କୋଲେଷ୍ଟରଲ କମାଇବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…

ଦୈନନ୍ଦିନ ଖାଦ୍ୟପେୟ ତାଲିକାର ଆମେ ବିଭିନ୍ନ ପ୍ରକାର ପନିପରିବା ବ୍ୟବହାର କରିଥାଉ। ଏସବୁ ପନିପରିବା ମଧ୍ୟରେ ଆଳୁର ଏକ ସ୍ବତନ୍ତ୍ର ସ୍ଥାନ ରହିଛି। ବିନା ଆଳୁରେ ରୋଷେଇ ଯେପରି ଅସମ୍ଭବ ଲାଗେ। ରୋଷେଇରେ ଆଳୁର ବିଭିନ୍ନ ପ୍ରକାର ବ୍ୟବହାରକୁ ନେଇ ଆମେ ସମସ୍ତେ ପରିଚିତ। ତେବେ ଆଳୁଚୋପା କୋଲେଷ୍ଟରଲସ୍ତର କମାଇବାରେ ସହାୟକ ହୋଇଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଏଥିରେ ପ୍ରଚୁର ପରିମାଣର ପୋଟାସିୟମ ଥାଏ, ଯାହା ଉଚ୍ଚରକ୍ତଚାପକୁ ନିୟନ୍ତ୍ରଣ କରିଥାଏ। ଆଳୁଚୋପାରେ ପ୍ରଚୁର ପରିମାଣରେ ଭିଟାମିନ-ବି ରହିଛି। ଏହା ଶରୀରକୁ ମଜଭୁତ କରିବା ସହ ଶକ୍ତି ଯୋଗାଇଥାଏ। ଏଥିରେ ଥିବା ପ୍ରଚୁର ପରିମାଣ ଫାଇବର ହଜମ ଶକ୍ତି ବଢ଼ାଏ ବୋଲି ଆୟୁର୍ବେଦରେ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚେତାବନୀ ଦେଲେ ମାଲିକ ସଂଘ, ୨୪ରୁ ବଡ଼ିବନି ଘରୋଇ ବସ୍‌ !

ଭୁବନେଶ୍ୱର,୧୭।୧: ୨୪ରୁ ଗଡ଼ିବନି ଘରୋଇ ବସ୍‌। ଏନେଇ ଚେତାବନୀ ଦେଇଛନ୍ତି ଘରୋଇ ବସ ମାଲିକ ସଂଘ। ମୁଖ୍ୟମନ୍ତ୍ରୀ ବସ ବ୍ଲକ୍‌ରୁ ଜିଲ୍ଲା ହେଡ୍‌ କ୍ୱାର୍ଟରକୁ ଆସିବାକୁ...

୨୬ ଜାନୁଆରୀ ପୂର୍ବରୁ ଆକ୍ରମଣ କରିପାରନ୍ତି ବାଂଲାଦେଶୀ ଆତଙ୍କବାଦୀ, ଦିଲ୍ଲୀ ସମେତ କିଛି ରାଜ୍ୟରେ ହାଇ ଆଲର୍ଟ

ନୂଆଦିଲ୍ଲୀ,୧୭।୧: ଗଣତନ୍ତ୍ର ଦିବସ ପାଳନ (ଜାନୁଆରୀ ୨୬) ପୂର୍ବରୁ ସୁରକ୍ଷା ଏଜେନ୍ସିଗୁଡ଼ିକ ଏକ ବଡ଼ ସତର୍କତା ଜାରି କରିଛନ୍ତି। ଗୁଇନ୍ଦା ସୂତ୍ରରୁ ଜଣାପଡିଛି ଯେ ଖଲିସ୍ତାନୀ...

୬ମିନିଟ୍‌ ଯାଏ କିଟ୍‌କିଟ୍‌ ଅନ୍ଧାର, ଦିନ ୧୨ଟାରେ ଗାଏବ ହୋଇଯିବେ ସୂର୍ଯ୍ୟ!

ପୃଥିବୀରେ ବହୁତ କମ ଲୋକ ଫେବୃଆରୀ 2026 ରେ ହେବାକୁ ଥିବା ଅନନ୍ୟ ସୂର୍ଯ୍ୟଗ୍ରହଣ ଦେଖିପାରିବେ। ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ। ଏହି...

ଲେନିନ ମହାନ୍ତିଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ ଅରବିନ୍ଦ ମହାପାତ୍ର: ଭୁଲ ଭୁଲେୟା କାହାଣୀ…

ଭୁବନେଶ୍ୱର,୧୭।୧:ବିଜେଡିର ଦୁଇଜଣ ବିଧାୟକ ସନାତନ ମହାକୁଡ଼ ଓ ଅରବିନ୍ଦ ମହାପାତ୍ରଙ୍କୁ ଦଳରୁ ନିଲମ୍ବନ କରାଯିବା ପରେ ରାଜ୍ୟ ରାଜନୀତି ଜୋର ଧରିଛି। ମୁଖ୍ୟତଃ ଅରବିନ୍ଦ ମହାପାତ୍ରଙ୍କୁ...

ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନକୁ ଗ୍ରୀନ ସିଗନାଲ ଦେଲେ ମୋଦି, ଜାଣନ୍ତୁ କେଉଁ ରାଜ୍ୟକୁ ମିଳିବ ଏହାର ଲାଭ

ନୂଆଦିଲ୍ଲୀ,୧୭।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାନୁଆରୀ ୧୭ ତାରିଖରେ ଦେଶର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହି ଟ୍ରେନଟି...

୩ ଲକ୍ଷର ଓ୍ବାଟର ପ୍ୟୁରିଫାୟାର ଧରି ବୁଲୁଛନ୍ତି ଗିଲ, ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୭।୧: ଭାରତୀୟ କ୍ରିକେଟ ଦଳ ତୃତୀୟ ଏବଂ ନିର୍ଣ୍ଣାୟକ ମ୍ୟାଚ ପାଇଁ ଇନ୍ଦୋରରେ ପହଞ୍ଚିଛି। ଇନ୍ଦୋର ସମ୍ପ୍ରତି ଏଠାରେ ଥିବା ଦୂଷିତ ପାଣି ଯୋଗୁ ସାରା...

ସ୍କୁଲରେ ପିଟାପିଟି ହୋଇ ୨ ଶିକ୍ଷୟିତ୍ରୀ ଲହୁଲୁହାଣ: ତଦନ୍ତ ରିପୋର୍ଟ ପାଇଁ ନିର୍ଦ୍ଦେଶ ଦେଲେ ବିଡିଓ

ସମ୍ବଲପୁର, ୧୭।୧(ପ୍ରମୋଦ ବହିଦାର): ବୁର୍ଲା କିର୍ବା ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅଭାବନୀୟ ଘଟଣା ଘଟିଥିବାର ସୂଚନା ମିଳିଛି। ବିଦ୍ୟାଳୟ ମଧ୍ୟରେ କୌଣସି କାରଣକୁ କେନ୍ଦ୍ରକରି...

ଘର ବାହାରେ ଦେଖୁଛନ୍ତି କି ଏସବୁ ପକ୍ଷୀ, ଜାଣି ରଖନ୍ତୁ ମାଡ଼ି ଆସୁଛି ଘୋର ବିପତ୍ତି!

ଭାରତୀୟ ଜ୍ୟୋତିଷ ଶାସ୍ତ୍ରରେ ଅଶୁଭ ଶାସ୍ତ୍ରକୁ ବିଶେଷ ଗୁରୁତ୍ୱପୂର୍ଣ୍ଣ ବିବେଚନା କରାଯାଏ। ଏହା ଅନୁଯାୟୀ, ଆମ ଚାରିପାଖରେ ପଶୁ ଏବଂ ପକ୍ଷୀଙ୍କ ଗତିବିଧି ଆମକୁ ଭବିଷ୍ୟତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri