କୋରେକ୍ସ ବିକ୍ରି: ୪ ଗିରଫ, ୫ ମାମଲା

ନୟାଗଡ଼ ଅଫିସ,୨୮ା୩: ନୟାଗଡ଼ ଜିଲାରେ ଆଇନ ଉଲ୍ଲଂଘନ ଅଭିଯୋଗରେ ବିଭିନ୍ନ ଥାନା ପକ୍ଷରୁ ୫ ମାମଲା ରୁଜୁ ହୋଇଛି। ଅନ୍ୟପକ୍ଷେ ନୟାଗଡ ବ୍ଲକ ପରିସରେ ଶୁକ୍ରବାର କୋରେକ୍ସ ବିକ୍ରି ଅଭିଯୋଗରେ ଟାଉନ ଥାନା ପୋଲିସ ୪ଜଣଙ୍କୁ ଗିରଫ କରି ତଦନ୍ତ ଆରମ୍ଭ କରିଛି। ଏହାସହ ପୋଲିସ ୧୫ଜଣଙ୍କୁ ଅଟକ ରଖି ପରେ ବ୍ୟକ୍ତିଗତ ମୁଚାଲିକାରେ ଛାଡ଼ି ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୨୨ ନମୁନାରୁ ୯୦ ନେଗେଟିଭ୍‌

ବାରିପଦା ଅଫିସ, ୮ା୪: କରୋନା ଭାଇରସ୍‌ ଆକ୍ରାନ୍ତ ହୋଇଥିବା ସନ୍ଦେହରେ ଜିଲାର ୧୨୨ଟି ନମୁନା ପରୀକ୍ଷା ପାଇଁ ପଠାଯାଇଛି। ଏଥିମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୯୦ଟି ନମୁନା...

୧୦ ଦିନ ତଳୁ ଆସିଛି ବଦଳି ଚିଠି, ଛୁଟି ଦିନରେ ପ୍ରଘଟ:ବଦଳିବେ ଅନୁଗୋଳ ପୌର ନିର୍ବାହୀ ଅଧିକାରୀ

ଅନୁଗୋଳ ଅଫିସ, ୩।୯ ଅନୁଗୋଳ ପୌରପାଳିକାର ନିର୍ବାହୀ ଅଧିକାରୀ ଶୁଭେନ୍ଦୁ ଜେନାଙ୍କ ବଦଳି ହୋଇଛି। ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଚିଠି...

ଭାରସାମ୍ୟ ହରାଇ ବିଲକୁ ଓଲଟି ପଡ଼ିଲା ବସ୍‌: ୨ ମୃତ, ୨୦ ଆହତ

ଖୋର୍ଦ୍ଧା ଅଫିସ, ୩୧ା୮: ବଲାଙ୍ଗୀର-ଖୋର୍ଦ୍ଧା ୫୭ ନଂ. ଜାତୀୟ ରାଜପଥର ପୁବୁସାହି ନିକଟରେ ଶୁକ୍ରବାର ଅପରାହ୍ନ ୫ ଟା ୪୦ମିନିଟ୍‌ରେ ନାରାୟଣୀ ନାମକ ଘରୋଇ ବସ...

ମଦ ପିଇବାକୁ ଟଙ୍କା ନ ଦେବାରୁ ଆକ୍ରମଣ : ମା,ଝିଅ ଗୁରୁତର

ରାୟଗଡ଼ା ଅଫିସ,୧୦ା୮: ମଦ ପିଇବାକୁ ଟଙ୍କା ନ ଦେବାରୁ ଶନିବାର ରାୟଗଡ଼ା ସହରର ବ୍ୟାଙ୍କ କଲୋନୀଠାରେ ଜଣେ ବ୍ୟକ୍ତି ନିଜ ସ୍ତ୍ରୀ ଓ ଝିଅକୁ ଛୁରିରେ...

ଲାଞ୍ଚ ନେଇ କନିଷ୍ଠ କିରାଣି ଗିରଫ

କଟକ ଅଫିସ,୧୩।୩: ୫ ହଜାର ଟଙ୍କା ଲାଞ୍ଚ ନେବାବେଳେ କଟକ କାଜିବଜାରସ୍ଥିତ ଭକ୍ତମଧୁ ବିଦ୍ୟାପୀଠର କନିଷ୍ଠ କିରାଣି ନାରାୟଣ ସାହୁଙ୍କୁ ଗୁରୁବାର ଭିଜିଲାନ୍ସ ବିଭାଗ ଗିରଫ...

ଛତ୍ରପୁର ବିଡିଓଙ୍କ ପରେ ପାତ୍ରପୁର ତହସିଲଦାରଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୨୩।୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ କରୋନା ଯୋଦ୍ଧାଙ୍କୁ ଅସମ୍ମାନ ଏବଂ ଦୁର୍ବ୍ୟବହାର କରାଯାଉଥିବା ଅଭିଯୋଗ ବଢ଼ିବାରେ ଲାଗିଛି। ଡାକ୍ତର, ଆଶାକର୍ମୀ, ଶିକ୍ଷକ, ମହିଳା ସଂଘ ସଦସ୍ୟ...

ଧାମରା ବନ୍ଦରରେ ଅଘଟଣ: ସର୍ଟଶର୍କିଟରେ ୩ ଆହତ

ଚାନ୍ଦବାଲି,୧୨ା୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମରା ବନ୍ଦର(ଆଦାନୀ)ରେ ଶନିବାର ସକାଳେ ଅଘଟଣ ଘଟିଛି। ବିଦ୍ୟୁତ୍‌ ସର୍ଟଶର୍କିଟ ଯୋଗୁଁ କମ୍ପାନୀରେ କାମ କରୁଥିବା ୩ କର୍ମଚାରୀ ଗୁରୁତର ହୋଇଛନ୍ତି।...

ଖୁଣ୍ଟାପିଙ୍ଗୁରେ ଅଗ୍ନିକାଣ୍ଡ: ଜଳିଗଲା ଦୁଇ ବଖରା

ପାଟଣା,୯।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ସାହାରପଡା ବ୍ଲକ ଖୁଣ୍ଟାପିଙ୍ଗୁ ଗ୍ରାମରେ ସୋମବାର ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ଜଣେ ବିଧବା ମହିଳା ଜିଙ୍ଗି ମୁଣ୍ଡାଙ୍କର...

Coronavirus Update


Archives

Model This Week

Why Dharitri