କୋରାପୁଟରେ ୫୬୬.୭ ମିମି ବର୍ଷା ରେକର୍ଡ: ବନ୍ଧୁଗାଁ ବ୍ଲକରେ ସର୍ବାଧିକ ୧୧୪ ମିମି

କୋରାପୁଟ,୨୪।୧୦(ସ୍ବ.ପ୍ର.): କୋରାପୁଟ ଜିଲାରେ ଗୁରୁବାର ୫୬୬.୭ ମିମି ବର୍ଷା ହୋଇଥିବାବେଳେ ବନ୍ଧୁଗାଁ ବ୍ଲକରେ ସର୍ବାଧିକ ୧୧୪ ମିମି ବର୍ଷା ହୋଇଥିବା ଜିଲା ଜରୁରୀ ବିଭାଗ ପକ୍ଷରୁ ଜଣାପଡ଼ିଛି। ସେହିପରି କୋରାପୁଟ ବ୍ଲକରେ ୨୨ ମିମି ବର୍ଷା ହୋଇଥିବାବେଳେ ଲମତାପୁଟରେ ୪୬.୧ ମିମି, ପଟ୍ଟାଙ୍ଗିରେ ୫୫ ମିମି, ନନ୍ଦପୁରରେ ୬୮.୪ ମିମି, ଦଶମନ୍ତପୁରରେ ୨୦ ମିମି, ନାରାୟଣପାଟଣାରେ ୮୫.୬ ମିମି, ଲକ୍ଷ୍ମୀପୁରରେ ୬୪ ମିମି, ସେମିଳିଗୁଡାରେ ୬୫ ମିମି, ଜୟପୁରରେ ୬.୪ ମିମି, କୋଟପାଡ଼ରେ ୪.୨ମିମି, କୁନ୍ଦ୍ରାରେ ୪ ମିମି, ବୈପାରୀଗୁଡ଼ାରେ ୧୨ମିମି ବର୍ଷା ହୋଇଥିବାବେଳେ ବୋରିଗୁମ୍ମା ବ୍ଲକରେ ଆଦୌ ବର୍ଷା ହୋଇ ନ ଥିବା ଜିଲା ଜରୁରୀ ବିଭାଗ ଅଧିକାରୀ ସିଦ୍ଧାର୍ଥ ପଟ୍ଟନାୟକଙ୍କ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ ବଦଳି ଆଦେଶ ପ୍ରତ୍ୟାହାର ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ: ବରଗଡ଼-ଛତିଶଗଡ଼ ଯାତାୟତ ବିଚ୍ଛିନ୍ନ

ବରଗଡ଼ ଅଫିସ/ଅମ୍ବାଭୋନା,୩୧।୮: ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଭୁକ୍ତା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡା. ହିତାକାଂକ୍ଷୀ ପ୍ରଧାନଙ୍କୁ ବରଗଡ଼ ସହରରେ ରହିଥିବା ପୁରୁଣା ଜିଲା ମୁଖ୍ୟ...

ହାଇକୋର୍ଟରେ ସତ୍ୟପାଠ ଦାଖଲ

କଟକ ଅଫିସ,୧୨ା୧୧: ରାଜ୍ୟରେ ଅନିୟନ୍ତ୍ରିତ ହାତୀମୃତ୍ୟୁ ରୋକିବା ପାଇଁ ତ୍ୱରିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଦିଗରେ ପୋଲିସ ଓ ବନ ବିଭାଗର ମିଳିତ ଭାବେ ଏକ...

ଜଙ୍ଗଲରେ ନିଆଁ, ରାସ୍ତାରେ ହାତୀପଲ

ସମ୍ବଲପୁର,୨୭ା୩(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜର ବିଭିନ୍ନ ସ୍ଥାନରେ ହାତୀ ଉପଦ୍ରବ ଲାଗି ରହିଛି। ଶୁକ୍ରବାର ରାତି ପ୍ରାୟ ୮ଟା ସମୟରେ ହାତୀ ପଲ ୫୫ନଂ....

ରଥଯାତ୍ରା ପ୍ରସ୍ତୁତି: ନିୟୋଜିତ ହେବେ ବରିଷ୍ଠ ପଦାଧିକାରୀ

ପୁରୀ ଅଫିସ,୧୬।୬: ଜୁଲାଇ ୧ରେ ଅନୁଷ୍ଠିତ ହେବ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି। ରଥଯାତ୍ରା କିପରି ଶୃଙ୍ଖଳିତ ଭାବେ ହୋଇପାରିବ ସେନେଇ...

୮ ବ୍ଲକରୁ ୪ଟିରେ ମହିଳା

ଅନୁଗୋଳ ଅଫିସ, ୮।୧ ଅନୁଗୋଳ ଜିଲାର ସମସ୍ତ ପଞ୍ଚାୟତ ସମିତି ଅଧ୍ୟକ୍ଷ, ସମିତି ସଭ୍ୟ ଓ ସରପଞ୍ଚ ପଦବୀର ଚୂଡ଼ାନ୍ତ ସଂରକ୍ଷଣ ତାଲିକା ଜିଲା ପ୍ରଶାସନ...

ଜେଲ ଗଲେ କଲେଜ ଅଧ୍ୟକ୍ଷ

ସୁନାବେଡା,୪ା୧୧(ସ୍ବ.ପ୍ର.): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଜୁନିୟର ମହିଳା ମହାବିଦ୍ୟାଳୟର ଜଣେ ମହିଳା କର୍ମଚାରୀଙ୍କୁ ଯୌନ ନିର୍ଯାତନା ଦେବା ଅଭିଯୋଗରେ କଲେଜ ଅଧ୍ୟକ୍ଷ ପବିତ୍ର କୁମାର ବେଦାନ୍ତ...

ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର

କୋକସରା,୧୪।୧୨: କଳାହାଣ୍ଡି ଜିଲା କୋକସରା ବ୍ଲକର ଜଣେ ବିବାହିତ ବ୍ୟକ୍ତିଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି। ସେ ହେଲେ ବଡ଼ପଡ଼ାର ରାଜମିସ୍ତ୍ରୀ ରାମଚନ୍ଦ୍ର ବାଗ।...

ପାଣିରେ ପଡ଼ିଲା ନାବାର୍ଡର ୪.୨୪ କୋଟି

ଯାଜପୁର ଅଫିସ,୨୬ା୨: ଗ୍ରାମାଞ୍ଚଳ ଭିତ୍ତିଭୂମି ବିକାଶ ପାଣ୍ଠି (ଆର୍‌ଆଇଡିଏଫ୍‌) ବୈଠକରେ ଯାଜପୁର ଜିଲା ଗ୍ରାମ୍ୟ ନିର୍ମାଣ (ଆର୍‌ଡବ୍ଲ୍ୟୁ) ଡିଭିଜନର ବିଭିନ୍ନ ପ୍ରକଳ୍ପର ଅଗ୍ରଗତିକୁ ନେଇ ନାବାର୍ଡ...

Advertisement
Archives

Model This Week