କୋରାପୁଟ ଜିଲାରେ ୬୪୭.୪ ମିମି ବର୍ଷା ରେକର୍ଡ: କୋଟପାଡ ବ୍ଲକରେ ସର୍ବାଧିକ ୧୩୫ ମିମି

କୋରାପୁଟ,୩।୯(ସ୍ବ.ପ୍ର): କୋରାପୁଟ ଜିଲାରେ ମଙ୍ଗଳବାର ୬୪୭.୪ ମିମି ବର୍ଷା ହୋଇଥିବା ଜିଲା ଜରୁରୀ ବିଭାଗ ପକ୍ଷରୁ ସୂଚନା ମିଳିଛି ା ସେଥିମଧ୍ୟରୁ ଜିଲାର କୋଟପାଡ଼ ବ୍ଲକରେ ସର୍ବାଧିକ ୧୩୫ ମିମି ବର୍ଷା ହୋଇଥିବା ବେଳେ ସେମିଳିଗୁଡ଼ା ବ୍ଲକରେ ୭୫ ମିମି, ନନ୍ଦପୁର ବ୍ଲକରେ ୪୯.୪ ମିମି, ପଟ୍ଟାଙ୍ଗି ବ୍ଲକରେ ୩୨. ୨ମିମି, ନାରାୟଣପାଟଣା ବ୍ଲକରେ ୨.୬ ମିମି, କୋରାପୁଟ ବ୍ଲକରେ ୪୦.୪ ମିମି, ଲମତାପୁଟ ବ୍ଲକରେ ୫୮.୪ ମିମି ବର୍ଷା ରେକର୍ଡ କରାଯାଇଛି। ଏହା ସହ ଦଶମନ୍ତପୁର ବ୍ଲକରେ ୫ ମିମି, ଲକ୍ଷ୍ମୀପୁର ବ୍ଲକରେ ୧ ମିମି, ଜୟପୁର ବ୍ଲକରେ ୮୯.୬ ମିମି, ବନ୍ଧୁଗାଁ ବ୍ଲକରେ ୩ ମିମି, କୁନ୍ଦ୍ରା ବ୍ଲକରେ ୪୪ ମିମି, ବୋରିଗୁମ୍ମା ବ୍ଲକରେ ୬୪ ମିମି ବର୍ଷା ହୋଇଛି।
ସେହିପରି ବୈପାରିଗୁଡା ବ୍ଲକରେ ୫୧ମିମି ବର୍ଷା ହୋଇଥିବା ବିଭାଗ ପକ୍ଷରୁ ସୂଚନା ମିଳିଛି।  ଏହା ସହ ମଙ୍ଗଳବାର ତେଲେଙ୍ଗିରି ଡ୍ୟାମ୍‌ରେ ଜଳସ୍ତର ୬୨୫.୬୦ ମିଟର ରହିଥିବାବେଳେ ତା’ର ବିପଦ ସଙ୍କେତ ଜଳସ୍ତର ହେଉଛି ୬୩୩ ମିଟର, କୋଲାବ ଡ୍ୟାମ୍‌ରେ ମଙ୍ଗଳବାର ଜଳସ୍ତର ୮୫୪ ମିଟର ରହିଥିବାବେଳେ ଡ୍ୟାମ୍‌ର ବିପଦ ସଙ୍କୁଳ ଜଳସ୍ତର ୮୫୮ ମିଟର ବୋଲି ଜିଲା ପ୍ରଶାସନ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କୁ ହଇରାଣ କଲେ ସରକାରୀ ଆକାଉଣ୍ଟ ଉଠାଇ ନିଆଯିବ

ଫୁଲବାଣୀ ଅଫିସ, ୨୩ା୧୨-ଜିଲା ପରାମର୍ଶଦାତା କମିଟି ବୈଠକ ଜିଲାପାଳଙ୍କ କାର୍ଯ୍ୟାଳୟ ସଦ୍‌ଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଡା.ବୃନ୍ଦା ଡି. ଏଥିରେ ଅଧ୍ୟକ୍ଷତା କରି ଜିଲାରେ...

