Posted inଜାତୀୟ

କୋଲକାତା ପୋର୍ଟ ଟ୍ରଷ୍ଟର ନାଁ ବଦଳାଇଲେ ମୋଦି

କୋଲକାତା,୧୨।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର କୋଳକାତା ପୋର୍ଟ ଟ୍ରଷ୍ଟର ୧୫୦ ତମ ବାର୍ଷିକୀ ଉତ୍ସବରେ ଯୋଗଦେଇଛନ୍ତି। ଏହି ଅବସରରେ ସେ କୋଳକାତା ପୋର୍ଟ ଟ୍ରଷ୍ଟର ନାମ ପରିବର୍ତ୍ତନ କରି ଶ୍ୟାମା ପ୍ରସାଦ ମୁଖାର୍ଜୀ ପୋର୍ଟ କରାଯିବ ବୋଲି କହିଛନ୍ତି। ମୋଦିଙ୍କ ମତରେ ଡ. ମୁଖାର୍ଜୀ ଭାରତରେ ଉଦ୍ଦ୍ୟୋଗର ମୂଳଦୁଆ ମଜଭୁତ କରିଛନ୍ତି। ତେଣୁ ତାଙ୍କ ନାଁରେ ପୋର୍ଟ ଟ୍ରଷ୍ଟର ନାମକରଣ କରାଯିବ। ସୂଚନାଯୋଗ୍ୟ, ମୋଦି ତାଙ୍କ ୨ ଦିନିଆ ପଶ୍ଚିମବଙ୍ଗ ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ସାକ୍ଷାତ୍‌ କରିଥିବା ବେଳେ ରବିବାର କିନ୍ତୁ ମମତା ମୋଦିଙ୍କ କାର୍ଯ୍ୟକ୍ରମରେ ଯୋଗ ଦେଇନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟ ସରକାରଙ୍କ ଘୋଷଣା: ସହରରେ ହେଲ୍‌ମେଟ ପିନ୍ଧିବା ଇଚ୍ଛାଧୀନ

ଅହମଦାବାଦ,୫ା୧୨: ନୂଆ ମୋଟରଯାନ ଆଇନ, ୨୦୧୯କୁ ସାରା ଦେଶରେ କଡ଼ାକଡ଼ି ଭାବେ ଲାଗୁ କରିବା ପାଇଁ ଉଦ୍ୟମ ଚାଲିଥିବାବେଳେ ଭାଜପା ଶାସିତ ଗୁଜରାଟରେ ଏହାର ବ୍ୟତିକ୍ରମ...

ଯୋଗୀଙ୍କ ରାସ୍ତାରେ କମଳନାଥ: ୫ ବର୍ଷରେ ନିର୍ମାଣ ହେବ ୩ ଶହ ସ୍ମାର୍ଟ ଗୋଶାଳା

ଭୋପାଳ,୧୬।୬: ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ କମଳନାଥ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ପଦ ଚିହ୍ନ ଅନୁସରଣ କରିବା ଆରମ୍ଭ କରିଛନ୍ତି। ଏହି ମର୍ମରେ ରାଜ୍ୟରେ ଗୋବଂଶର ସୁରକ୍ଷା...

ଅଲୀଗଡ଼ ହେବ ହରିଗଡ଼…

ଲକ୍ଷ୍ନୌ,୧୭।୮: ଉତ୍ତରପ୍ରଦେଶରେ ଜିଲା ପଞ୍ଚାୟତରେ କ୍ଷମତା ବଦଳିବା ପରେ ବିଭିନ୍ନ ଅଞ୍ଚଳର ନାମ ବଦଳାଇବା ଅଭିଯାନ ପୁଣି ଆରମ୍ଭ ହୋଇଛି। ଅଲୀଗଡ଼ ଜିଲାର ନା ପରିବର୍ତ୍ତନ...

ବଢିଲା ପ୍ରତିରକ୍ଷା ବଜେଟ

ନୂଆଦିଲ୍ଲୀ,୧।୨: ଗତବର୍ଷ ତୁଳନାରେ ଚଳିତ ବର୍ଷ ପ୍ରତିରକ୍ଷା ବଜେଟର ପରିମାଣକୁ ବୃଦ୍ଧି କରାଯାଇଛି। ଶନିବାର ଲୋକସଭାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ଦ୍ୱାରା ଉପସ୍ଥାପନ କରାଯାଇଥିବା ବଜେଟରେ...

କରୋନା ସଙ୍କଟରେ ଚାଇନା ପୁଣି କରିପାରେ ଦୁଃସାହସ…

ନୂଆଦିଲ୍ଲୀ,୧୦।୫: ଭାରତରେ କରୋନା ମହାମାରୀ ଯୋଗୁ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହୋଇଛି। ଏହାର ସୁଯୋଗ ନେଇ ଚାଇନା ପୁଣି ପୂର୍ବ ଲଦାଖରେ ଦୁଃସାହସ କରିବାର...

୨୦୧୮-୧୯ରେ ଭାରତର ଗୁରୁତ୍ୱପୂର୍ଣ୍ଣ ସଂସ୍ଥା ଉପରେ ଅଧିକ ସାଇବର ଆକ୍ରମଣ ହୋଇଛି: ସିସ୍କୋ

ନୂଆଦିଲ୍ଲୀ,୧୯।୮: ଭାରତରେ ସାଇବର ଆକ୍ରମଣ ମାମଲା କ୍ରମାଗତ ଭାବେ ବଢ଼ିଚାଲିଛି। ୨୦୧୮-୧୯ରେ ଦେଶର ଗୁରୁତ୍ୱପୂର୍ଣ୍ଣ ସଂସ୍ଥା ଉପରେ ଅଧିକ ସାଇବର ଆକ୍ରମଣ ହୋଇଥିବା ନେଇ ସିସ୍କୋ...

ଅପରେଶନ୍‌ ଅଲ୍‌ ଆଉଟ୍‌: ୫ ମାସରେ ୧୦୧ ଆତଙ୍କବାଦୀ ନିହତ

ଶ୍ରୀନଗର, ୧।୬: ଜମ୍ମୁ-କଶ୍ମୀରକୁ ଆତଙ୍କବାଦ ମୁକ୍ତ କରାଯିବା ପାଇଁ ସେନା ପକ୍ଷରୁ ଅପରେଶନ୍‌ ଅଲ୍‌ଆଉଟ୍‌ ଜାରି ରହିଛି। ଗତ ୫ ମାସ ମଧ୍ୟରେ ସର୍ଚ୍ଚ ଅପରେଶନ୍‌...

ଓଲଟିଲା ଡଙ୍ଗା: ଜୀବନ ସହ ବାଜି ଲଗାଇ ୮୮ ପର୍ଯ୍ୟଟକଙ୍କୁ ଉଦ୍ଧାର କଲେ ୨ ପୋଲିସ କର୍ମଚାରୀ

ମୁମ୍ବାଇ,୧୪।୩ : କଥାରେ ଅଛି ରଖେ ହରି ମାରେ କିଏ। ଏହାର ସଦ୍ୟତମ ଉଦାହରଣ ମୁମ୍ବାଇରେ ଘଟିଛି। ୮୮ ପର୍ଯ୍ୟଟକଙ୍କୁ ନେଇ ଯାଉଥିବା ଏକ ଡଙ୍ଗା...

Advertisement


Archives

Model This Week