୧୦ ଆକ୍ରାନ୍ତଙ୍କ କୋଲକାତା ଲିଙ୍କ୍‌: ଗତ ୨୮ ଦିନ ଭିତରେ କୋଲକାତାରୁ ଫେରିଥିଲେ ତୁରନ୍ତ ଜଣାନ୍ତୁ

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ଗତ ୨୮ ଦିନ ମଧ୍ୟରେ କୋଲକାତାରୁ ଫେରିଥିଲେ ତୁରନ୍ତ ସ୍ଥାନୀୟ ତହସିଲଦାର, ବିଡିଓ, ସରପଞ୍ଚଙ୍କୁ ଜଣାନ୍ତୁ। ଏ ନେଇ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ଭଦ୍ରକ ଓ ଯାଜପୁର ଜିଲାର ୧୦ ଜଣଙ୍କ କରୋନା ପଜିଟିଭ୍‌ ରିପୋର୍ଟ ଆସିବା ପରେ ସରକାର ଏହି ନିର୍ଦ୍ଦେଶ ଦେଇଛନ୍ତି। ଏହି ସମସ୍ତ ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି ପଞ୍ଚିମବଙ୍ଗ ରହିଥିବା ଜଣାପଡ଼ିବା ପରେ ସରକାର ଅଧିକ ସତର୍କ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେଭା ଆପ୍ଲିକେଶନ ପ୍ରୟୋଗର ପ୍ରଶିକ୍ଷଣ ନେଲେ ଆମେନିଟିଜ୍‌ କମିଟି ସଦସ୍ୟ

ଭୁବନେଶ୍ବର, ୨୦ା୭(ସୁନିତ୍‌ ମିଶ୍ର):ଓଡ଼ିଶା ବିଧାନସଭାରେ ବୁଧବାର ଆମେନିଟିଜ୍‌ କମିଟିର ସଦସ୍ୟ ଥିବା ବିଧାୟକମାନେ ନେଭା ଆପ୍ଲିକେଶନର ପ୍ରୟୋଗ ସମ୍ପର୍କିତ ପ୍ରଶିକ୍ଷଣ ନେଇଛନ୍ତି। ଏହା ହେଉଛି କେନ୍ଦ୍ର...

କାଲି ବନ୍ଦ ରହିବ ମୋ ବସ୍‌ ସେବା, ହେଲେ…

ଭୁବନେଶ୍ୱର,୨୮।୩(ବ୍ୟୁରୋ): ସୋମବାର ରଙ୍ଗର ପର୍ବ ହୋଲି। ଏଥିନିମନ୍ତେ ପ୍ରଥମାର୍ଦ୍ଧରେ ମୋ ବସ ସେବା ବନ୍ଦ ରହିବ । ହେଲେ ଅପରାହ୍ନ ୩ଟାରୁ ପୁଣି ଏହି ସେବା...

ଲଘୁଚାପ ସତ୍ତ୍ୱେ ୧୧ ଜିଲାରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର,୧୨ା୭(ବ୍ୟୁରୋ):ମୌସୁମୀ ସକ୍ରିୟ ହେବାପରେ ଓଡ଼ିଶା ଓ ଏହାର ଆଖପାଖ ଅଞ୍ଚଳରେ ଗୋଟିଏ ପରେ ଗୋଟିଏ ଲଘୁଚାପ ଦାନା ବାନ୍ଧୁଛି। ହେଲେ ସେହି ପରିମାଣର ବର୍ଷା ହେଉନି।...

କଳ୍ପନାରୁ ବଡ଼ଗଡ଼ ରାସ୍ତା ହେବ ୪ ଲେନ୍‌

ଭୁବନେଶ୍ୱର/କଟକ ରୋଡ, ୨୨ା୮(ବ୍ୟୁରୋ/ଡି.ଏନ.ଏ.): କଳ୍ପନା ସିନେମା ହାଲ ଛକରୁ ବଡ଼ଗଡ଼ କେନାଲରୋଡକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାପାର୍ଶ୍ୱରୁ ବୁଧବାର ଜବରଦଖଲ ହଟିଛି। ରାସ୍ତାପାର୍ଶ୍ୱରେ ଥିବା ଜରି...

ବିରାଶାଳ ଏୟାରଷ୍ଟ୍ରିପ୍‌ରେ ପ୍ରଶିକ୍ଷଣ ସମୟରେ ଖସିପଡ଼ିଲା ବିମାନ: ମୁଖ୍ୟ ପ୍ରଶିକ୍ଷକଙ୍କ ସହ ଜଣେ ଛାତ୍ରୀ ମୃତ

କାମାକ୍ଷାନଗର,୮ା୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ବିରାଶାଳ ସରକାରୀ ବିମାନ ପ୍ରଶିକ୍ଷଣ କେନ୍ଦ୍ରରେ ସୋମବାର ସକାଳେ ବିମାନ ଖସିପଡ଼ିବାରୁ ଦୁଇଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ପ୍ରଶିକ୍ଷଣ...

ଚିନ୍ତା ବଢ଼ାଇଲା ନୂଆ ରୂପ

ନୂଆଦିଲ୍ଲୀ/ଥିରୁଭାନନ୍ତପୁରମ୍‌/ ଜୟପୁର, ୨୭।୧୨ : ବ୍ରିଟେନରେ କରୋନାର ନୂଆ ରୂପ ଦ୍ରୁତ ସଂକ୍ରମିତ ହେଉଥିବାରୁ ସାରା ବିଶ୍ୱ ପାଇଁ ଏହା ଚିନ୍ତାର କାରଣ ହୋଇଥିବାବେଳେ ଭାରତ...

୧୫ରୁ କମିବ ଶୀତ: ୧୦ ଡିଗ୍ରୀ ତଳେ ୧୧ ସହର

ଭୁବନେଶ୍ୱର,୧୪-୧(ବ୍ୟୁରୋ)-ଆସନ୍ତା ୧୫ ତାରିଖରୁ ଶୀତ ହ୍ରାସ ପାଇବ। ସର୍ବନିମ୍ନ ୩ରୁ ୪ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇବ। ତେବେ ଆସନ୍ତା ୨୪ ଘଣ୍ଟା ଯାଏ ଅନୁଗୋଳ,...

ଲୁହାପଥର ଉତ୍ପାଦନରେ ଓଏମ୍‌ସିର ସଫଳତା

ଭୁବନେଶ୍ୱର,୯।୪: ଓଡ଼ିଶା ଖଣି ନିଗମ(ଓଏମ୍‌ସି)ର ବାର୍ଷିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ୨୦୨୨-୨୩ ଆର୍ଥିକ ବର୍ଷରେ ଓଏମ୍‌ସି ୨୯.୭ ନିୟୁତ ଟନ୍‌ ଲୁହାପଥର ଉତ୍ପାଦନ...

Advertisement
Archives

Model This Week