କରୋନା ଗୁଜବ ସୋସିଆଲ ମିଡିଆରେ ଭାଇରାଲ: ଗିରଫ ଶିକ୍ଷକ ନିଲମ୍ବିତ

ଧର୍ମଗଡ,୧୭।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଖଳିଆକାନି ଗାଁରେ କରୋନା ଆକ୍ରାନ୍ତ ଜଣେ ଯୁବକ କବାଟ ବନ୍ଦକରି ଘରେ ରହିବା ଓ ଘଟଣା ସ୍ଥଳକୁ ଗୋଲାମୁଣ୍ଡା ଥାନା ଅଧିକାରୀ ବିଡିଓ ଯିବା ସୋସିଆଲ ମିଡ଼ିଆରେ ଭାଇରାଲ ହୋଇଥିଲା। ଏହି ଘଟଣାରେ ଗିରଫ ହୋଇ କୋର୍ଟ ଚାଲାଣ ହୋଇଥିବା ଗୋଲାମୁଣ୍ଡା ଗ୍ରିନ୍ଦୋଲ ଗାଁର ଶିକ୍ଷକ ବିନ୍ଦୁ ମହାନନ୍ଦଙ୍କୁ ଜିଲା ଶିକ୍ଷା ଅଧିକାରୀ ଚାକିରିରୁ ନିଲମ୍ବନ କରିଛନ୍ତି।
ସୂଚନାନୁଯାୟୀ, ଗତ ୧୪ ତାରିଖରେ ବିନ୍ଦୁ ମହାନନ୍ଦ ବିଭିନ୍ନ ହ୍ବାଟ୍ସଆପ୍‌ ଗ୍ରୁପ୍‌ରେ ଏହାକୁ ଭାଇରାଲ କରିଥିଲେ। ଏହା କଳାହାଣ୍ଡି ଏସ୍‌ପିଙ୍କ ନଜରକୁ ଆସିବାପରେ ତାଙ୍କ ନିର୍ଦ୍ଦେଶକ୍ରମେ ବିନ୍ଦୁଙ୍କୁ ପଚରାଉଚୁରା ଜାରି ରଖିଥିଲା ପୋଲିସ। ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡିସେମ୍ବର ୧୨ରେ ଓକିଲ ସଂଘ ନିର୍ବାଚନ

କଟକ ଅଫିସ,୯ା୧୧: ହାଇକୋର୍ଟ ବାର୍‌ ଆସୋସିଏଶନ୍‌ ସମେତ ରାଜ୍ୟର ସମସ୍ତ ଓକିଲ ସଂଘ ନିର୍ବାଚନ ଆସନ୍ତା ଡିସେମ୍ବର ୧୨ରେ ଅନୁଷ୍ଠିତ ହେବ। ଏନେଇ ବିଧିବଦ୍ଧ ବିଜ୍ଞପ୍ତି...

ଡେଲି ମାର୍କେଟ ଭିତରେ ବର୍ଷାପାଣି, ବ୍ୟବସାୟୀ ହଟହଟା

କେନ୍ଦୁଝର,୧ା୪(ସ୍ବ.ପ୍ର.): କେନ୍ଦୁଝର ସହରର ଅନ୍ୟତମ ପୁରୁଣା ଡେଲି ମାର୍କେଟ ସାମାନ୍ୟ ବର୍ଷାରେ ବେହାଲ ହୋଇପଡ଼ିଛି।  ବହୁ ଚାଷୀ ପନିପରିବା ଧରି ଆସନ୍ତି। ସେହିପରି ବନବାସୀମାନେ ଜଙ୍ଗଲରୁ...

ବଢୁଛି ଭେଜାଲ, ରଙ୍ଗମିଶା ଖାଦ୍ୟ ବିକ୍ରି

କେନ୍ଦ୍ରାପଡ଼ା,୧୪ା୭(ଜଗନ୍ନାଥ ଧଳ): ଗ୍ରାହକଙ୍କୁ ଆକୃଷ୍ଟ କରିବା ପରି ଖାଦ୍ୟ ସାମଗ୍ରୀ ଷ୍ଟଲ୍‌ ବା ଦୋକାନରେ ସଜା ହେଉଛି। ରଙ୍ଗବେରଙ୍ଗ ମିଠା ସହ ଅନ୍ୟାନ୍ୟ ଖାଦ୍ୟ ଗ୍ରାହକଙ୍କ...

ଗର୍ଭବତୀଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲେ ଭାଇ

ଜେନାପୁର/ଧର୍ମଶାଳା, ୧୫।୫ (ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଅଧୀନ କବାଟବନ୍ଧ ସରକାରୀ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଶୁକ୍ରବାର ଜଣେ ଗର୍ଭବତୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ ହେଲେ ଜେନାପୁର...

ଆକୃଷ୍ଟ କରୁଛି ଡିଜିଟାଲ ଫଟୋଗ୍ରାଫି

ନୟାଗଡ଼ ଅଫିସ,୧୯ା୮ (ରଞ୍ଜନ କୁମାର ପ୍ରଧାନ): ଦୁଇ ଦଶନ୍ଧି ପୂର୍ବରୁ ପରିବାର ସହିତ ଷ୍ଟୁଡ଼ିଓରେ ଯାଇ ଫଟୋ ଉଠାଇବା କିମ୍ବା ଘରକୁ କ୍ୟାମେରାମ୍ୟାନ୍‌ ଆସି ଫଟୋ...

ଜମିକୁ ନିଅଣ୍ଟ ଜଳ

ଅନୁଗୋଳ ଅଫିସ, ୨୯।୧୨: ‘ଚାଷ ଅଛି ଯାହାର କେତେ ସୁଖ ତାହାର’। ଏହି ପ୍ରଚଳିତ ଆପ୍ତବାକ୍ୟ ଚାଷୀ-ଚାଷ ଭିତରେ ଥିବା ସମ୍ପର୍କ ସହିତ ଫସଲ ଉତ୍ପାଦନର...

ଆଜି ଆସିବ ଧାମନଗର ଭୋଟ ଫଳାଫଳ

ଭୁବନେଶ୍ୱର, ୬।୧୧(ବ୍ୟୁରୋ)/ଭଦ୍ରକ ଅଫିସ୍‌: ଧାମନଗର ବିଧାନସଭା ଉପନିର୍ବାଚନ ଭୋଟଗଣତି ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଭଦ୍ରକସ୍ଥିତ ସଂସ୍କୃତି ଭବନଠାରେ ରବିବାର ସକାଳ ୮ରୁ ଭୋଟଗଣନା...

ସେବାଶ୍ରମ ସ୍କୁଲରେ ପାଠ ପଢାଇଲେ ବିଧାୟକ

ଲୋଇସିଂହା,୧୯।୯(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ନିର୍ବାଚନ ମଣ୍ଡଳୀର ବିଧାୟକ ମୁକେଶ ମହାଲିଙ୍ଗ ଆଗଲପୁର ବ୍ଲକ ରାମପୁରସ୍ଥିତ ଆଦିବାସୀ ସେବାଶ୍ରମ ସ୍କୁଲ ବୁଧବାର ପରିଦର୍ଶନ କରିଥିଲେ। ପରିଦର୍ଶନ...

Advertisement
Archives

Model This Week