Posted inଖେଳ

କୋରିଆ ଓପନ: କ୍ୱାର୍ଟରରେ କାଶ୍ୟପ

ଇଞ୍ଚତ୍ଅନ,୨୬।୯: ଭାରତୀୟ ଶଟଲର ପାରୁପଲ୍ଲୀ କାଶ୍ୟପ କୋରିଆ ଓପନ ଟୁର୍ନାମେଣ୍ଟର ପୁରୁଷ ସିଙ୍ଗଲ୍ସ ବର୍ଗର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଗୁରୁବାର ଅନୁଷ୍ଠିତ ଦ୍ୱିତୀୟ ରାଉଣ୍ଡ ମ୍ୟାଚ୍‌ରେ କାଶ୍ୟପ ମାଲେସିଆର ଡାରେନ ଲୁଇଙ୍କୁ ହରାଇ ଦେଇଛନ୍ତି। ୫୬ ମିନିଟ୍‌ ଧରି ଚାଲିଥିବା ମ୍ୟାଚ୍‌କୁ କାଶ୍ୟପ ୨୧-୧୭, ୧୧-୨୧, ୨୧-୧୨ ଗେମ୍‌ରେ ଜିତିଛନ୍ତି। ସେ ସେମିଫାଇନାଲରେ ୮ମ ସିଡ୍‌ ଇଣ୍ଡୋନେସିଆର ଆନ୍ଥୋନି ସିନିସୁକା ଗିଟିଂ ଓ ଡେନମାର୍କର ଜାନ ଓ’ ଜୋର୍ଗେନସେନ ମଧ୍ୟରେ ହେବାକୁ ଥିବା ମ୍ୟାଚ୍‌ର ବିଜେତାଙ୍କୁ ଭେଟିବେ। ୨୦୧୪ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ପଦକଧାରୀ କାଶ୍ୟପ ଚଳିତ ଟୁର୍ନାମେଣ୍ଟରେ ଏକମାତ୍ର ଭାରତୀୟ ଶଟଲର ଭାବେ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା ଭାରତୀୟ ଶଟଲର ପ୍ରଥମ ରାଉଣ୍ଡରେ ପରାଜୟର ସମ୍ମୁଖୀନ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦୁନିଆ ପାଇଁ ‘କିଙ୍ଗ କୋହଲି’, ହେଲେ ମୋ ପାଇଁ ତୁ ‘ଚିକୁ’ ହୋଇ ରହିବୁ: ଯୁବରାଜ

ନୂଆଦିଲ୍ଲୀ,୨୨।୨: ଦୁନିଆ ପାଇଁ ତୁ କିଙ୍ଗ କୋହଲି ହୋଇଥାଇପାରୁ, ହେଲେ ମୋ’ ପାଇଁ ସର୍ବଦା ଚିକୁ ହୋଇ ରହିବୁ। କିଛି ଏଭଳି ଢଙ୍ଗରେ କୋହଲିଙ୍କ ଉଦ୍ଦେଶ୍ୟରେ...

ଫିଫା ୱାର୍ଲଡ କପ୍‌ କ୍ୱାଲିଫାୟର: ବ୍ରାଜିଲର କ୍ରମାଗତ ପଞ୍ଚମ ବିଜୟ

ସାଓ ପାଉଲୋ,୬।୬(ଏପି): ଦକ୍ଷିଣ ଆମେରିକା ଫୁଟ୍‌ବଲ ପାଓ୍ବାର ହାଉସ୍‌ ରୂପେ ଜଣାଥିବା ବ୍ରାଜିଲ ଫିଫା ବିଶ୍ୱକପ୍‌ କ୍ୱାଲିଫାୟର ମ୍ୟାଚ୍‌ରେ ୨-୦ ଗୋଲରେ ଇକ୍ୱେଡରକୁ ପରାସ୍ତ କରିଛି।...

