Posted inଜାତୀୟ

କୋର୍ବୋଭାକ୍ସ ବୁଷ୍ଟର ଡୋଜ୍‌କୁ କେନ୍ଦ୍ରର ମଞ୍ଜୁରୀ

ନୂଆଦିଲ୍ଲୀ, ୧୦ା୮: ବାୟୋଲୋଜିକାଲ-ଇ ଦ୍ୱାରା ପ୍ରସ୍ତୁତ କୋର୍ବେଭାକ୍ସ କୋଭିଡ୍‌ ଟିକାର ବୁଷ୍ଟର ଡୋଜ୍‌କୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ବୁଧବାର ମଞ୍ଜୁରୀ ଦେଇଛି। ପୂର୍ବରୁ କୋଭାକ୍ସିନ କିମ୍ବା କୋଭିଶିଲ୍ଡ ଟିକା ନେଇଥିବା ସାବାଳକମାନଙ୍କୁ କୋର୍ବେଭାକ୍ସ ପ୍ରିକଶନ ଡୋଜ୍‌ ଭାବେ ଦିଆଯାଇପାରିବ। ଦ୍ୱିତୀୟ ଡୋଜ୍‌ ନେବାର ୨୬ ସପ୍ତାହ କିମ୍ବା ୬ ମାସ ପରେ କୋର୍ବୋଭାକ୍ସ ବୁଷ୍ଟର ଡୋଜ୍‌ ନେଇପାରିବେ। ଟିକାକରଣ ଉପରେ ଗଠିତ ନ୍ୟାଶନାଲ ଟେକ୍‌ନିକାଲ ଆଡଭାଇଜରି ଗ୍ରୁପ୍‌ (ଏନ୍‌ଟିଏଜିଆଇ)ର କୋଭିଡ୍‌ -୧୯ ଓ୍ବାର୍କିଂ ଗ୍ରୁପ୍‌ ଗତ ସପ୍ତାହରେ କୋର୍ବେଭାକ୍ସକୁ ୧୮ ବର୍ଷରୁ ଊର୍ଦ୍ଧ୍ୱ ଲୋକଙ୍କୁ ବୁଷ୍ଟର ଡୋଜ୍‌ ଭାବେ ମଞ୍ଜୁରୀ ଲାଗି ସୁପାରିସ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଚଳ ହେବ ୨ହଜାର ଟଙ୍କିଆ ନୋଟ୍‌

ନୂଆଦିଲ୍ଲୀ,୧୯।୫: ଅଚଳ ହେବ ୨ହଜାର ଟଙ୍କିଆ ନୋଟ୍‌। ଆଉ ୨ହଜାର ଟଙ୍କାର ନୋଟ୍‌ ଛାପିବନି ଭାରତୀୟ ରିଜର୍ଭ ବ୍ୟାଙ୍କ। ନୋଟ୍‌ ଫେରେଇ ନେବା ନେଇ ଶୁକ୍ରବାର...

ଥୋରାଟଙ୍କ ଇସ୍ତଫାକୁ ନେଇ ପ୍ରତିକ୍ରିୟା ରଖିଲେ ପାଟୋଲ

ନୂଆଦିଲ୍ଲୀ,୭।୨: କଂଗ୍ରେସର ବରିଷ୍ଠ ନେତା ବାଲାସାହେବ ଥୋରାଟ ବିଧାନସଭା ସିଏଲ୍‌ପି ପଦରୁ ଇସ୍ତଫା ଦେବା ପରେ ପ୍ରଦେଶ ଅଧ୍ୟକ୍ଷ ନାନା ପାଟୋଲଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି।...

