କୋରାପୁଟ ଜିଲାରେ ୬୩୫ ମିଲିମିଟର ବର୍ଷା ରେକର୍ଡ: କୋଟପାଡ଼ ବ୍ଲକରେ ସର୍ବାଧିକ

କୋରାପୁଟ,୧୩।୮(ସ୍ବ.ପ୍ର): ୨ ଦିନ ହେବ ବର୍ଷା ଲାଗି ରହିଥିବା ବେଳେ କୋରାପୁଟ ଜିଲାରେ ମଙ୍ଗଳବାର ୬୩୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। କୋଟପାଡ଼ ବ୍ଲକରେ ସର୍ବାଧିକ ୧୨୫ ମିମି ବର୍ଷା ହୋଇଥିବା ଜିଲା ଜରୁରୀ ବିଭାଗ ପକ୍ଷରୁ ଜଣାଯାଇଛି ା ସେହିପରି ଜିଲା କୋରାପୁଟ ବ୍ଲକରେ ୪୬.୮ ମିମି ବର୍ଷା ହୋଇଥିବାବେଳେ ଲମତାପୁଟ ବ୍ଲକରେ ୬୫.୪, ପଟ୍ଟାଙ୍ଗିରେ ବ୍ଲକରେ ୧୯ ମିମି, ବନ୍ଧୁଗାଁରେ ୧୩ ମିମି, ନନ୍ଦପୁରରେ ୩୬.୪ ମିମି, ଦଶମନ୍ତପୁରରେ ୩୦ ମିମି, ଲକ୍ଷ୍ମୀପୁରରେ ୨୨ ମିମି, ସେମିଳିଗୁଡାରେ ୨୭ ମିମି, ଜୟପୁରରେ ୬୬.୨ ମିମି, କୁନ୍ଦ୍ରାରେ ୬୨ ମିମି, ବୋରିଗୁମ୍ମାରେ ୪୦.୮ମିମି, ବୈପାରିଗୁଡା ବ୍ଲକରେ ୮୨ ମିମି ବର୍ଷା ହୋଇଛି। ନାରାୟଣପାଟଣା ବ୍ଲକରେ ଆଦୌ ବର୍ଷା ହୋଇ ନ ଥିବା ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓମ୍‌ଫେଡ୍‌ ଗୋଖାଦ୍ୟ ଦୁର୍ନୀତି: ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ ଅଫିସ,୨୪।୧: ଓମ୍‌ଫେଡ୍‌ ଗୋଖାଦ୍ୟ ଦୁର୍ନୀତିର ସିବିଆଇ ତଦନ୍ତ କରାଯିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଅଭିଯୋଗକାରୀଙ୍କ ଅର୍ଜିକୁ ଏତଲା ଭାବେ ଗ୍ରହଣ କରି ତଦନ୍ତ...

ଶିଶୁଙ୍କ ସାମଗ୍ରିକ ବିକାଶ ଉପରେ ଗୁରୁତ୍ୱ

ପୁରୀ ଅଫିସ, ୨୦ା୧୧ :  ବିଶ୍ୱମ୍ବର ବିଦ୍ୟାପୀଠ ପରିସରରେ ଗୁରୁବାର ଶିଶୁ ସମାଚାର ପକ୍ଷରୁ ବିଶ୍ୱ ଶିଶୁ ଅଧିକାର ଦିବସ ପାଳିତ ହୋଇଯାଇଛି। ଆଇନଜୀବୀ ଶରତ...

ଅତଲାପୁର ପଞ୍ଚାୟତରେ ବ୍ୟାପକ ଦୁର୍ନୀତି : ବିଡିଓଙ୍କ ନିକଟରେ ଫେରାଦ ହେଲେ ପଞ୍ଚାୟତବାସୀ

ରସୁଲପୁର,୧୭।୧୨(ଡିଏନଏ)- ରସୁଲପୁର ବ୍ଲକ ବରୀ ନିର୍ବାଚନମଣ୍ଡଳୀରେ ସାମିଲ ହୋଇଥିବା ୧୦ଟି ପଞ୍ଚାୟତ ମଧ୍ୟରୁ ଶ୍ରେଷ୍ଠ ପୁରସ୍କାରପ୍ରାପ୍ତ ଅତଲାପୁର ପଞ୍ଚାୟତରେ ଦୁର୍ନୀତିର ଗନ୍ଧ ବାରିଛନ୍ତି ଜନସାଧାରଣ। ସରକାରଙ୍କ...

