କରୋନା ଗୁଜବ ସୋସିଆଲ ମିଡିଆରେ ଭାଇରାଲ: ଗିରଫ ଶିକ୍ଷକ ନିଲମ୍ବିତ

ଧର୍ମଗଡ,୧୭।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଖଳିଆକାନି ଗାଁରେ କରୋନା ଆକ୍ରାନ୍ତ ଜଣେ ଯୁବକ କବାଟ ବନ୍ଦକରି ଘରେ ରହିବା ଓ ଘଟଣା ସ୍ଥଳକୁ ଗୋଲାମୁଣ୍ଡା ଥାନା ଅଧିକାରୀ ବିଡିଓ ଯିବା ସୋସିଆଲ ମିଡ଼ିଆରେ ଭାଇରାଲ ହୋଇଥିଲା। ଏହି ଘଟଣାରେ ଗିରଫ ହୋଇ କୋର୍ଟ ଚାଲାଣ ହୋଇଥିବା ଗୋଲାମୁଣ୍ଡା ଗ୍ରିନ୍ଦୋଲ ଗାଁର ଶିକ୍ଷକ ବିନ୍ଦୁ ମହାନନ୍ଦଙ୍କୁ ଜିଲା ଶିକ୍ଷା ଅଧିକାରୀ ଚାକିରିରୁ ନିଲମ୍ବନ କରିଛନ୍ତି।
ସୂଚନାନୁଯାୟୀ, ଗତ ୧୪ ତାରିଖରେ ବିନ୍ଦୁ ମହାନନ୍ଦ ବିଭିନ୍ନ ହ୍ବାଟ୍ସଆପ୍‌ ଗ୍ରୁପ୍‌ରେ ଏହାକୁ ଭାଇରାଲ କରିଥିଲେ। ଏହା କଳାହାଣ୍ଡି ଏସ୍‌ପିଙ୍କ ନଜରକୁ ଆସିବାପରେ ତାଙ୍କ ନିର୍ଦ୍ଦେଶକ୍ରମେ ବିନ୍ଦୁଙ୍କୁ ପଚରାଉଚୁରା ଜାରି ରଖିଥିଲା ପୋଲିସ। ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଜିଲା: ମେ ୧୦ରୁ ରବିଧାନ କିଣା

ବଲାଙ୍ଗୀର ଅଫିସ, ୨୭ା୪: ବଲାଙ୍ଗୀର ଜିଲାରେ ରବି ଧାନକ୍ରୟ ପ୍ରକ୍ରିୟା ଆସନ୍ତା ୧୦ତାରିଖଠାରୁ ଆରମ୍ଭ ହେବ। ଜିଲାସ୍ତରୀୟ ଧାନକ୍ରୟ କମିଟି ବୈଠକରେ ନିଷ୍ପତ୍ତି ନିଆଯାଇଛି। ସ୍ଥାନୀୟ...

ବାଲେଶ୍ୱରରେ ବିଜେଡି ଆଗୁଆ

ବାଲେଶ୍ୱର ଅଫିସ, ୨୩।୫- ବାଲେଶ୍ୱର ସଦର ନିର୍ବାଚନମଣ୍ଡଳୀ ଷଷ୍ଠ ରାଉଣ୍ଡ ସୁଦ୍ଧା ବିଜେଡିର ଜୀବନପ୍ରଦୀପ ଦାଶ ୧୩୫୬୩ ଭୋଟ ପାଇଥିବାବେଳେ ଭାଜପାର ମଦନ ମୋହନ ଦତ୍ତ...

ବିଡିଓଙ୍କୁ ପୁରସ୍କୃତ କଲେ ମନ୍ତ୍ରୀ

ଗଞ୍ଜାମ,୨୬ା୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଶ୍ରେଷ୍ଠ ବିଡିଓ ଭାବେ ଗଞ୍ଜାମ ବ୍ଲକ ବିଡିଓ ବିଶ୍ୱଜିତ ରାୟଙ୍କୁ ସାଧାରଣତନ୍ତ୍ର ଦିବସ ଅବସରରେ ଛତ୍ରପୁର ଷ୍ଟାଡିଅମଠାରେ ଶିଶୁ କଲ୍ୟାଣ ମନ୍ତ୍ରୀ...

୧୯ ଝନ୍‌ ଭୂମିହୀନ ପାଏଲେ ଘରଡ଼ିହ ପଟ୍ଟା

ବିନିକା, ୧୧।୭(ଡି.ଏନ୍‌.ଏ):  ସୁବର୍ଣ୍ଣପୁର ଜିଲା ବିନିକା ତହସିଲ ଅଧୀନ ୧୯ ଝନ୍‌ ଭୂମିହୀନ ହିତାଧିକାରୀକୁଁ ବସୁନ୍ଧରା ଯୋଜନାରେ ବୁଧୁବାର ଘରଡ଼ିହ ପଟ୍ଟା ଦିଆଯାଇଛେ। ଇ କାଯ୍‌କରମରେ...

ସପ୍ତଶଯ୍ୟା ମହୋତ୍ସବ ପଦ୍ମଶ୍ରୀ ପ୍ରିୟମ୍ବଦା ହେଜ୍‌ମାଦୀଙ୍କୁ ସପ୍ତଶଯ୍ୟା ସମ୍ମାନ

ଢେଙ୍କାନାଳ ଅଫିସ,୨୫।୧୨-ଢେଙ୍କାନାଳର ସାଂସ୍କୃତିକ ଅନୁଷ୍ଠାନ ‘ଦେବାଂଶୀ ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ଶୁକ୍ରବାର ଭର୍ଚୁଆଲ୍‌ ମୋଡ୍‌ରେ ସପ୍ତଶଯ୍ୟା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଏମ୍‌ପି ମହେଶ ସାହୁ ମୁଖ୍ୟଅତିଥି...

ଓଲଟିଲା ଟ୍ରକ୍‌ : ଚକାତଳେ ହେଲ୍‌ପରଙ୍କ ଜୀବନଗଲା, ଡ୍ରାଇଭର ଗୁରୁତର

ଯୋଡ଼ା,୧୪।୧୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଥାନା ଅନ୍ତର୍ଗତ ୨ନଂ. ରାଜ୍ୟ ରାଜପଥ ଡିବି ସିଂ ଛକ ନିକଟସ୍ଥ ରାସ୍ତାରେ ଏକ ୧୨ ଚକିଆ ଟ୍ରକ ଭାରସାମ୍ୟ...

ବଜ୍ରପାତରେ ଜଣେ ମୃତ, ୩ ଆହତ

କାଶୀପୁର,୧୫।୬: ରାୟଗଡା ଜିଲା କାଶିପୁର ବ୍ଲକ ଟିକିରି ଥାନା ଅନ୍ତର୍ଗତ ମଙ୍କଡ଼ଝୋଲା ଗ୍ରାମରେ ଆଜି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘଟଣାରେ ଉକ୍ତ ଗ୍ରାମର...

ଗୁଳିମାଡ଼ରେ ସମିତି ସଭ୍ୟାଙ୍କ ସ୍ବାମୀ ମୃତ

ବେଲପଡା, ୨୮ା୩(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ବେଲପଡା ବ୍ଲକ ବାଗଡୋର ପଞ୍ଚାୟତର ସମିତି ସଭ୍ୟା ବନିତା ବିଶ୍ୱାଳଙ୍କ ସ୍ବାମୀ ଲୋକନାଥ ବିଶ୍ୱାଳ(୪୫) ସୋମବାର ସନ୍ଧ୍ୟାରେ ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ...

Advertisement
Archives

Model This Week