ନିର୍ଭୟା ଗଣ ବଳାତ୍କାର: ରାଜକ୍ଷମା ଆବେଦନ ପାଇଁ ଦୋଷୀଙ୍କୁ ୭ ଦିନ ସମୟ; ଏହା ପରେ ଜାରି ହେବ କଳା ପରଓ୍ବାନା

ନୂଆଦିଲ୍ଲୀ,୩୧।୧୦: ନିର୍ଭୟା ଗଣ ବଳାତ୍କାର ମାମଲାରେ ଦୋଷୀଙ୍କୁ ରାଜକ୍ଷମା ଆବେଦନ ପାଇଁ ୭ ଦିନ ସମୟ ଦିଆଯାଇଛି। ଏହି ସମୟ ମଧ୍ୟରେ ଦୋଷୀମାନେ ରାଷ୍ଟ୍ରପତି ରାମନାଥ...

ଜଗନ ମୋହନ ରେଡ୍ଡୀଙ୍କ ଭଉଣୀ ଓ୍ବାଇଏସ୍‌ ଶର୍ମିଳା ଗିରଫ

ନୂଆଦିଲ୍ଲୀ,୧୪।୩: ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀଙ୍କ ଭଉଣୀ ତଥା ଓ୍ବାଇଏସ୍‌ଆର ତେଲେଙ୍ଗାନା ପାର୍ଟିର ମୁଖ୍ୟ ଓ୍ବାଇଏସ୍‌ ଶର୍ମିଳାଙ୍କୁ ଦିଲ୍ଲୀ ପୋଲିସ ଗିରଫ କରିଛି।...

‘ନଭେମ୍ବର ପରେ ରାମମନ୍ଦିର’

ଅଯୋଧ୍ୟା,୧୬ା୯(ଆଇଏଏନ୍‌ଏସ୍‌): ନଭେମ୍ବର ପରେ ଅଯୋଧ୍ୟାରେ ବିଶାଳ ରାମମନ୍ଦିର ନିର୍ମାଣ ଆରମ୍ଭ ହେବ ବୋଲି ବରିଷ୍ଠ ଭାଜପା ନେତା ସୁବ୍ରମଣ୍ୟମ୍‌ ସ୍ବାମୀ କହିଛନ୍ତି। ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ...

ଛତିଶଗଡ଼ ପୋଲିସ-ସିଆରପିଏଫ୍‌ର ବଡ଼ ସଫଳତା: ୭ ମାଓବାଦୀ ଗିରଫ

ରାୟପୁର,୨।୨: ଛତିଶଗଡ଼ରେ ସିଆରପିଏଫ୍‌ ଓ ପୋଲିସ ମିଳିତ ଭାବେ ମାଓବାଦୀ ବିରୋଧୀ ଅଭିଯାନ ଚଳାଉଛନ୍ତି। ଫରଓ୍ବାର୍ଡ ଅପରେଟିଂ ବେସ୍‌ ନିର୍ମାଣ ହେବା ପରେ ମାଓବାଦୀ ଗତିବିଧି...

ଶିକ୍ଷାର୍ଥୀଙ୍କ ପାଇଁ ଖୁସି ଖବର: ଏକାସାଙ୍ଗରେ ୨ଟି ପାଠ୍ୟକ୍ରମରେ ଲେଖାଇ ପାରିବେ ନାମ

ନୂଆଦିଲ୍ଲୀ,୨୧।୨: ଉଚ୍ଚ ଶିକ୍ଷା କ୍ଷେତ୍ରରେ ଶିକ୍ଷାର୍ଥୀମାନଙ୍କ ପାଇଁ ଖୁସି ଖବର ଆସିଛି। ଏଣିକି ଶିକ୍ଷାର୍ଥୀମାନେ ଦେଶରେ କୌଣସି ବିଶ୍ୱବିଦ୍ୟାଳୟରେ ଅଧ୍ୟୟନ କରୁଥିବାବେଳେ ବିଦେଶର ଯେ କୌଣସି...

ଜୁନ୍‌ ୯ରେ ତିରୁପତି ଗସ୍ତ କରିବେ ମୋଦି

ଗୁଣ୍ଟୁର,୨।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୯ ତାରିଖରେ ତିରୁପତି ବାଲାଜି ମନ୍ଦିର ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏ ସମ୍ପର୍କରେ ଆନ୍ଧ୍ର ପ୍ରଦେଶର ଭାଜପା...

Advertisement
Archives

Model This Week