କୋଲେଷ୍ଟରଲ କମାଏ ଏହି ରସ…

ସକାଳେ ଚାମୁଚେ ଅଁଳାରସ ପିଇଲେ ଶରୀରର ଅନେକ ଉପକାର ହୋଇଥାଏ। ଏହା ରକ୍ତ ସଞ୍ଚାଳନ ବୃଦ୍ଧି କରିବା ସହିତ କୋଲେଷ୍ଟରଲ ସ୍ତର ହ୍ରାସ କରେ। ଫଳରେ ରକ୍ତଚାପରୁ ମିଳିଥାଏ ମୁକ୍ତି। ପିପ୍‌ପଳୀ ସହିତ ସୈନ୍ଧବ ଲୁଣ ଏକତ୍ର ଚୂର୍ଣ୍ଣ କରି ସେଥିରେ ଅଁଳାରସ ମିଶାଇ ଉଷୁମ ଜଳ ସହିତ ସେବନ କଲେ ବଦହଜମି, ଅମ୍ଳ, ହାକୁଟି, ପେଟଫମ୍ପା ଆଦି ଭଲ ହୁଏ। ନିୟମିତ ଏହାକୁ ପିଇଲେ ଥଣ୍ଡାରୁ ମୁକ୍ତି ମିଳିଥାଏ। ଏହା ପାଚନ କ୍ରିୟାକୁ ସ୍ବାଭାବିକ କରିଥାଏ। ଅଁଳାରସରେ ମହୁ ମିଶାଇ ସକାଳେ ଓ ସନ୍ଧ୍ୟାରେ ଖାଇଲେ ହୃଦ୍‌ରୋଗ ଭଲ ହୁଏ। ଅଁଳାରସ ପିଇଲେ ନପୁଂଷକତା ସମସ୍ୟା ଦୂର ହୁଏ। ଅଁଳାରସ ସହିତ ନିମ୍ବପତ୍ର ଚୂର୍ଣ୍ଣ ମିଶାଇ ସକାଳେ ଓ ସନ୍ଧ୍ୟାରେ ଖାଲି ପେଟରେ ଖାଇଲେ ୩ ରୁ ୪ ମାସରେ କୁଷ୍ଠରୋଗ ଭଲ ହୋଇଥାଏ ବୋଲି ଚିକିତ୍ସକ ପରାମର୍ଶ ଦେଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଜୁନରୁ ଏସବୁ ରାଶିର ଭାଗ୍ୟ ଖୋଲିବ, ଆକସ୍ମିକ ଧନଲାଭ ସାଙ୍ଗକୁ…

ଜ୍ୟୋତିଷଶାସ୍ତ୍ରରେ ଗୁରୁ ବୃହସ୍ପତିଙ୍କୁ ଗୁରୁତ୍ୱପୂର୍ଣ୍ଣ ଗ୍ରହ ଭାବେ ବିବେଚନା କରାଯାଏ। ବୃହସ୍ପତିଙ୍କୁ ଜ୍ଞାନ, ଶିକ୍ଷକ, ଧାର୍ମିକ କାର୍ଯ୍ୟ, ଶିକ୍ଷା, ଦାନ-ପୂଣ୍ୟ, ବୁଦ୍ଧି ଆଦିର କାରକ ବୋଲି...

ବୈବାହିକ ଜୀବନକୁ ସୁଖମୟ କରିବାକୁ ଚାହୁଁଥିଲେ… ଆପଣାନ୍ତୁ ଏହି ଟିପ୍ସ

”ଘରସଂସାର କରିବା ପରେ ସ୍ବାମୀସ୍ତ୍ରୀଙ୍କ ମଧ୍ୟରେ ସମ୍ପର୍କ ଦୃଢ଼ ରହିବା ଦରକାର। ଉଭୟେ ପରସ୍ପରକୁ ସହଯୋଗ କରିବା ସହ ପ୍ରତିଟି କଥାକୁ ଦୁହେଁ ମିଶି ସୁଚାରୁ...

ସ୍ବପ୍ନରେ ଟଙ୍କା ବର୍ଷା ହେବା ଦେଖିଲେ ଶୁଭ ନା ଅଶୁଭ, ଜାଣନ୍ତୁ ଏହାର ଅର୍ଥ କ’ଣ?

ଆଜି ଆମ ସମସ୍ତଙ୍କ ଜୀବନରେ ଟଙ୍କା ଏକ ବଡ଼ ଅଂଶ, ସେଥିପାଇଁ ସ୍ବପ୍ନରେ ଟଙ୍କା ଦେଖିବା ଏକ ବଡ଼ କଥା ନୁହେଁ। ଅନେକ ସମୟରେ ଆମର...

ଏସବୁ ରୋଗଠୁ ଦୂରେଇ ରଖେ ଅଙ୍ଗୁର

ଆଜିକାଲିର ବ୍ୟସ୍ତ ଜୀବନ ମଧ୍ୟରେ ଆମେ ଆବଶ୍ୟକ ମୁତାବକ ଶୋଇବା ନିହାତି ଦରକାର। ଯଦି ଭଲ ଭାବରେ ନିଦ ନ ହେଲା ତେବେ ତାହା କେତେକ...

ରକ୍ତ ସଞ୍ଚାଳନକୁ ସକ୍ରିୟ କରେ କଲରା

କଲରାର ସ୍ବାଦ ପିତା ହେଲେ ମଧ୍ୟ ଏହା ଆମ ସ୍ବାସ୍ଥ୍ୟ ପାଇଁ ବେଶ୍‌ ଉପକାରୀ। ଜଣେ ଡାଇବେଟିସ୍‌ ରୋଗୀ ପାଇଁ ଏହା ଆହୁରି ଲାଭପ୍ରଦ ସାବ୍ୟସ୍ତ...

ପ୍ରକୃତିର ଝାଡୁଦାର

ଏକ ରବିବାରର ମେଘୁଆ ସକାଳ। ମୁଁ ବାଲକୋନୀରେ ବସି ଖବରକାଗଜ ପଢ଼ିବା ସହିତ ଗରମ ଚା ଢୋକର ମଜା ନେଉଥିଲି ଓ ମୋ ପୁଅ ଓମ୍‌...

ଆଜିଠାରୁ ଏସବୁ ରାଶିର ଭଲ ଦିନ ଆରମ୍ଭ: ଚାକିରିରେ ପଦୋନ୍ନତି, ରହିବ ନାହିଁ ଟଙ୍କାପଇସାର ଅଭାବ…

ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନକୁ ବିଶେଷ ଗୁରୁତ୍ୱ ଦିଆଯାଇଛି। ସୂର୍ଯ୍ୟଙ୍କୁ ଗୋଟିଏ ରାଶିରୁ ଅନ୍ୟ ଏକ ରାଶିରେ ପ୍ରବେଶ କରିବାକୁ ପ୍ରାୟ ୧ ମାସ...

ପିଲା ଭୁଲ୍‌ କରୁଥିଲେ, କେମିତି ସମ୍ଭାଳିବେ: ଜାଣନ୍ତୁ କିଛି ଗୁରୁତ୍ୱପୂର୍ଣ୍ଣ ଟିପ୍ସ

ଅଭିଭାବକଙ୍କ ବ୍ୟବହାର ପିଲାଙ୍କ ବ୍ୟକ୍ତିତ୍ୱକୁ ଆକାର ଦେଇଥାଏ। ତେଣୁ ପିଲାଙ୍କର କୌଣସି ଭୁଲ୍‌ରେ ହଠାତ୍‌ ରାଗିଯାଇ ଗାଳିଦେବା କିମ୍ବା ମାଡ଼ ମାରିବା ପରିବର୍ତ୍ତେ ପ୍ରଥମେ ତାଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri