କୋରାପୁଟ ଜିଲାରେ ୬ କରୋନା ଆକ୍ରାନ୍ତ ଚିହ୍ନଟ

ଜୟପୁର,୨୫ା୫(ଡି.ଏନ୍‌.ଏ.): କୋରାପୁଟ ଜିଲାରେ ସୋମବାର ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ଜୟପୁର ସହରର ହୋଇଥିବା ବେଳେ ଦଶମନ୍ତପୁର ବ୍ଲକର ଜଣେ, ନନ୍ଦପୁରର ୨ ଏବଂ ଲକ୍ଷ୍ମୀପୁର ବ୍ଲକର ୨ ଜଣ ଚିହ୍ନଟ ହୋଇଛନ୍ତି। ୫ଜଣ ଆନ୍ଧ୍ରପ୍ରଦେଶରୁ ଫେରି ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିଥିବା ବେଳେ ଜୟପୁର ସହର ରୋଗୀ ଜଣକ ଆନ୍ଧ୍ରପ୍ରଦେଶରୁ ଫେରି ପୁଣି ଆନ୍ଧ୍ରପ୍ରଦେଶ ଚାଲିଯାଇଛନ୍ତି। ତାଙ୍କୁ ତୁରନ୍ତ କୋଭିଡ୍‌ ହସ୍ପିଟାଲକୁ ଆଣିବା ପାଇଁ ଜିଲା ପ୍ରଶାସନର ମୁଣ୍ଡ ବ୍ୟଥା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ଡ୍ରମ ଭିତରେ କୁଣ୍ଡଳୀ ମାରି ବସିଥିଲା ବିରାଟକାୟ ଅଜଗର, ପରିବାର ଲୋକଙ୍କ ମଧ୍ୟରେ ଖେଳିଗଲା ଆତଙ୍କ, ତା’ ପରେ…

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ଅଞ୍ଚଳରେ ଏକ ବିଶାଳ ଅଜଗର ସାପ ଉଦ୍ଧାର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ନିଟ୍ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଆଦିବାସୀ ଝିଅ ପୂର୍ଣ୍ଣିମା, ସମଗ୍ର କୋକସରା ଅଞ୍ଚଳରେ ଖୁସିର ଲହରୀ

କୋକସରା,୨୫।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ଗ୍ରାମର ମେଧାବୀ ଆଦିବାସୀ ଝିଅ ପୂର୍ଣ୍ଣିମା ପୁଝାରୀ ସର୍ବଭାରତୀୟ ନିଟ୍ (NEET UG) ପରୀକ୍ଷାରେ ସଫଳତା…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

କାମ କରୁଥିବା ବେଳେ ହେଲା ଛାତିରେ ଯନ୍ତ୍ରଣା, ହୃଦଘାତରେ ଚାଲିଗଲା କ୍ୟାସିୟର ଅରବିନ୍ଦଙ୍କ ଜୀବନ

ଭବାନୀପାଟଣା,୨୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ସମଗ୍ର ଶିକ୍ଷା ପ୍ରକଳ୍ପ କାର୍ଯ୍ୟାଳୟର କ୍ୟାସିୟର (କୋଷାଧ୍ୟକ୍ଷ) ଅରବିନ୍ଦ ପଣ୍ଡାଙ୍କର ୫୬ ବର୍ଷ ବୟସରେ ହୃଦଘାତରେ ମଙ୍ଗଳବାର ପୂର୍ବାହ୍ନରେ ପରଲୋକ…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ବିନା କୋଚିଂରେ ନିଟ୍‌ରେ ସଫଳ ହେଲେ ସୁବ୍ରତ, ଭୀମ ଭୋଇ ମେଡିକାଲ କଲେଜରେ ପଢ଼ିବେ…

କର୍ଲାମୁଣ୍ଡା,୨୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଞ୍ଜା ପଞ୍ଚାୟତର ରେଙ୍ଗାଲି ଗ୍ରାମର ମେଧାବୀ ଛାତ୍ର ସୁବ୍ରତ ଶେଖର ରଣା ଜାତୀୟ ଯୋଗ୍ୟତା ପ୍ରବେଶିକା ପରୀକ୍ଷା…

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri