Posted inଜାତୀୟ

କୋର୍ଟରେ ହାଜର ହେଲେ କଲ୍ୟାଣ ସିଂ

ଲକ୍ଷ୍ନୌ,୨୮।୯(ପି.ଟି.): ବାବ୍ରୀ ମସ୍‌ଜିଦ ଭଙ୍ଗ ମାମଲାରେ ବରିଷ୍ଠ ଭାଜପା ନେତା କଲ୍ୟାଣ ସିଂ ଶୁକ୍ରବାର ସ୍ବତନ୍ତ୍ର ସିବିଆଇ କୋର୍ଟରେ ହାଜର ହୋଇଛନ୍ତି। ସ୍ବତନ୍ତ୍ର ବିଚାରପତି ଏସ୍‌.କେ. ଯାଦବ ତାଙ୍କୁ ଜାମିନ ପ୍ରଦାନ କରିବା ସହ ବ୍ୟକ୍ତିଗତ ହାଜର ହେବାରୁ ବାଦ୍‌ ଦେଇଛନ୍ତି। ଚଳିତ ମାସରେ ରାଜସ୍ଥାନ ରାଜ୍ୟପାଳ ଭାବେ କଲ୍ୟାଣଙ୍କ କାର୍ଯ୍ୟକାଳ ଶେଷ ହେବା ପରେ କୋର୍ଟ ତାଙ୍କୁ ହାଜର ହେବା ଲାଗି ସମନ ଜାରି କରିଥିଲେ। ସେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଥିବାବେଳେ ୧୯୯୨ ଡିସେମ୍ବର ୬ରେ ବାବ୍ରୀ ମସ୍‌ଜିଦକୁ ଭାଙ୍ଗିଦିଆଯାଇଥିଲା। ଏହି ଷଡ଼ଯନ୍ତ୍ରରେ ଭାଜପା ନେତା ଲାଲ୍‌କୃଷ୍ଣ ଆଡଭାନୀ, ମୁରଲୀ ମନୋହର ଜୋଷୀ, ଉମାଭାରତୀ ପ୍ରମୁଖ ଥିବା ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏଏପି ସରକାରଙ୍କ ଆଗରେ ବଡ଼ ଆହ୍ବାନ, ପଞ୍ଜାବରେ ୨ ଲକ୍ଷରୁ ଅଧିକ ନିଶାଶକ୍ତ, ଦିନକୁ ୧୭ କୋଟିରୁ ଅଧିକ ନିଶା କାରବାର…

ଚଣ୍ଡିଗଡ଼,୧୭।୩ : ପଞ୍ଜାବରେ ନୂଆ ସରକାରଙ୍କ କ୍ଷମତା ଦଖଲ ପରେ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି)ପାଇଁ ଚ୍ୟାଲେଞ୍ଜ୍‌ ସୃଷ୍ଟି କରିଛି ରାଜ୍ୟର ନିଶାକ୍ତଙ୍କ ସମସ୍ୟା। ଆମ୍‌...

ଜାହାଙ୍ଗୀରପୁରୀ ହିଂସା, ୫ ପ୍ରଶ୍ନ ଘେରରେ ପୋଲିସ…

ନୂଆଦିଲ୍ଲୀ, ୧୮।୪ : ଉତ୍ତର-ପଶ୍ଚିମ ଦିଲ୍ଲୀର ଜାହାଙ୍ଗୀରପୁରୀରେ  ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ଘଟିଥିବା ହିଂସାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ହିଂସା ଘଟଣାର ତଦନ୍ତ...

ବର୍ଷାରେ ବେହାଲ ଦିଲ୍ଲୀ: ରନ୍‌ୱେରେ ଜମିଲା ପାଣି

ନୂଆଦିଲ୍ଲୀ,୧୧ ।୯: ଶୁକ୍ରବାର ରାତିରୁ ରାଜଧାନୀ ଦିଲ୍ଲୀରେ ଲଗାଣ ବର୍ଷା ଫଳରେ ଅନେକାଂଶ ଅଞ୍ଚଳ ଜଳାର୍ଣ୍ଣବ ହୋଇଯାଇଛି । ଗଳିକନ୍ଦିରେ ପାଣି ଜମା ହୋଇଯିବା ସହ...

ଘୁଞ୍ଚିଲା ପ୍ରିୟଙ୍କାଙ୍କ ଭାଇ ବାହାଘର

ମୁମ୍ବାଇ,୩୦।୪: ବଲିଉଡ୍‌ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ଜୋନସଙ୍କ ଭାଇ ସିଦ୍ଧାର୍ଥ ଚୋପ୍ରାଙ୍କ ବିବାହ ତାରିଖ ଘୁଞ୍ଚି ଯାଇଛି। ଚଳିତ ସପ୍ତାହରେ ଏହା ହେବାକୁ ଥିବା...

ଗୋଦାମରେ ଅଗ୍ନିକାଣ୍ଡ କୌଣସି ଦୈବୀ ଘଟଣା ନୁହେଁ, ସୁପ୍ରିମକୋର୍ଟ…

ନୂଆଦିଲ୍ଲୀ, ୮।୧: ଏକ ମଦ କମ୍ପାନୀର ଗୋଦାମରେ ଅଗ୍ନିକାଣ୍ଡ ଘଟିବା ମାମଲାର ବିଚାର କରି ସୁପ୍ରିମ୍‌ କୋର୍ଟ କହିଛନ୍ତି ଯେ, ଏହା କୌଣସି ଦୈବୀ ଘଟଣା...

ଅମେଠି-ରାୟବରେଲିର ୫ ରେଳ ଷ୍ଟେଶନରେ ମିଳିବ ଓ୍ବାଇ ଫାଇ ସୁବିଧା

ଅମେଠି,୧୨।୯:କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନି ଅମେଠି-ରାୟବରେଲିର ୫ଟି ରେଳ ଷ୍ଟେଶନରେ ଓ୍ବାଇ ଫାଇ ସୁବିଧାର ଶୁଭାରମ୍ଭ କରିଛନ୍ତି। ବୁଧବାର ଇରାନି ସେଠାକୁ ତାଙ୍କର ଦୁଇ ଦିବସୀୟ ଗସ୍ତରେ...

ମାଂସ ବିକାଳିଙ୍କୁ ମାଡ଼ ମାରିଲେ ଗୋରକ୍ଷକ

ମୋରଦାବାଦ, ୨୪ା୫: ଉତ୍ତରପ୍ରଦେଶର ମୋରଦାବାଦ୍‌ଠାରେ ରବିବାର ଜଣେ ମାଂସ ବିକାଳି ମହମ୍ମଦ ଶାକିରଙ୍କୁ ନିଜକୁ ‘ଗୋରକ୍ଷକ’ କହୁଥିବା ଏକ ଗ୍ୟାଙ୍ଗ ମାଡ଼ ମାରିଛନ୍ତି। ପୋଲିସ ଶାକିରଙ୍କ...

ବିହାରରେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା

ପାଟନା,୨୯।୩: କରୋନା ଭାଇରସ କବଳରେ ସାରା ଦେଶ। ଆସାମକୁ ବାଦ୍‌ ଦେଲେ ପ୍ରାୟ ସବୁ ରାଜ୍ୟରେ କରୋନା ପଜିଟିଭ ରୋଗୀ ଚିହ୍ନଟ କରାଯାଇଥିବା ବେଳେ ଏବେ...

Advertisement
Archives

Model This Week