁରୀ ଅଫିସ, ୨।୫: କରୋନା ପାଇଁ ଚଳିତ ବର୍ଷ ରଥଯାତ୍ରା ହେବ କି ନାହିଁ ସେ ନେଇ ଅନିଶ୍ଚିତତା ଲାଗି ରହିଛି। ଅକ୍ଷୟ ତୃତୀୟାରେ ଶ୍ରୀମନ୍ଦିର...

ଠେଙ୍ଗାରେ ପିଟି ପତ୍ନୀଙ୍କୁ ହତ୍ୟା: ସ୍ବାମୀ ଗିରଫ

ବାରିପଦା ଅଫିସ,୨୫।୫- ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଧୀନ ମାଧପୁର ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କୁ ଏକ ଠେଙ୍ଗାରେ...

ଷ୍ଟେଟବ୍ୟାଙ୍କ ଲକରରୁ କିପରି ଗାଏବ ହେଲା ଅଳଙ୍କାର

ବରଗଡ଼ ଅଫିସ୍‌,୧୮।୨: ବରଗଡ଼ ସହରରେ ଥିବା ଭାରତୀୟ ଷ୍ଟେଟବ୍ୟାଙ୍କ ମୁଖ୍ୟଶାଖାରୁ ଜଣେ ଗ୍ରାହକଙ୍କ ଲକରରୁ ୩୩ ଲକ୍ଷ ୩୭ ହଜାର ଟଙ୍କାର ସୁନା, ରୂପା ଅଳଙ୍କାର...

୬ଷ୍ଠ ଦିନରେ ଭଦ୍ରକ କାଳୀପୂଜା: ସହର ଲୋକାରଣ୍ୟ

ଭଦ୍ରକ ଅଫିସ,୨।୧୧-ଐତିହାସିକ ଭଦ୍ରକ କାଳୀପୂଜା ଲାଗି ସାରା ସହର ଲୋକାରଣ୍ୟ ହୋଇପଡ଼ିଛି। ଶୁକ୍ରବାର କାଳୀପୂଜାର ୬ଷ୍ଠ ଦିନରେ ବିଭିନ୍ନ ପୂଜା ମଣ୍ଡପ ନିକଟରେ ଶ୍ରଦ୍ଧାଳୁଙ୍କ ନାହିଁ...

ଦୀପ ଜାଳିଲେ, ସ୍ବାମୀଙ୍କ ଦୀର୍ଘାୟୁ ମାଗିଲେ

ଭଦ୍ରକ ଅଫିସ, ୩୧ା୫ ଭଦ୍ରକ ଜିଲା ବନ୍ତ ବ୍ଲକର ତୋଟାସାହିସ୍ଥିତ ସାବିତ୍ରୀପୀଠରେ ସୋମବାର ସାବିତ୍ରୀ ଓଷା ଅବସରରେ ସଧବାଙ୍କ ଭିଡ଼ ପରିଲକ୍ଷିତ ହୋଇଛି। ୫ ହଜାରରୁ...

ଚିକିତ୍ସା ଅବହେଳାରୁ ପ୍ରସୂତିଙ୍କ ମୃତ୍ୟୁ ଅଭିଯୋଗ

ସୋର, ୧୭ା୪(ଡି.ଏନ.ଏ.):-ସୋର ମ୍ୟୁନିସିପାଲିଟି ଅଧୀନ ଏକ ଘରୋଇ ନର୍ସିଂହୋମ୍‌ରେ ଚିକିତ୍ସା ଅବହେଳାରୁ ଜଣେ ପ୍ରସୂତିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏସ୍‌ଆଇ ସଚ୍ଚିଦାନନ୍ଦ ଗିରି ସୋର...

ଦିନ ମଜୁରିଆ ଯୁବତୀଙ୍କଠୁ ୩୭ ହଜାର ଠକେଇ

ରାଉରକେଲା ଅଫିସ/ କୁଆଁରମୁଣ୍ଡା, ୧୦।୧: ଲକ୍ଷପତି ହେବା ନିଶା ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଅଞ୍ଚଳର ଜଣେ ଦିନ ମଜୁରିଆ ଯୁବତୀଙ୍କ ପାଇଁ ମହଙ୍ଗା ପଡିଛି। ଯୁବତୀ...

ଭଦ୍ରକରେ ଆସାମର ୪୦ ଚାଷୀ

ଭଦ୍ରକ ଅଫିସ, ୧୯।୨: ଆସାମ କୃଷି ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଭିନ୍ନ ଜିଲାର ୪୦ଜଣ ଅଗ୍ରଣୀ ଚାଷୀ ଉନ୍ନତ ଚାଷ ପ୍ରଣାଳୀ ଓ ବିଭିନ୍ନ ଚାଷ ମଡେଲ...

Advertisement
Archives

Model This Week