କୋର୍ଟ ପରିସରରେ ମଧୁବାବୁଙ୍କ ଜୟନ୍ତୀ ପାଳିତ

ଆନନ୍ଦପୁର,୨୮। ୪(ସ୍ବ.ପ୍ର.)-ଆନନ୍ଦପୁର ଓକିଲ ସଂଘ ପକ୍ଷରୁ କୋର୍ଟ ପରିସରରେ ମଙ୍ଗଳବାର ମଧୁବାବୁଙ୍କ ଜୟନ୍ତୀ ଏବଂ ଆଇନଜୀବୀଙ୍କ ଦିବସ ପାଳିତ ହୋଇଯାଇଛି। ଓକିଲ ସଂଘର ସଭାପତି ସଞ୍ଜୟ ମିଶ୍ରଙ୍କ ସଂଯୋଜନାରେ ଏହି ଦିବସ ପାଳିତ ହୋଇଛି। ଏହି ଅବସରରେ ଆଇନଜୀବୀମାନେ ମଧୁବାବୁଙ୍କ ଜୀବନୀ ସମ୍ପର୍କରେ ଆଲୋକପାତ କରିଥିଲେ। କାର୍ଯ୍ୟକ୍ରମରେ ଆଇନଜୀବୀ ରାମଚନ୍ଦ୍ର ପାତ୍ର, ରବୀନ୍ଦ୍ର କୁମାର ବେହେରା, ଦୟାନିଧି ଦାଶ, ବାଇଧର ସେଠୀ, ଜୟନ୍ତ କୁମାର ରାଜ, ପ୍ରଦୀପ କୁମାର ଜେନା, ହେମନ୍ତ କୁମାର ପତି, ବସନ୍ତ କୁମାର ଘଡେଇ, ଜିତେନ୍ଦ୍ରିୟ ଦାସ, ବିଜୟ କୁମାର ଦାସ, ଦେବ ପ୍ରକାଶ ଦାସ ପ୍ରମୁଖଙ୍କ ସମେତ ବହୁ ଆଇନଜୀବୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ

ନୂଆଦିଲ୍ଲୀ,୯।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA)…

୨୨ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ: କ୍ୟାମ୍ପସ୍‌ରେ ରାଜନୈତିକ ଉଷ୍ମତା

ପାଟଣା, ୯/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ସ୍ୱାମପାଟଣାସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ଶେଷ ହୋଇଛି। ନାମାଙ୍କନ…

ସ୍ନାତକ ମହାବିଦ୍ୟାଳୟରେ ଇଲେକ୍ସନ ବଦଳରେ ସିଲେକ୍ସନ

ଗୁଡ଼ାରି, ୯।୧୦ (ପ୍ରମୋଦ କୁମାର ପତି): ଗୁଡ଼ାରି ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଛାତ୍ର ସଂସଦର ବିଭିନ୍ନ ପଦବୀ ପାଇଁ ଶୁକ୍ରବାର…

ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ…

ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର

ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ…

ବାଲିଯାତ୍ରାରେ ରକ୍ତପାତ: ଛୁରାମାଡ଼ରେ ଜଣେ ମୃତ, ଅନ୍ୟଜଣେ ଗୁରୁତର

କଲ୍ୟାଣସିଂହପୁର, ୯।୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିଖରପାଇ ବାଲିଯାତ୍ରାରେ ଘଟିଛି ଏକ ଅଭାବନୀୟ ଘଟଣା। ସାମାନ୍ୟ ବଚସାକୁ କେନ୍ଦ୍ର କରି…

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?