ଜିଲା ଚିକିତ୍ସାଳୟରେ ସୁରକ୍ଷାକର୍ମୀଙ୍କ ଆତଙ୍କ

ଅନୁଗୋଳ ଅଫିସ, ୨୪।୪: କ୍ରମିକ ସଂଖ୍ୟା ଅନୁଯାୟୀ ଧାଡ଼ିରେ ଛିଡ଼ା ହୋଇଥିବା ରୋଗୀ ଓ ସମ୍ପର୍କୀୟଙ୍କୁ ଅଣଦେଖା କଲେ। ପଛରେ ଆସିଥିବା ଲୋକଙ୍କୁ ଆଗୁଆ ଡାକ୍ତରଙ୍କ...

ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆତ୍ମାହୁତି ଉଦ୍ୟମ: ଲକ୍ଷାଧିକ ଟଙ୍କାର ଠକେଇର ଶିକାର ହୋଇଛନ୍ତି ଅଭିଯୋଗକାରୀ

ଖୋର୍ଦ୍ଧା ଅଫିସ, ୪।୧: ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସୋମବାରୀ ସକାଳେ ଜଣେ ଯୁବକ ଆତ୍ମାହୁତି ଉଦ୍ୟମ କହିଛନ୍ତି। ପୋଲିସର ଉପସ୍ଥିତରେ ଯୁବକ ଦେହରେ କିରୋସିନ...

ସିମନବାଡ଼ିରେ ପାଳନ ହେଲା ଦଶହରା

ଦାରିଙ୍ଗବାଡ଼ି,୮।୧୦(ଡି.ଏନ.ଏ.)- ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିରେ ଭାଇଚାରାରେ ପାଳନହେଲା ଦଶହରା ପର୍ବ ା ମା’ଦୁର୍ଗାଙ୍କ ମୃଣ୍ମୟ ମୁର୍ତ୍ତିକୁ ପୂଜାର୍ଚ୍ଚନା ସହ ଦର୍ଶନ ପାଇଁ ଭିଡ଼ ଜମିଥିଲା। ସେହିପରି...

‘ମହାଦ୍ରୁମରୁ କେବଳ ପତ୍ର ଝଡ଼ିଛି’

ଖଇରା, ୪ା୫(ଡି.ଏନ.ଏ.): ବାଲେଶ୍ୱର ଜିଲା ଅଧୀନ ଖଇରାଠାରେ ବିଜେଡିର ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ପୂର୍ବତନ ଜିଲା ପରିଷଦ ସଭ୍ୟ ରାଧାକାନ୍ତ ପାତ୍ର ଓ...

ଆସିଲେନି, ହିସାବ ଦେଲେନି

ଢେଙ୍କାନାଳ ଅଫିସ, ୧୨।୨ ଢେଙ୍କାନାଳ ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲଢୁଥିବା ପ୍ରାର୍ଥୀମାନେ ଠିକ୍‌ ଭାବେ ଖର୍ଚ୍ଚ ବିବରଣୀ ରଖୁନାହାନ୍ତି। ସମୀକ୍ଷା ବୈଠକରେ ମଧ୍ୟ ଉପସ୍ଥିତ...

ଅସରାଏ ବର୍ଷାରେ ବ୍ଲକ କାର୍ଯ୍ୟାଳୟ ଜଳବନ୍ଦୀ

ବାସୁଦେବପୁର,୧୪।୭(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ କାର୍ଯ୍ୟାଳୟରେ ଗୁରୁବାର କୃତ୍ରିମ ବନ୍ୟା ଦେଖିବାକୁ ମିଳିଛି। ଅପରାହ୍ନରେ ଅସରାଏ ବର୍ଷାରେ ଅଫିସ୍‌ ପରିସର ଜଳମଗ୍ନ...

ଗାଁ ଭୋଜିରେ ବଚସା: ଦମ୍ପତିଙ୍କୁ ଭୁଜାଲିରେ ହାଣି ଯୁବକ ଫେରାର; ମହିଳା ମୃତ, ସ୍ବାମୀ ଗୁରୁତର

ଓଡ଼ଗାଁ,୩୦।୧୧(ସ୍ବ.ପ୍ର.): ନୟାଗଡ଼ ଜିଲା ବାହାଡ଼ାଝୋଲା ଫାଣ୍ଡି ଭାଟସାହି ଗ୍ରାମରେ ଶୁକ୍ରବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଁରେ ଭୋଜି ଚାଲିଥିବା ବେଳେ ସାମାନ୍ୟ କଥାରୁ...

Advertisement
Archives

Model This Week