Posted inଜାତୀୟ

କୋର୍ଟରୁ ପୁଣି ଚିଦାମ୍ବରମଙ୍କୁ ଝଟ୍‌କା: ୧୧ଯାଏଁ ରହିବେ ଜେଲରେ

ନୂଆଦିଲ୍ଲୀ,୨୭।୧୧: ଦିନକୁ ଦିନ ପୂର୍ବତନ ଅର୍ଥମନ୍ତ୍ରୀ ତଥା କଂଗ୍ରେସ ନେତା ପି.ଚିଦାମ୍ବରମଙ୍କ ଅଡ଼ୁଆ ବଢ଼ିବାରେ ଲାଗିଛି। ବୁଧବାର କୋର୍ଟ ପକ୍ଷରୁ ତାଙ୍କୁ ପୁଣି ଆଉ ଏକ ଝଟ୍‌କା ଲାଗିଛି। ଆଇଏନଏକ୍ସ ମିଡିଆ ମାମଲାରେ ତିହାଡ ଜେଲରେ ଥିବା ଚିଦାମ୍ବରମଙ୍କ ବିଚାର ବିଭାଗୀୟ ହାଜତର ମିଆଦ ବୁଧବାର ଶେଷ ହେଉଥିବା ବେଳେ ଦିଲ୍ଲୀର ସ୍ବତନ୍ତ୍ର ସିବିଆଇ କୋର୍ଟ ଏହାର ଶୁଣାଣି କରିଛନ୍ତି। ବିଚାର ବିଭାଗୀୟ ହାଜତର ମିଆଦକୁ ବୃଦ୍ଧି କରି ଡିସେମ୍ବର ୧୧ ଯାଏ କରାଯାଇଛି। ଅର୍ଥାତ୍‌ ସେ ଆଉ ୧୪ ଦିନ ପାଇଁ ଜେଲରେ ରହିବେ। ହାଜତ ମିଆଦ ବୃଦ୍ଧି କରିବାକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) କୋର୍ଟରେ ଆବେଦନ କରିଥିଲା। ଅନ୍ୟପଟେ ସକାଳେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ତିହାଡ ଜେଲରେ ଚିଦାମ୍ବରମଙ୍କୁ ଭେଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାପାନୀ ଜ୍ୱର ୪୦ ବର୍ଷରେ ନେଇଛି ୧୦ ହଜାର ଜୀବନ: ବାହାରିଲା ଔଷଧ

ପାନିପଥ,୪।୬: ଗତ ୪୦ବର୍ଷ ମଧ୍ୟରେ ଜାପାନୀ ଜ୍ୱର ବା ଜାପାନୀ ଇନସେଫ୍ଲାଇଟିସ୍‌ ଦେଶରେ ୧୦ ହଜାରଲୋକଙ୍କ ଜୀବନ ନେଇଛି। ସମ୍ପ୍ରତି ହରିୟାଣା ମାନେସରସ୍ଥିତ ବ୍ରେନ୍‌ ରିସର୍ଚ୍ଚ...

ସିଏଏକୁ ବିରୋଧ କରୁଥିବା ଲୋକଙ୍କୁ ଗୁଳି ମାରିଦେବା ଉଚିତ: ଭାଜପା ମନ୍ତ୍ରୀ

ବେଙ୍ଗାଲୁରୁ,୨୯।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ବିରୋଧ କରୁଥିବା ଲୋକଙ୍କୁ ବିରିୟାନୀ ଖାଇବାକୁ ନୁହେଁ, ଗୁଳି ମାରିଦେବା ଉଚିତ ବୋଲି କହିଛନ୍ତି କର୍ନାଟକର ୟେଦୁରପ୍ପା ସରକାରରେ ମନ୍ତ୍ରୀ...

ଦେଶର ନାମ ବଦଳାଇବା ବିବାଦରେ ଆଉ ଏକ ବିବାଦ ଯୋଡିଲା ‘ପ୍ରାଇମ ମିନିଷ୍ଟର ଅଫ ଭାରତ’

ନୂଆଦିଲ୍ଲୀ,୬।୯: ଗତ କିଛି ଦିନ ହେବ ‘ଭାରତ’ ଏବଂ ‘ଇଣ୍ଡିଆ’ କୁ ନେଇ ଚାଲିଥିବା ବିବାଦ ମଧ୍ୟରେ କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ମୋଦିଙ୍କ ଇଣ୍ଡୋନେସିଆ ଗସ୍ତକୁ...

କ୍ଷମତା ଦଖଲ ଲକ୍ଷ୍ୟ: ହ୍ବିଲ୍‌ଚେୟାରରେ ବସି ପ୍ରଚାର କଲେ ମମତା

କୋଲକାତା,୨୯।୩: ପଶ୍ଚିମବଙ୍ଗରେ ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ମତଦାନ ଏପ୍ରିଲ୍‌ ୧ରେ କରାଯିବ। ଭାଜପା ରାଜ୍ୟରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସରକାରଙ୍କ ହଟାଇବା ଲାଗି...

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ବାଚନ କମିଶନରଙ୍କ ଦ୍ୱାରସ୍ଥ ହେଲା କଂଗ୍ରେସ

ନୂଆଦିଲ୍ଲୀ, ୭ା୫ କଂଗ୍ରେସ ଭୋଟବ୍ୟାଙ୍କ ପାଇଁ ଆତଙ୍କବାଦୀଙ୍କୁ ସୁରକ୍ଷା ଦେଉଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇ ଲକ୍ଷ୍ମଣରେଖା ଉଲ୍ଲଂଘନ କରିଥିବାରୁ ତାଙ୍କ ବିରୋଧରେ...

ରାହୁଲଙ୍କୁ ଘୋଷଣା କରାଯାଉ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ: ମଣିକମ ଟାଗୋର…

ନୂଆଦିଲ୍ଲୀ,୨୫।୫ : ଆସନ୍ତା ଲୋକସଭା ନିର୍ବାଚନରେ ଭାଜପାକୁ କ୍ଷମତାରୁ ହଟାଇବା ପାଇଁ ବିରୋଧୀଙ୍କୁ ଏକଜୁଟ କରିବା ସଂଗ୍ରାମ ମଧ୍ୟରେ କଂଗ୍ରେସ ଏମପି ମଣିକମ ଟାଗୋର ଦଳକୁ...

ଏକ ସାଙ୍ଗରେ ଚା’ ପିଇଲେ ସୃଷ୍ଟି ହୁଏନା ବିରୋଧୀ ଏକତା, ପିକେଙ୍କ କଟାକ୍ଷ…

ନୂଆଦିଲ୍ଲୀ, ୧୧।୯ : ବିହାର ରାଜନୀତିରେ ସକ୍ରିୟ ହେବା ପରେ ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର(ପିକେ) ପୁଣି ଥରେ ଗଣମାଧ୍ୟମ ସମ୍ମୁଖରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ...

ଆତ୍ମସମର୍ପଣ କଲେ ୩୩ ନକ୍ସଲ

ରାୟପୁର,୧୫।୨: ଛତିଶଗଡର ନକ୍ସଲ ପ୍ରଭାବିତ ଅଞ୍ଚଳ ସୁକମାରେ ଆୟୋଜିତ ଏକ ସାଧାରଣ ସଭାରେ ୩୩ ନକ୍ସଲମାନେ ଏକତ୍ର ଆତ୍ମସମର୍ପଣ କରିଛନ୍ତି। ଆତ୍ମସମର୍ପଣ କରିଥିବା ଅନେକ ନକ୍ସଲଙ୍କ...

Advertisement
Archives

Model This Week