କୋରୋନା ଭାଇରସ୍‌ ସଂକ୍ରମଣ ମୃତ୍ୟୁସଂଖ୍ୟା ୧୭

ବେଜିଂ,୨୩ା୧(ପି.ଟି.): ଚାଇନାରେ କୋରୋନା ଭାଇରସ୍‌ ସଂକ୍ରମଣ ଜନିତ ମୃତ୍ୟୁସଂଖ୍ୟା ବୁଧବାର ୧୭ରେ ପହଞ୍ଚତ୍ଛି। ଏହି ରୋଗରେ ୪୪୪ ଜଣ ଆକ୍ରାନ୍ତ ହୋଇଛନ୍ତି। ଚାଇନା ନବବର୍ଷ ଓ ସ୍ପ୍ରିଂ ଫେଷ୍ଟିଭାଲ ଛୁଟି ୨୪ରୁ ଆରମ୍ଭ ହେଉଥିବାରୁ ଲକ୍ଷ ଲକ୍ଷ ଚାଇନାବାସୀ ନିଜ ଦେଶ ଓ ବିଦେଶକୁ ଯିବାଆସିବା କରିବେ। ଫଳରେ ଭୂତାଣୁ ସଂକ୍ରମଣ ଆଶଙ୍କା ଯଥେଷ୍ଟ ବୃଦ୍ଧି ପାଇଛି। ଏହି ରୋଗର କେନ୍ଦ୍ରସ୍ଥଳ କୁହାଯାଉଥିବା ୟୁହାନର ଲୋକମାନଙ୍କୁ ସହର ବାହାରକୁ ନ ଯିବା ପାଇଁ ବେଜିଂ ପକ୍ଷରୁ ଆଡଭାଇଜରି ଜାରି କରାଯାଇଛି। କୋରୋନା ଭାଇରସ ସଂକ୍ରମଣ ହେଲେ ଜ୍ୱର, କାଶ, ଶ୍ୱାସକ୍ରିୟାରେ କଷ୍ଟ ଅନୁଭବ କରିବା ଆଦି ଲକ୍ଷଣ ଦେଖାଯାଇଥାଏ। ସ୍ବାଇନ୍‌ ଫ୍ଲୁ, ଇବୋଲା ଭଳି ଏହାକୁ ନେଇ ଅନ୍ତର୍ଜାତୀୟ ଜନସ୍ବାସ୍ଥ୍ୟ ଜରୁରୀ ସ୍ଥିତି ଜାରି କରିବା ଲାଗି ବୁଧବାର ଜେନେଭାରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ)ର ବୈଠକ ବସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର କଡ଼ା ଜବାବ୍‌, ପ୍ରଥମେ ଖାଲି କର ପିଓକେ…

ଜେନେଭା,୨୫।୯: ଜାତିସଂଘ ସାଧାରଣ ସଭା ବୈଠକରେ ପାକିସ୍ତାନ ପୁଣି ଥରେ କାଶ୍ମୀର ପାଇଁ କୁମ୍ଭୀର କାନ୍ଦଣା କାନ୍ଦିଛି। ଏହି ବୈଠକରେ ପାକିସ୍ତାନର ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ...

ଡବ୍ଲ୍ୟୁଏଚ୍‌ଓର ଚେତାବନୀ, ଟଳିନି କରୋନା ବିପଦ…

ଜେନେଭା, ୩୧।୩ : କରୋନା ମହାମାରୀ ନେଇ ବିଶ୍ୱ ସ୍ବାସ୍ଥ୍ୟ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଚେତାବନୀ ଜାରି କରାଯାଇଛି। ସଂଗଠନ ପକ୍ଷରୁ ପ୍ରକାଶିତ କରୋନା ସମ୍ବନ୍ଧୀୟ ରିପୋର୍ଟରେ ଉଲ୍ଲେଖ...

ମଡେଲଙ୍କ ବଙ୍ଗଳାରୁ ଚୋରି

ଲଣ୍ଡନ,୧୬।୧୨: ଲଣ୍ଡନର ଜଣାଶୁଣା ମଡେଲ ତଥା ଟିଭି ପର୍ସନାଲିଟି ତମାରା ଏକଲେଷ୍ଟୋନଙ୍କ ଘରୁ ଚୋରି ହୋଇଥିବା ଖବର ସାମ୍ନାକୁ ଆସିଛି। ମାତ୍ର ୫୦ ମିନିଟ୍‌ରେ ଚୋରମାନେ...

ପିଲାଙ୍କୁ ଟିକା ନଦେଲେ ୨ଲକ୍ଷ ଟଙ୍କା ଜରିମାନା

ମ୍ୟୁନିକ୍‌,୧୯।୭: ଜର୍ମାନୀ ସରକାର ପିଲାଙ୍କ ସୁରକ୍ଷା ଲାଗି ଏକ ନୂତନ ପଦକ୍ଷେପ ନେଇଛନ୍ତି। ଚାନ୍‌ସେଲର ଆଞ୍ଜେଲା ମର୍କେଲ ସରକାର ଏ ସଂକ୍ରାନ୍ତରେ ଏକ ବିିଲ୍‌ ସଂସଦରେ...

ନୌସେନା ଦିବସରେ ପୁଟିନଙ୍କ ବଡ଼ ଘୋଷଣା

ମସ୍କୋ,୩୧ା୭: ସେଣ୍ଟ ପିଟର୍ସବର୍ଗରେ ରବିବାର ଆୟୋଜିତ ନୌସେନା ଦିବସରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଆସନ୍ତା କିଛି...

କାର ବୋମା ବିସ୍ଫୋରଣ: ୪ ମୃତ; ୨୦ରୁ ଅଧିକ ଆହତ

କାବୁଲ,୨୭।୭: ଆଫଗାନିସ୍ତାନରେ ଏକ କାର ବୋମା ବିସ୍ଫୋରଣରେ ୪ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୨୦ରୁ ଅଧିକ ଲୋକ ଆହତ ହୋଇଥିବା କୁହାଯାଉଛି।...

ଯେଉଁଠି ପୂଜା ଥାଳି ବଦଳରେ ନିଆଯାଏ ସାପ

ସାପ ନାଁ ଶୁଣିବା ମାତ୍ରେ ଲୋକେ ଭୟରେ ଥରି ଉଠନ୍ତି। ଯଦି କାହାରି ସମ୍ମୁଖକୁ ସାପ ଆସିଗଲା, ତେବେ କଥା ସେଇଠି ସରିଲା। କିନ୍ତୁ ଗୋଟିଏ...

୩୮୬ ରୁଷୀୟ ଏମ୍‌ପିଙ୍କ ଉପରେ କଟକଣା ଜାରି କଲା ବ୍ରିଟେନ୍‌

ଲଣ୍ଡନ,୧୨ା୩: ବ୍ରିଟେନ୍‌ର ବୋରିସ୍‌ ଜନ୍‌ସନ୍‌ ସରକାର ଶୁକ୍ରବାର ୩୮୬ ରୁଷୀୟ ଏମ୍‌ପିଙ୍କ ବିରୋଧରେ କଟକଣା ଜାରି କରିଛନ୍ତି। ରୁଷିଆ ପାର୍ଲାମେଣ୍ଟର ନିମ୍ନ ସଦନ ଡୁମାର ଏହି...

Advertisement
Archives

Model This Week