କୋର୍ଟ ରୁମ୍‌ରେ ଧସେଇ ପଶିଲେ ଲୋକେ

ଅନୁଗୋଳ ଅଫିସ, ୩୦।୭

ଅନୁଗୋଳ ଜିଲାପାଳଙ୍କ କାର୍ଯ୍ୟାଳୟ କୋର୍ଟରୁମ୍‌ରେ ସୋମବାର ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ହେଲେ ନିର୍ଦ୍ଧାରିତ ସମୟର ବହୁ ବିଳମ୍ବରେ ଶିବିର ଆରମ୍ଭ ହେବାରୁ ସେଠାରେ ଅପ୍ରୀତିକର ପରିସ୍ଥିତି ଦେଖାଦେଇଥିଲା। ବର୍ଷା ସତ୍ତ୍ୱେ ଲୋକେ ସେମାନଙ୍କ ଅଭିଯୋଗ ନେଇ ଶିବିରରେ ପହଞ୍ଚତ୍ଥିଲେ। କାର୍ଯ୍ୟକ୍ରମ ଆରମ୍ଭ ହେବା କ୍ଷଣି ଅଭିଯୋଗକାରୀମାନେ ଏକା ସଙ୍ଗରେ କୋର୍ଟରୁମ୍‌ରେ ଧସେଇ ପଶିଥିଲେ। ପରିସ୍ଥିତି ନିୟନ୍ତ୍ରଣ ପାଇଁ ପୋଲିସ ମୁତୟନ ହୋଇଥିଲେ। ପରେ ଶାନ୍ତିଶୃଙ୍ଖଳାର ସହ ଶିବିର ଆରମ୍ଭ ହୋଇଥିଲା। ମୋଟ ୧୫୮ ଲୋକ ସେମାନଙ୍କ ସମସ୍ୟା ବାବଦରେ ଅଭିଯୋଗ କରିଥିଲେ। ୧୨ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ଚିକିତ୍ସା ପାଇଁ ୪୮ ହଜାର ଟଙ୍କା ଓ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ୩ ଜଣଙ୍କୁ ୧୫ ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଛି। ଏଥିସହ ଜିଲାପାଳ ଅନ୍ୟମାନଙ୍କ ବ୍ୟକ୍ତିଗତ, ଗ୍ରାମାଞ୍ଚଳ ଓ ଜମିବାଡ଼ି ସମସ୍ୟାର ଶୁଣାଣି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

 ୭୨ ବର୍ଷୀୟ ବୃଦ୍ଧଙ୍କ ନାଁରେ ଅସଦାଚରଣ ଅଭିଯୋଗ: କୋର୍ଟ ଚାଲାଣ ପରେ ଥାନା ଘେରିଲେ ଗ୍ରାମବାସୀ 

ତିହିଡ଼ି,୧।୨(ସଞ୍ଜିତ ବଳ): ତିହିଡି଼ ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଆରସା ଗ୍ରାମର ଶତାଧିକ ଅଧିବାସୀ ରବିବାର ପୂର୍ବାହ୍ନରେ ଥାନା ଘେରାଉ କରିଛନ୍ତି l ଗ୍ରାମର ଜଣେ ବୃଦ୍ଧଙ୍କୁ…

Budget 2026: ବଡ ଘୋଷଣା କରିଦେଲେ ଅର୍ଥମନ୍ତ୍ରୀ, ଓଡ଼ିଶାରେ ସୃଷ୍ଟି ହେବ ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ,୧।୨: ୨୦୨୬-୨୭ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରି ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଦେଶର ଖଣିଜ ସମ୍ପଦର ସଦୁପଯୋଗ ଏବଂ ଆମଦାନୀ…

ପୋଲିସ ଗାଡି ଧକ୍କାରେ ଗଲା ଜୀବନ

ବଲାଙ୍ଗୀର,୧।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା ପେଟ୍ରୋଲ ପମ୍ପର ନିକଟ ବୁଲାଣି ରାସ୍ତାରେ ଶନିବାର ରାତିରେ ଭୟଙ୍କର ଦୁର୍ଘଟଣା ଘଟିଛି। ମୋଟର ସାଇକେଲରେ ଆସୁଥିବା…

 ବିରି ମାଡ଼ଦେଖି କୋଳଥ ଚେପା : ଗୋରୁ ମାଫିଆଙ୍କୁ ଗୋଡ଼ାଇଲା ବେଳେ, ସ୍କୁଟିରୁ ପଡ଼ିଲେ ଗଞ୍ଜେଇ ବେପାରୀ  

ଭଞ୍ଜନଗର,୧।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଡହ ଅଞ୍ଚଳରେ କିଛି ଗୋରୁ ମାଫିଆ ଗୋରୁ ଧରି ଯାଉଥିଲେ। ସମ୍ପୃକ୍ତ ଅଞ୍ଚଳବାସୀ ସେମାନଙ୍କୁ ଗୋଡାଇ ଧରିଥିଲେ। ପରେ…

ନନ୍ଦନକାନନରେ ୫ ବଉଳା କୁମ୍ଭୀରଙ୍କ ମୃତ୍ୟୁ: ଜଣାପଡୁନି କାରଣ ଚିନ୍ତାରେ…

ଭୁବନେଶ୍ୱର,୧।୨: ଜାତୀୟ ପ୍ରାଣୀଉଦ୍ୟାନ ନନ୍ଦନକାନନରେ ୫ ବଉଳା କୁମ୍ଭୀରଙ୍କ ମୃତ୍ୟୁ ଘଟିଛି। ଜାନୁଆରୀ ୨୩ରୁ ୩୦ ମଧ୍ୟରେ ମୋଟ ୫ କୁମ୍ଭୀରଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି।…

ଜଙ୍ଗଲରେ ଲୁଚିଥିଲେ ସିପୁ: ଏନକାଉଣ୍ଟର କଲା ପୋଲିସ

ଭୁବନେଶ୍ୱର,୧।୨: କେନ୍ଦୁଝର ବଡ଼ବିଲରେ ଏନକାଉଣ୍ଟର। ଦୁର୍ଦ୍ଦାନ୍ତ ଡକାୟତ ସିପୁ କୁମାରଙ୍କୁ ଏନକାଉଣ୍ଟର କଲା ବଡ଼ବିଲ ପୋଲିସ। ଓଡ଼ିଶା-ଝାଡ଼ଖଣ୍ଡ ସିମା ଟାଙ୍କୁରା ଜଙ୍ଗଳରେ ଏନକାଉଣ୍ଟର କରାଯାଇଥିବା ସୂଚନା ମିଳିଛି।…

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି…

କାଉନ୍‌ସିଲରଙ୍କ ଘରୁ ଲୁଟ୍‌: ବର୍ଷକର ଝିଅ ବେକରେ ଛୁରୀ ଲଗାଇ ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ, ଭୟରେ…

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ବର୍ଷକର ଝିଅ ବେକରେ ଛୁରୀ ଲଗାଇଲେ। ପରେ ମା’ଙ୍କୁ କାବୁ କରି ଘରୁ ସୁନା ଲୁଟିନେଲେ ଦୁଇ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri