କୋର୍ଟରେ ହାଜର ନ ହେଲେ ଖାରଜ ହେବ ସଲମାନଙ୍କ ଜାମିନ

ଯୋଧପୁର,୪।୭: କୃଷ୍ଣସାର ମୃଗ ଶିକାର ମାମଲାରେ ବଲିଉଡ୍‌ ଅଭିନେତା ସଲମାନ ଖାଁ ଯଦି ପରବର୍ତ୍ତି ଶୁଣାଣିରେ କୋର୍ଟରେ ହାଜର ନ ହୁଅନ୍ତି ତେବେ ତାଙ୍କ ଜାମିନ ଖାରଜ କରାଯିବ। ଗୁରୁବାର ଯୋଧପୁର କୋର୍ଟ ଏହା କହିଛନ୍ତି। ସୂଚନାଯୋଗ୍ୟ, ‘ହମ୍‌ ସାଥ୍‌ ସାଥ୍‌ ହୈ’ଫିଲ୍ମର ଶୁଟିଂ ସମୟରେ ବଲିଉଡ୍‌ କଳାକାର ସଲମାନ ଖାଁ ଶୈଫ ଅଲ୍ଲି ଖାଁ, ସୋନାଲି ବେନ୍ଦ୍ରେ, ତବୁ ଓ ନିଲମ ମଧ୍ୟ କୃଷ୍ଣସାର ମୃଗ ଶିକାର କରିଥିବା ଅଭିଯୋଗ ହୋଇଥିଲା। ଏହାପରେ କୋର୍ଟ ସଲମାନଙ୍କୁ ଦୋଷୀ ସାବ୍ୟସ୍ତ କରି ଦଣ୍ଡବିଧାନ କରିଥିବା ବେଳେ ସେ ଜାମିନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧.୨୬ ଲକ୍ଷ କୋଟିର ୧୧୬ ପରିଯୋଜନା ହେବ ବନ୍ଦ!…

ନୂଆଦିଲ୍ଲୀ,୮।୧୧ : ଦେଶରେ ଜାରି ରହିଥିବା ୧.୨୬ ଲକ୍ଷ କୋଟି ଟଙ୍କାର ୧୧୬ ଭିତ୍ତିଭୂମି ପ୍ରକଳ୍ପ, କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିବାଦ, ଜମି ଅଧିଗ୍ରହଣ...

କଂଗ୍ରେସର ୭ ଲୋକ ସଭା ଏମ୍‌ପିଙ୍କ ଉପରୁ ହଟିବ ନିଲମ୍ବନ ଆଦେଶ: ବାଚସ୍ପତି

ନୂଆଦିଲ୍ଲୀ,୧୧।୩: କଂଗ୍ରେସର ୭ ଲୋକ ସଭା ଏମ୍‌ପିଙ୍କ ଉପରୁ ନିଲମ୍ବନ ଆଦେଶ ହଟିବ। ଏନେଇ ବାଚସ୍ପତି ଏମ୍‌ ବିରଳା ସର୍ବଦଳୀୟ ବୈଠକରେ ସୂଚନା ଦେଇଛନ୍ତି। ଗୃହ...

ସାମ୍ପ୍ରତିକ ସ୍ଥିତିରେ ସାମୁଦ୍ରିକ ସୁରକ୍ଷା ଅପରିହାର୍ଯ୍ୟ, କହିଲେ ଡୋଭାଲ…

ନୂଆଦିଲ୍ଲୀ, ୩୦।୬ : ପରିବର୍ତ୍ତିତ ଭୌଗୋଳିକ ବିକାଶ ମଧ୍ୟରେ ସମ୍ପ୍ରତି ସାମୁଦ୍ରିକ ସୁରକ୍ଷା ଅଧିକ ଗୁରୁତ୍ୱପୂର୍ଣ୍ଣ ହୋଇପଡ଼ିଛି। ଗୁରୁବାର ସାମୁଦ୍ରିକ ସୁରକ୍ଷା ଗୋଷ୍ଠୀର ପ୍ରଥମ ବୈଠକରେ...

‘ଏକ ହେଲେ ରାମ-ବାମ’

କୋଲକାତା,୨ା୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଟିଏମ୍‌ସି ସାଧାରଣ ସମ୍ପାଦକ ଅଭିଷେକ ବାନାର୍ଜୀଙ୍କ ସହ ସୋମବାର କୋଲକାତାର ନଜରୁଲ ମଞ୍ଚଠାରେ ଏକ ଖବରଦାତା ସମ୍ମିଳନୀରେ ଦଳର...

ଅଗଷ୍ଟ ୧୫ରେ ଲଞ୍ଚ୍‌ ହୋଇପାରେ କରୋନା ଔଷଧ

ନୂଆଦିଲ୍ଲୀ,୩।୭: କରୋନାର ସଂକ୍ରମଣ ବୃଦ୍ଧି ମଧ୍ୟରେ ଏକ ଖୁସି ଖବର ଆସୁଛି। କରୋନା ଟିକା କୋଭାକ୍ସିନ ଅଗଷ୍ଟ ୧୫ରେ ଲଞ୍ଚ୍‌ ହୋଇପାରେ। ଫାର୍ମାସ୍ୟୁଟିକାଲ କମ୍ପାନୀ ଭାରତ...

ଏହି ସେଲିବ୍ରିଟିଙ୍କ ବିବାହ ବିଚ୍ଛେଦ ଖବର ଭାଙ୍ଗିିଥିଲା ପ୍ରଶଂସକଙ୍କ ହୃଦୟ : ୧୬ ବର୍ଷ ସମ୍ପର୍କ ପରେ…

ଫିଲ୍ମ ଇଣ୍ଡଷ୍ଟ୍ରି ଏପରି ଏକ ସ୍ଥାନ ଯେଉଁଠାରେ ସମ୍ପର୍କ ଯୋଡ଼ିବା ବା ଛିଡ଼ିବା ଖବର ପ୍ରଶଂସକଙ୍କୁ ସର୍ବଦା ଆଶ୍ଚର୍ଯ୍ୟ କରିଥାଏ। ଏହି ସମ୍ପର୍କ ଗଢ଼ିବା ପାଇଁ...

ଅଭିନେତା ଆଶୁତୋଷ ରାଣା ହେଲେ କରୋନା ଆକ୍ରାନ୍ତ: ଗତ ସପ୍ତାହରେ ନେଇଥିଲେ ଟିକା

ବଲିଉଡ୍‌ର ଲୋକପ୍ରିୟ ଅଭିନେତା ଆଶୁତୋଷ ରାଣା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ଏକ ସପ୍ତାହ ପୂର୍ବରୁ ସେ କରୋନା ଟିକା ନେଇଥିଲେ।...

୭୦ ନୁହେଁ ୧୦୭ ଏକର ଜମିରେ ନିର୍ମିତ ହେବ ଭବ୍ୟ ରାମମନ୍ଦିର: ଅଧିକ ଜମି କିଣିଛି ଟ୍ରଷ୍ଟ୍‌

ଅଯୋଧ୍ୟା,୪।୩: ପ୍ରଭୁ ଶ୍ରୀରାମଙ୍କ ଭବ୍ୟ ରାମମନ୍ଦିର ୭୦ ଏକର ଜମିରେ ନିର୍ମାଣ କରାଯିବ ବୋଲି ପୂର୍ବରୁ କହାଯାଇଥିଲା। ତେବେ ପ୍ରକୃତରେ ମନ୍ଦିର ନିର୍ମାଣ ୧୦୭ ଏକର...

Advertisement
Archives

Model This Week