କୋରାପୁଟ ମେଡିକାଲ କଲେଜରେ କାର୍ଯ୍ୟକ୍ଷମ ହେଲା ଅଲଟ୍ରାସାଉଣ୍ଡ୍‌ ମେଶିନ

କୋରାପୁଟ,୧।୮(ସ୍ବ.ପ୍ର.) : କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ଦୀର୍ଘଦିନ ପରେ ଅଲଟ୍ରାସାଉଣ୍ଡ ମେଶିନ କାର୍ଯ୍ୟକ୍ଷମ ହୋଇଛି। ସୂଚନାଯୋଗ୍ୟ, ଦୀର୍ଘଦିନ ଧରି ସଦର ମହକୁମା ଡାକ୍ତରଖାନା କୋରାପୁଟରେ ଚାଲୁଥିବାବେଳେ ଏହି ଅଲଟ୍ରାସାଉଣ୍ଡ ମେଶିନ ଅଚଳ ହେବା ପରେ ଏଠାକୁ ଆସୁଥିବା ରୋଗୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଥିଲେ। ଏହାପରେ ଏକ ନୂତନ ମେଶିନ କୋରାପୁଟକୁ ଆସିଥିଲା। ଅନେକ ଦିନ ରହିବା ପରେ ଏହି ମେଶିନ ବୁଧବାରଠାରୁ କାର୍ଯ୍ୟକ୍ଷମ ହୋଇଛି। ୪ ଜଣଙ୍କ ଅଲଟ୍ରାସାଉଣ୍ଡ କରାଯାଇଛ। ଡାକ୍ତର ମୁକ୍ତିକାନ୍ତ ଖଟୁଆଙ୍କ ତତ୍ତ୍ୱାବଧାନରେ ଏହି ମେଶିନ ପରିଚାଳନା କରାଯାଉଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଣିତରା ପଞ୍ଚାୟତର ୪ ଗ୍ରାମକୁ ଶଟ୍‌ଡାଉନ ଘୋଷଣା କଲେ ସରପଞ୍ଚ: ଜୁନ୍‌ ୨୪ ଯାଏ ରହିବ ବଳବତ୍ତର

ବୁଗୁଡା,୧୯।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ମାଣିତରା ପଞ୍ଚାୟତର ୪ ଗ୍ରାମକୁ ଜିଲାପାଳ କ୍ଷମତା ପ୍ରଯୋଗ କରି ସରପଞ୍ଚ ଶାନ୍ତିଲତା ନାୟକ ଶଟ୍‌ଡାଉନ ଘୋଷଣା...

କଳାକାରଙ୍କୁ ଦିଆଯାଉ ଋଣ

ବରଗଡ଼ ଅଫିସ,୨୧।୯: ମହାମାରୀ କରୋନା ଯୋଗୁ କଳାକାରଙ୍କ ଜୀବନ ଜୀବିକା ଦୁର୍ବିସହ ହୋଇପଡିଛି। ଫଳରେ ଏଭଳି ବିପର୍ଯ୍ୟୟ ସମୟରେ ସମସ୍ତ କଳାକାରଙ୍କୁ ଋଣ ଦିଆଯାଉ ବୋଲି...

ପୋଲିସ ପରିଚୟଦେଇ ମହିଳାଙ୍କଠାରୁ ସୁନା ଅଳଙ୍କାର ଲୁଟ୍‌

ପୁରୀ ଅଫିସ,୧୪।୧୦: ନିଜକୁ ପୋଲିସ ପରିଚୟ ଦେଇ ୨ ଯୁବକ ମହିଳାଙ୍କଠାରୁ ସୁନାଅଳଙ୍କାର ଲୁଟି ନେଇଛନ୍ତି। ଘଟଣାଟି ଘଟିଛି ପୁରୀ ଜିଲା ସିଟି ଡିଏସ୍‌ପିଙ୍କ ଅଫିସଠାରୁ...

ଜୁନାଗଡ଼ରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି: ୨ ଦିନ ଘରକୁ ଘର ବୁଲି କୋଭିଡ ପରୀକ୍ଷା

ଜୁନାଗଡ଼,୧୦।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଓ ଏନ୍‌ଏସିରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଯାହାକୁ ନେଇ ଏବେ ଚିନ୍ତା ବଢ଼ିଛି।...

ଗ୍ରାମବାସୀଙ୍କୁ ଭୟଭୀତ କରିବା ମହଙ୍ଗା ପଡ଼ିଲା: ଯୁବକ ଗିରଫ, ଦେଶୀ ବନ୍ଧୁକ ଜବତ

ପଦ୍ମପୁର,୩୦।୮(ଡି.ଏନ୍‌.ଏ.): ବରଗଡ଼ ଜିଲା ଜମଲା ଗ୍ରାମର ଜଣେ ଯୁବକଙ୍କୁ ବନ୍ଧୁକ ଦେଖାଇ ଗ୍ରାମବାସୀଙ୍କୁ ଭୟଭୀତ କରାଇବା ମହଙ୍ଗା ପଡ଼ିଛି। ପଦ୍ମପୁର ଥାନା ପୋଲିସ ଯୁବକଙ୍କ ଘରେ...

ଚୋରି ବାଇକ୍‌ ଜବତ, ୨ ଗିରଫ

ବଡ଼ବିଲ,୧।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ମୃଣାଳ କଲୋନୀରୁ ଗତ ରବିବାର ପୂର୍ବାହ୍ନରେ ଚୋରି ହୋଇଥିବା ଏକ ବାଇକ୍‌କୁ ପୋଲିସ ଜବତ କରିବା ସହ...

ଦରମା ନ ଦେବାରୁ ଚଢ଼ିଗଲେ ଟାଙ୍କି ଉପରେ

କଟକ ସଦର,୨୫।୧୦(ଡି.ଏନ୍‌.ଏ.): କଟକ ସଦର ବ୍ଲକ ଅଧୀନ ଅରିଲୋ ଗ୍ରାମର ଏକ ପାଣି ଟାଙ୍କି ଉପରେ ସୋମବାର ଜଣେ ଯୁବକ ହଠାତ ଚଢ଼ିଯାଇଥିଲେ। ୫ ବର୍ଷର...

ନିର୍ମାଣର ୨ମାସ ପରେ ଡ୍ରେନ୍‌ ଭୁଶୁଡ଼ିଲା

ନୟାଗଡ଼ ଅଫିସ,୧୧।୪: ନୟାଗଡ଼ ମ୍ୟୁନିସିପାଲିଟି ଦେବୋତ୍ତର କଲୋନୀର ୧ନଂ. ଲେନ୍‌ ରାସ୍ତାପାର୍ଶ୍ୱରେ ଥିବା ଡ୍ରେନ ଭୁଶୁଡ଼ି ପଡ଼ିଛି। ବର୍ଷା ନ ହୋଇ ଡ୍ରେନ ଭୁଶୁଡି ପଡିବା...

Advertisement
Archives

Model This Week