ହାତ ମିଳାଇବାକୁ ମନା କଲେ ସ୍ନୁକର ଷ୍ଟାର ଓସୁଲିଭାନ

ଲଣ୍ଡନ,୧୩।୧୨(ଏଏଫ୍‌ପି)- ସ୍ନୁକର କିମ୍ବଦନ୍ତୀ ରୋନି ଓସୁଲିଭାନ ନିଜ ଜାଜ୍ୱଲ୍ୟମୟ କ୍ୟାରିୟରରେ ଏକ ନୂଆ ଅଧ୍ୟାୟ ଆରମ୍ଭ କରିଛନ୍ତି। ସ୍କଟିଶ ଓପନ ଟୁର୍ନାମେଣ୍ଟରେ ଏକ ମ୍ୟାଚ୍‌ ପୂର୍ବରୁ...

ସ୍କ୍ବାର୍ଜମ୍ୟାନ, ମେଡଭେଡେଭ ତୃତୀୟ ରାଉଣ୍ଡରେ

ପ୍ୟାରିସ, ୪।୬-ଫ୍ରେଞ୍ଚ ଓପନ ଗ୍ରାଣ୍ଡସ୍ଲାମ ଟେନିସ ଟୁର୍ନାମେଣ୍ଟର ଗୁରୁବାର ଅନୁଷ୍ଠିତ ଦ୍ୱିତୀୟ ରାଉଣ୍ଡ ମ୍ୟାଚରେ ଡିଏଗୋ ସ୍କ୍ବାର୍ଜମ୍ୟାନ, ଡାନିଏଲ ମେଡଭେଡେଭ ପ୍ରମୁଖ ନାମୀ ଖେଳାଳିମାନେ ବିଜୟୀ...

ପ୍ରଥମ ଟି୨୦ ଜିତିଲା ନ୍ୟୁଜିଲାଣ୍ଡ

ଅକ୍‌ଲାଣ୍ଡ, ୧୮।୧୨- ସ୍ଥାନୀୟ ଇଡେନ ପାର୍କଠାରେ ଅନୁଷ୍ଠିତ ପାକିସ୍ତାନ ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍‌କୁ ଅତି ସହଜରେ ୫ ଉଇକେଟରେ ଜିତି ନେଇଛି ନ୍ୟୁଜିଲାଣ୍ଡ। ଏହି...

କ୍ୱାର୍ଟରଫାଇନାଲରୁ ଓହରିଲେ ଫେଡରର

ରୋମ୍‌,୧୮ା୫ (ଏ.ଏଫ୍‌.ପି.)-ଡାହାଣ ଗୋଡ଼ରେ ଆଘାତପ୍ରାପ୍ତ ଯୋଗୁ ବିଶ୍ୱର ୩ ନମ୍ବର ଖେଳାଳି ରୋଜର ଫେଡରର ଏଠାରେ ଚାଲିଥିବା ଇଟାଲିଆନ ଓପନ ଟେନିସ ଟୁର୍ନାମେଣ୍ଟ କ୍ୱାର୍ଟର ଫାଇନାଲ...

ଆସିଲା ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ

ବ୍ୟାଙ୍ଗକକ୍‌,୭।୩ : ଗତ ଶୁକ୍ରବାର ପ୍ରାଣ ହରାଇଥିବା ଅଷ୍ଟ୍ରେଲିଆର କିମ୍ବଦନ୍ତୀ କ୍ରିକେଟର ଶେନ ଓ୍ବର୍ନଙ୍କ ମୃତ୍ୟୁ ପଛର ପ୍ରକୃତ କାରଣ ଜଣାପଡ଼ିଛି। ତାଙ୍କ ମୃତ୍ୟୁର କାରଣ...

ଅବହେଳିତ ପିଲାଙ୍କ ପାଇଁ ବ୍ୟାଟ ନିଲାମ କରିବେ ରାହୁଲ

ନୂଆଦିଲ୍ଲୀ,୨୦।୪ (ପି.ଟି.): ଅବହେଳିତ ପିଲାମାନଙ୍କ ପାଇଁ ପାଣ୍ଠି ସଂଗ୍ରହ କରିବାକୁ ଭାରତୀୟ ତାରକା ବ୍ୟାଟ୍ସମ୍ୟାନ ଲୋକେଶ ରାହୁଲ ଏବେ ଅଣ୍ଟା ଭିଡିଛନ୍ତି। ଗତବର୍ଷ ଇଂଲଣ୍ଡରେ ଅନୁଷ୍ଠିତ...

Advertisement
Archives

Model This Week