ପେଣ୍ଠକଟାର ସ୍ବଚ୍ଛତା ଉପରେ ଜିଲାପାଳଙ୍କ ଗୁରୁତ୍ୱ

ପୁରୀ ଅଫିସ, ୮ା୮:  ବାତ୍ୟା ଫନୀରେ ପୁରୀ ସହରସ୍ଥ ବସ୍ତିଗୁଡ଼ିକ ମଧ୍ୟରୁ ସମୁଦ୍ର ଉପକୂଳ ପେଣ୍ଠକଟା ବସ୍ତି ଅଧିକ କ୍ଷତିଗ୍ରସ୍ତ ହୋଇଥିଲା। ଏଠାରେ ବ୍ୟାପକ ସଂଖ୍ୟାରେ...

ବିପଦ ସାଜିଛି ମୁକୁଳା ଡ୍ରେନ

ବରଗଡ଼,୨୪।୭(ପ୍ରେମାନନ୍ଦ ଖମାରୀ): ମୁକୁଳା ଡ୍ରେନ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ଅଘଟଣ ଘଟୁଛି। ଡ୍ରେନ ଭିତରେ ପଡ଼ି ଲୋକେ ମୃତାହତ ହେଉଛନ୍ତି। ଏହାସତ୍ତ୍ବେ ସେଭଳି ଅଘଟଣ...

ଡାକ୍ତରଙ୍କ ବଦଳି ବାତିଲ ଦାବିରେ ବିକ୍ଷୋଭ

ବଇଣ୍ଡା, ୨୬ା୯(ଡି.ଏନ.ଏ.) – କିଶୋରନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ଚିତ୍ତରଞ୍ଜନ ସାହୁଙ୍କୁ ବୁଧବାର ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଠାକୁରଗଡ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ସପ୍ତାହକୁ ୩...

ଖଣି ପରେ ବିଜୁଳି ବନ୍ଦ, ଅସୁବିଧାରେ ଲୋକେ

ଯୋଡ଼ା,୩ା୧(ଡି.ଏନ.ଏ.)  କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ବଳଦା ପଞ୍ଚାୟତ ଅନ୍ତର୍ଗତ ଗୁରୁଡ଼ା ବେଣୁଆପାଣି କ୍ୟାମ୍ପ ଅଞ୍ଚଳବାସୀ ଦୀର୍ଘ ଦିନ ହେଲା ବିଦ୍ୟୁତ୍‌ ଆଲୋକରୁ ବଞ୍ଚିିତ ହୋଇଥିବା ଅଭିେଯୋଗ...

ଗବେଷଣାରେ ସହଯୋଗ ଲାଗି ବୁଝାମଣାପତ୍ର; ଛାତ୍ରୀଛାତ୍ରଙ୍କ ବୌଦ୍ଧିକ ଜ୍ଞାନ ଓ ଦକ୍ଷତା ବୃଦ୍ଧିରେ ସହାୟକ ହେବ, ସୃଷ୍ଟି ହେବ ନୂଆ ଅଧ୍ୟାୟ

ବାଲେଶ୍ୱର ଅଫିସ, ୧୭।୧୧-ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ ଏବଂ ଦିଲ୍ଲୀସ୍ଥିତ କଳିଙ୍ଗ ଆନ୍ତର୍ଜାତୀୟ ପ୍ରତିଷ୍ଠାନ ମଧ୍ୟରେ ଶିକ୍ଷା, ସଂସ୍କୃତି ଏବଂ ଗବେଷଣାସ୍ତରରେ ସହଯୋଗ ବୃଦ୍ଧି ପାଇଁ ଏକ...

Advertisement
Archives

Model This Week