କୋରାପୁଟରେ ସ୍ବାସ୍ଥ୍ୟକର୍ମୀଙ୍କୁ କରୋନା: ଏପ୍ରିଲ ୧୪ରେ କୋଲକାତାରୁ ଫେରିଥିଲେ

ଭୁବନେଶ୍ୱର, ୨୭।୪(ବ୍ୟୁରୋ): ସୋମବାର ରାଜ୍ୟରେ ୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଦ୍ୱୟ କୋରାପୁଟ ଓ ବାଲେଶ୍ୱର ଜିଲାର। ତେବେ କୋରାପୁଟ ଜିଲା ଦଶମନ୍ତପୁରର ଆକ୍ରାନ୍ତ ଜଣେ ୨୨ ବର୍ଷୀୟ ସ୍ବାସ୍ଥ୍ୟକର୍ମୀ। ସମ୍ପୃକ୍ତ ସ୍ବାସ୍ଥ୍ୟକର୍ମୀ ଏପ୍ରିଲ ୧୪ ତାରିଖରେ କୋଲକାତାରୁ ଫେରି କାର୍ଯ୍ୟରେ ଯୋଗଦେବକୁ ଯାଇଥିଲେ। ମାତ୍ର କୋଲକାତାରୁ ଆସିଥିବାରୁ ତାଙ୍କୁ କ୍ୱାରାଣ୍ଟାଇନରେ ରଖାଯାଇଥିଲା। ତେବେ ସେ କାର୍ଯ୍ୟରେ ଯୋଗ ଦେଇ ନ ଥିଲେ। ତାଙ୍କ ନିକଟରେ କୌଣସି ଲକ୍ଷଣ ମଧ୍ୟ ଦେଖାଯାଇ ନ ଥିଲା। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଜଣେ ସ୍ବାସ୍ଥ୍ୟକର୍ମୀ କରୋନାରେ ଆକ୍ରାନ୍ତ ହେବା ରାଜ୍ୟରେ ପ୍ରଥମ ଘଟଣା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା କିମ୍ବା ବିଜେଡିକୁ ଭୋଟ ଦେବନି କଂଗ୍ରେସ: ନିରଞ୍ଜନ

ଭୁବନେଶ୍ୱର,୮ା୩(ବ୍ୟୁରୋ): ରାଜ୍ୟ ସଭା ନିର୍ବାଚନରେ କଂଗ୍ରେସ ବିଧାୟକ ଭୋଟ ଦେବେ ନାହିଁ। ପ୍ରାର୍ଥୀ ନ ଥିବାରୁ ଭୋଟ କାହିଁକି ଦେବୁ ବୋଲି ରବିବାର ପିସିସି ସଭାପତି...

ଶ୍ରୀବଳଦେବଜୀଉଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡା ଅଫିସ,୧୮।୬: କେନ୍ଦ୍ରାପଡା ଜିଲା ତୁଳସୀ କ୍ଷେତ୍ରାଧିପତି ଶ୍ରୀ ବଳଦେବଜୀଉଙ୍କୁ ସୋମବାର ସ୍ନାନ ମଣ୍ଡପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦର୍ଶନ କରିଛନ୍ତି। ଶ୍ରୀଜୀଉଙ୍କ ଦର୍ଶନ ପରେ...

କମ୍ପାନୀ ଅଧିକାରୀଙ୍କ ପାଇଁ ନାକେଦମ ପ୍ରଶାସନ, ଆପାର୍ଟମେଣ୍ଟ ସିଲ୍‌

ଛତ୍ରପୁର,୨ା୪(ଡି.ଏନ.ଏ)- ବାହାର ରାଜ୍ୟରୁ ଫେରିି ନିଜ ତଥ୍ୟ ଲୁଚାଇଥିବା ଏକ ଘରୋଇ କମ୍ପାନୀର ଜଣେ ଅଧିକାରୀଙ୍କ ପାଇଁ ଗଞ୍ଜାମ ଜିଲା ପ୍ରଶାସନ ନାକେଦମ ହୋଇଛି। ସମ୍ପୃକ୍ତ...

ସପ୍ତାହକୁ ୨ ଦିନ ଗଡ଼ିବ ରାଜଧାନୀ ଏକ୍ସପ୍ରେସ

ଭୁବନେଶ୍ୱର,୨୦ା୫(ବ୍ୟୁରୋ): ଭୁବନେଶ୍ୱର-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସ ସପ୍ତାହକୁ ୨ ଦିନ ଗଡ଼ିବ। କରୋନା ସଂକ୍ରମଣ ବୃଦ୍ଧି ତଥା ଯାତ୍ରୀ ହେଉ ନ ଥିବାରୁ ରେଳ ବିଭାଗ ଏପରି...

ସିମୁଳିଆ ବ୍ଲକରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ

ସିମୁଳିଆ,୧୫ା୫(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ସିମୁଳିଆ ବ୍ଲକ ମଇତାପୁର ପଞ୍ଚାୟତରେ ଶୁକ୍ରବାର ପ୍ରଥମ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ସେ ଗତ ୩ ତାରିଖରେ ସୁରଟରୁ ଆସି...

କରୋନାର ତୃତୀୟ ଲହରକୁ ନେଇ ଶିଶୁଙ୍କ ସ୍ବାସ୍ଥ୍ୟ ଜୋର୍‌ଦାର ଯାଞ୍ଚ

ବୁଗୁଡ଼ା,୧୩ା୬(ଡି.ଏନ୍‌.ଏ.): କରୋନାର ତୃତୀୟ ଲହରକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ନିର୍ଦ୍ଦେଶ ଅନୁଯାୟୀ ବୁଗୁଡା ବ୍ଲକର ବିଭିନ୍ନ ଗ୍ରାମରେ ଅଙ୍ଗନଓ୍ବାଡ଼ି ଓ ଆଶା କର୍ମୀମାନେ ଘର...

ମରାମତି ଅବଧି ସରିନି, କ୍ଷୟକ୍ଷତି ଦର୍ଶାଇଲା ବିଭାଗ

ଚଣ୍ଡିଖୋଲ,୮।୧୦(ଡି.ଏନ.ଏ.): ଜାରକା ଗ୍ରାମ୍ୟ ଉନ୍ନୟନ ବିଭାଗ ତଥା ଚଣ୍ଡିଖୋଲ ଉପଖଣ୍ଡର ବାଲିଚନ୍ଦ୍ରପୁର-ଦେକୁରି ରାସ୍ତାକୁ ନେଇ ବିବାଦ ଥମୁନି। ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜାନରେ କରାଯାଇଥିବା ଏହି...

ପ୍ରଶାସନ ନ ଶୁଣିବାରୁ ଆତ୍ମାହୁତି ଉଦ୍ୟମ

ଖୋର୍ଦ୍ଧା ଅଫିସ, ୫।୧: ରାଜ୍ୟରେ ଦିନକୁ ଦିନ ଅନ୍‌ଲାଇନ ଠକେଇ ଘଟଣା ବଢ଼ିବାରେ ଲାଗିଛି। ଦୈନିକ ଅନେକ ବ୍ୟକ୍ତି ଅନ୍‌ଲାଇନ ଠକେଇର ଶିକାର ହେଉଛନ୍ତି। ଖୋର୍ଦ୍ଧା...

Advertisement


Archives

Model This Week