କୋରାପୁଟ ଜିଲାରେ ୨୬୧.୫ ମି.ମି. ବର୍ଷା ରେକର୍ଡ

କୋରାପୁଟ,୧୮।୭(ସ୍ବ.ପ୍ର.): କୋରାପୁଟ ଜିଲାରେ ଗୁରୁବାର ୨୬୧.୫ ମି.ମି. ବର୍ଷା ହୋଇଥିବାବେଳେ ଦଶମନ୍ତପୁର ବ୍ଲକରେ ସର୍ବାଧିକ ୫୦ମି.ମି. ବର୍ଷା ହୋଇଥିବା ଜିଲା ଜରୁରୀ ବିଭାଗ ପକ୍ଷରୁ ଜଣାଯାଇଛି ା ସେହିପରି ଜିଲାର ଜୟପୁର ବ୍ଲକରେ ୪୮.୬ ମି.ମି. ବର୍ଷା ହୋଇଥିବାବେଳେ ନନ୍ଦପୁରରେ ୪୧.୨ ମି.ମି., ବୋରିଗୁମ୍ମାରେ ୩୨.୬ ମି.ମି., କୋଟପାଡ଼ରେ ୨୪ ମି.ମି., କୋରାପୁଟରେ ୧୦ ମି.ମି., ଲମତାପୁଟରେ ୧୭.୨ମି.ମି., ପଟ୍ଟାଙ୍ଗିରେ ୧୪.୩ ମି.ମି., ସେମିଳିଗୁଡାରେ ୨ ମି.ମି., କୁନ୍ଦ୍ରାରେ ୧୦.୬ ମି.ମି., ବୈପାରୀଗୁଡା ବ୍ଲକରେ ୧୧ ମି.ମି., ବର୍ଷା ହୋଇଛି। ନାରାୟଣପାଟଣା, ବନ୍ଧଗାଁ ଓ ଲକ୍ଷ୍ମୀପୁର ଆଦି ୩ ଟି ବ୍ଲକରେ ଆଦୌ ବର୍ଷା ହୋଇ ନ ଥିବା ଜିଲା ଜରୁରୀ ବିଭାଗ ପକ୍ଷରୁ ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ପଞ୍ଝାରେ ଗଞ୍ଜେଇ ମାଫିଆ, ୬୬୦ କେଜି ଗଞ୍ଜେଇ ଜବତ, ୬ ଗିରଫ

ରାୟଗଡ଼ା,୧୪।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଟାଉନ ଥାନା ପୋଲିସ ପଞ୍ଝାରେ ଧରା ପଡ଼ିଲେ ଗଞ୍ଜେଇ ମାଫିଆ। ପୋଲିସ ପାଟ୍ରୋଲିଂ ସମୟରେ ଏହି ଗଞ୍ଜେଇ ଜବତ ହୋଇଛି।...

ଶିଶୁକୁ ଉଦ୍ଧାର କରିବାକୁ ଯାଇ ବୁଡ଼ିଗଲେ ନାବାଳକ

ରାୟଗଡ଼ା,୧୪ା୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ନିକଟସ୍ଥ ଝୁଲା ପୋଲ ବୁଲିବାକୁ ଆସିଥିବା ଜଣେ ୧୭ ବର୍ଷୀୟ ନାବାଳକ ନାଗାବଳୀ ନଦୀରେ ବୁଡ଼ଯାଇଛନ୍ତି। ମୃତକ ଜଣକ...

ଅନ୍‌ଲାଇନ ଗେମ୍‌ରୁ ଜୀବନ ହାରିଲେ ଛାତ୍ରୀ

ରାୟଗଡ଼ା,୧୩।୩: ରାୟଗଡ଼ା ଜିଲା ରାମନାଗୁଡ଼ା ଥାନା ଗଣପତିଗୁଡ଼ାରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଅନ୍‌ଲାଇନ ଗେମ୍‌ରେ ଟଙ୍କା ହରାଇ ଜଣେ ଦଶମ ଶ୍ରେଣୀ...

ଟ୍ରାକରେ ଆମ୍ବୁଲାନ୍ସ ପଶିଯିବା ପରେ ମାମଲା ରୁଜୁ କଲା ରେଳବାଇ

ରାୟଗଡା,୧୧।୩: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍‌ ଶିକରପାଇ ଓ ଭାଲୁମସ୍କା ରେଳ ଷ୍ଟେଶନର ମଧ୍ୟବର୍ତ୍ତୀ ସ୍ଥାନରେ ସୋମବାର ଏକ ଆମ୍ବୁଲାନ୍ସ ଅନଧିକାର ଭାବରେ ରେଳ ଟ୍ରାକ...

ଗୋଲାପ ଚାଷ ଦେଖିଲେ କେନ୍ଦ୍ରୀୟ ଟିମ୍‌

ରାମନାଗୁଡ଼ା,୧୦।୩ (ସଞ୍ଜୟ ପ୍ରଧାନ): କେନ୍ଦ୍ର ସରକାରଙ୍କ ଜଳ ଶକ୍ତି ଅଭିଯାନର ଏକ ଟିମ୍‌ ସୋମବାର ରାୟଗଡ଼ା ଜଲା ରାମନାଗୁଡ଼ା ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି।...

ଆମ୍ବୁଲାନ୍ସକୁ ଧକ୍କା ଦେଲା ମାଲବାହୀ ଟ୍ରେନ୍; ଅଳ୍ପକେ ବଞ୍ଚିଗଲା ରୋଗୀଙ୍କ ସମେତ ୮ ଜଣଙ୍କ ଜୀବନ

ରାୟଗଡା,୧୦।୩: ସୋମବାର ରାୟଗଡା ଜିଲା କାଣିପାଇ ନିକଟରେ ରେଳପଥ ପାର ହେଉଥିବା ସମୟରେ ଏକ ମାଲବାହୀ ଟ୍ରେନ୍ ଏକ ଆମ୍ବୁଲାନ୍ସକୁ ଧକ୍କା ଦେଇଛି। ଆମ୍ବୁଲାନ୍ସଟି ରାୟଗଡ଼ାର...

ଚଳନ୍ତା ଟ୍ରେନରୁ ଖସିପଡ଼ିଲେ ଯବାନ, ଭୁବନେଶ୍ୱର ଏୟାରଲିଫ୍ଟ

ରାୟଗଡ଼ା/ମୁନିଗୁଡ଼ା,୬।୩(ଆଶିଷ ରଞ୍ଜନ ପଣ୍ଡା/ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ଜିଲା ମୁନିଗୁଡ଼ା ରେଳ ଷ୍ଟେଶନଠାରେ ଗୁରୁବାର ଚଳନ୍ତା ଟ୍ରେନ୍‌ରୁ ଖସି ପଡି ଜଣେ ବିଏସଏଫ୍‌ ଯବାନ ଗୁରୁତର...

କାଲି ଟ୍ରଲର ଆଜି ଟ୍ୟାଙ୍କର ଦୁର୍ଘଟଣାଗ୍ରସ୍ତ, ଯାତାୟତ ବାଧାପ୍ରାପ୍ତ

ରାୟଗଡ଼ା,୨୭।୨(ଆଶିଷ ରଞ୍ଜନ ପଣ୍ଡା): ଲୋକଙ୍କ ପାଇଁ ଅଡ଼ୁଆ ପରିସ୍ଥିତି ସୃଷ୍ଟି କରିବା ସହିତ ଦିନକୁ ଦିନ ବିପଦଜନକ ହୋଇପଡିଛି ରାୟଗଡ଼ା – କୋରାପୁଟ ୩୨୬ ନଂ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri